ହିଞ୍ଜିଳିକାଟୁ,୧୩।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ପୁରୁଷୋତ୍ତମପୁର ଥାନା ସାହାପୁର ଗ୍ରାମରେ ଶନିବାର ଅପରାହ୍ନରେ ବଜ୍ରପାତ ଘଟିି ଜଣେ ନାବାଳକଙ୍କ ଜୀବନ ଯାଇଛି। ମୃତ ନାବାଳକ ଜଣକ…
ଜଗନ୍ନାଥପ୍ରସାଦ,୧୩ା୭(ଡି.ଏନ.ଏ.)-ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଚଢ଼େୟାପଲ୍ଲୀ ଗ୍ରାମ ମୁଖ୍ୟ ରାସ୍ତାରେ ଗୁରୁବାର ରାତିରେ ଟ୍ରକ ମଡ଼ାଇ ୨ ଜଣଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକମାନେ ହେଲେ…
ବ୍ରହ୍ମପୁର ଅଫିସ୍,୧୩ା୭-ରାଜ୍ୟ ମହିଳା ଆୟୋଗଙ୍କ ଶିବିର ଅଦାଲତ(କ୍ୟାମ୍ପ କୋର୍ଟ) ଶୁକ୍ରବାର ବ୍ରହ୍ମପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ମୋଟ ୬୫ ମାମଲାର ଶୁଣାଣି ପାଇଁ…
ରାଇକିଆ,୧୩ା୭(ଡ଼ି.ଏନ.ଏ.)-ରାଇକିଆ ଥାନା କରଡ଼ା ନିକଟରେ ଗତ ଫେବୃୟାରୀରେ ଏକ ଘରୋଇ ଫାଇନାନ୍ସ କମ୍ପାନୀ କର୍ମଚାରୀମାନଙ୍କଠାରୁ ହୋଇଥିବା ଟଙ୍କା ଲୁଟ ଘଟଣାରେ ୬ ଅଭିଯୁକ୍ତଙ୍କୁ ଶୁକ୍ରବାର ରାଇକିଆ ପୋଲିସ…
ଭଞ୍ଜନଗର,୧୩।୭(ଡି.ଏନ.ଏ.) -ଭଞ୍ଜନଗର ଉତ୍ତରଘୁମୁସର ବନଖଣ୍ଡ ମୁଜାଗଡ଼ ରେଞ୍ଜ ଗୁଣ୍ଡିରିବାଡ଼ିରେ ଗୁରୁବାର ବିଳମ୍ବିତ ରାତିରେ ହାତୀ ଆତଙ୍କ ଦେଖାଦେଇଛି। ହାତୀମାନେ ଗ୍ରାମ ମୁଣ୍ଡକୁ ଆସି ବିଭିନ୍ନ ଲୋକଙ୍କ ଧାନ…
ଛତ୍ରପୁର,୧୩ା୭(ଡି.ଏନ.ଏ)-ବାଇକ୍ ଓ ଟଙ୍କା ଲୁଟ୍ ଘଟଣାରେ ୩ ଅଭିଯୁକ୍ତଙ୍କୁ ଛତ୍ରପୁର ପୋଲିସ ଗିରଫ କରିଛି । ସେମାନେ ହେଲେ ବ୍ରହ୍ମପୁର ବଡବଜାର ଥାନା ଅଞ୍ଚଳର ରାଜ କୁମାର…
ବ୍ରହ୍ମପୁର ଅଫିସ,୧୩ା୭-ବ୍ରହ୍ମପୁର ମହାନଗର ନିଗମ ସମେତ ଜିଲାର ବିଭିନ୍ନ ସ୍ଥାନରେ ଏବେ ବହୁ ସଂଖ୍ୟାରେ ଘରୋଇ ହସ୍ପିଟାଲ ଓ ନର୍ସିଂହୋମ ଚାଲିଛି। ଘରୋଇ ହସ୍ପିଟାଲ ଓ ନର୍ସିଂହୋମ…
ପୁରୁଷୋତ୍ତମପୁର,୧୨।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ବାଘଳା ପଞ୍ଚାୟତ ଆଙ୍ଗୁ ନୂତନ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଙ୍ଗଳବାର ସୂଚନା ଫଳକ କାନ୍ଥ ଭୂଷୁଡ଼ି ଷଷ୍ଠ ଶ୍ରେଣୀରେ…
ବ୍ରହ୍ମପୁର ଅଫିସ,୧୨ା୭: ବୟସ ୧୫ ବର୍ଷ। ଏହି ସ୍ବଳ୍ପ ବୟସରୁ ସେ ଜାତୀୟସ୍ତରରେ ସୃଷ୍ଟି କରିଛନ୍ତି ନିଜର ପରିଚୟ ା ସେ ହେଲେ ବ୍ରହ୍ମପୁର ଅରବିନ୍ଦ ନଗରର…
ବ୍ରହ୍ମପୁର ଅଫିସ,୧୨ା୭-ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ସରପଞ୍ଚ ତଥା ବିଜେଡି ନେତା ଉଷାନ୍ତ କୁମାର ସାହୁଙ୍କୁ ଗୁରୁବାର ବ୍ରହ୍ମପୁର…