ବ୍ରହ୍ମପୁର ଅଫିସ,୨୦ା୧୦-ମହୁମାଛି ଦଂଶନରେ ଗୁରୁତର ଥିବା ଜଣେ ନାବାଳକଙ୍କର ଏମ୍କେସିଜି ମେଡିକାଲରେ ଶନିବାର ସକାଳେ ମୃତ୍ୟୁ ଘଟିଛି। ମୃତକ କୋରାପୁଟ ଜିଲା ଦାମନଯୋଡି ଥାନା ହାତୀମୁଣ୍ଡାର କେଶରୀ…
ଦିଗପହଣ୍ଡି,୨୦ା୧୦(ଡି.ଏନ.ଏ.)-ସରକାରୀ ସହାୟତା ପ୍ରଦାନ ନାଁରେ ଦୀର୍ଘଦିନ ଧରି ଦିଗପହଣ୍ଡି ଗ୍ରାମାଞ୍ଚଳରେ ଲୋକଙ୍କୁ ଠକୁଥିବା ଏକ ସଂସ୍ଥାର ୪ ଜଣ ଯୁବତୀ ଓ ଜଣେ ଯୁବକଙ୍କୁ ପୋଲିସ ଥାନାରେ…
ଛତ୍ରପୁର,୨୦ା୧୦(ଡି.ଏନ.ଏ)-ବ୍ରହ୍ମପୁର ମହାନଗର ନିଗମରେ ପାଣି ସମସ୍ୟା ଦୂର କରିବା ପାଇଁ ବ୍ୟୟ ବହୁଳ ଜାନିବିଲି ପ୍ରକଳ୍ପ ପ୍ରତିଷ୍ଠା ହୋଇଛି। ଏହି ପ୍ରକଳ୍ପ ଉଦ୍ଘାଟନ ହୋଇଥିଲେ ହେଁ ଏହା…
ଆସିକା,୨୦ା୧୦(ଡି.ଏନ୍.ଏ.) -ରାଜ୍ୟର ବିଭିନ୍ନ ଜଙ୍ଗଲରେ ବସବାସ କରୁଥିବା ବନବାସୀ ପରିବାରର ସାମଗ୍ରୀକ ସୁରକ୍ଷା ନିମନ୍ତେ ସରକାରଙ୍କ ପକ୍ଷରୁ ବହୁବିଧ ପଦକ୍ଷେପ ନିଆଯାଇଛି। ବିଭିନ୍ନ ପ୍ରକଳ୍ପ ମାଧ୍ୟମରେ ଏହି…
ହିଞ୍ଜିଳିକାଟୁ,୨୦ା୧୦(ଡି.ଏନ୍.ଏ.)-ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ବଡ଼ଖଣ୍ଡି ଗ୍ରାମରେ ଜଣେ ବିବାହିତା ମହିଳା ଚାକିରୀ ନ ଛାଡ଼ିବାରୁ ଗ୍ରାମ୍ୟ କମିଟି କଙ୍ଗାରୁ କୋର୍ଟ କରି ମହିଳାଙ୍କ ମା’ ବାପାଙ୍କୁ…
ହିଞ୍ଜିଳିକାଟୁ,୧୯।୧୦(ଡି.ଏନ୍.ଏ.) : ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅଞ୍ଚଳରେ ମାଳି ଗୁନ୍ଥିବା ଆଳରେ ଠକେଇ ହୋଇଛି। ସୁନାମାଳି ବଦଳରେ ନକଲି ମାଳି ଦେଇଥିବା ଅଭିଯୋଗରେ ଶୁକ୍ରବାର ସ୍ଥାନୀୟ…
ଛତ୍ରପୁର, ୧୯।୧୦: ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଡୁଗୁଲ ଛକ ନିକଟ ଏକ ଅସ୍ଥାୟୀ ଜଳାଶୟରେ ବୁଡି ଶନିବାର ଜଣେ ନାବାଳକର ମୃତ୍ୟୁ ଘଟିଛି। ସେ ହେଲେ…
ଭଞ୍ଜନଗର,୧୯।୧୦(ଡି.ଏନ.ଏ) -ଭଞ୍ଜନଗର ସହର ବଡ଼ତୋଟାସାହିର ନବବଧୂ ଆରତୀ ନାହାକ (୩୦)ଙ୍କୁ ହତ୍ୟାକରି ଶ୍ୱଶୁରଘର ଲୋକେ ବୁଧବାର ପୋଡ଼ି ଦେଇଥିବା ନେଇ ଶୁକ୍ରବାର ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ…
ହାତୀଓଟ,୧୯ା୧୦-ସରକାର ଗ୍ରାମାଞ୍ଚଳର ବିକାଶ ପାଇଁ ଅନେକ ଯୋଜନା ପ୍ରଣୟନ କରିଛନ୍ତି। ଏଥିପାଇଁ ବହୁ ଟଙ୍କା ମଧ୍ୟ ଖର୍ଚ୍ଚ ହେଉଛି। କିନ୍ତୁ ଏବେ ମଧ୍ୟ କିଛି ଆଦିବାସୀ ଅଞ୍ଚଳରେ…
ବ୍ରହ୍ମପୁର ଅଫିସ,୧୯ା୧୦-ସିପିଏମ ପକ୍ଷରୁ ଶୁକ୍ରବାର ବ୍ରହ୍ମପୁର ଉପଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ସମାବେଶ କରାଯାଇଥିଲା। ଭାଜପା ନେତୃତ୍ୱାଧୀନ ଏନଡିଏ ସରକାର ଶାସନରେ ଦେଶର ଆର୍ଥିକ ସ୍ଥିତି ବିପର୍ଯ୍ୟସ୍ତ…