ଗଞ୍ଜାମ

ସାବିତ୍ରୀ ପାଇଁ ଆଗୁଆ ଶଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

ପୋଲସରା,୨୦ା୫(ଡି.ଏନ.ଏ.)-ପୋଲସରା ବ୍ଲକ କଳମ୍ବ ସରପଞ୍ଚ ପ୍ରଶାନ୍ତ କୁମାର ପ୍ରଧାନ ସାବିତ୍ରୀ ବ୍ରତ ପାଇଁ ଶୁକ୍ରବାର ପୂର୍ବାହ୍ନ ୯ଟାରୁ ଶନିବାର ସକାଳ ୭ଟା ପର୍ଯ୍ୟନ୍ତ ପଞ୍ଚାୟତକୁ ଶଟ୍‌ଡାଉନ ଘୋଷଣା…

7 years ago

ଶ୍ରମିକଙ୍କୁ ନେଇ ଯାଉଥିବା ବସ୍‌ ଦୁର୍ଘଟଣାଗ୍ରସ୍ତ, ୩ ଗୁରୁତର

ଖଲ୍ଲିକୋଟ,୨୦ା୫(ଡି.ଏନ.ଏ.)- ଖଲ୍ଲିକୋଟ ବ୍ଲକ ଢ଼ିମିରିଆ ଛକ ନିକଟରେ ବୁଧବାର ସକାଳେ ତାମିଲନାଡୁରୁ ଶ୍ରମିକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ ବସ୍‌ ଟ୍ରକ ପଛରେ ପିଟି ଦେଇଥିଲା। ଏଥିରେ…

7 years ago

ସଙ୍ଗରୋଧ କେନ୍ଦ୍ର ପାଣି ଟାଙ୍କି ଭୁଶୁଡିଲା

ଆର.ଉଦୟଗିରି,୨୦ା୫(ଡି.ଏନ୍‌.ଏ.)- ନୂଆଗଡ଼ ବ୍ଲକ ତାବରଡ଼ା ଗ୍ରାମ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଥିବା ସଙ୍ଗରୋଧ କେନ୍ଦ୍ରରେ ଅନ୍ତେବାସୀମାନଙ୍କ ପାଇଁ ପାଣିର ସୁବିଧା ନିମନ୍ତେ ୧୦ହଜାର ଲିଟର ବିଶିଷ୍ଟ…

7 years ago

କଣ୍ଟେନମେଣ୍ଟ ଜୋନ୍‌ ହେଲା ଲିଆଖାଇ: ୭୯ ଜଣଙ୍କ ସ୍ବାବ୍‌ ନମୂନା ସଂଗ୍ରହ

ଚିକିଟି,୨୦ା୫(ଡି.ଏନ.ଏ.)- ଚିକିଟି ବ୍ଲକ୍‌ ଲିଆଖାଇ ଗ୍ରାମର ଜଣେ ବ୍ୟକ୍ତି ମସ୍ତିସ୍କ କର୍କଟ ରୋଗରେ ଭୂବନେଶ୍ୱର ଏମ୍‌ସରେ ଚିକିସତ୍ିତ ହେଉଥିବାବେଳେ କୋଭିଡ୍‌-୧୯ ରିପୋର୍ଟ ପଜିଟିଭ୍‌ ଆସିଥିଲା। ଜିଲା ପ୍ରଶାସନର…

7 years ago

କରୋନାରେ ମୃତ୍ୟୁ ସନ୍ଦେହ: କୁଏତରୁ ପୁଅଙ୍କ ମୃତଦେହ ଆଣିବାକୁ ବାପାଙ୍କ ନିବେଦନ

ଛତ୍ରପୁର, ୨୦।୫(ଡି.ଏନ୍‌.ଏ.)- କୁଏତରେ ମଙ୍ଗଳବାର ଜଣେ ଓଡ଼ିଆ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜ଼ିଲା ଛତ୍ରପୁର ବ୍ଲକ କାଳୀପାଲି ପଞ୍ଚାୟତ ବଡପୁଟି ଗାଁର ଡି.…

7 years ago

ଆନ୍ଧ୍ର-ଗଞ୍ଜାମ ସୀମାନ୍ତରେ ୨୪ ଘଣ୍ଟିଆ ଅନ୍‌ଲାଇନ୍‌ ପଞ୍ଜୀକରଣ

ଛତ୍ରପୁର,୨୦ା୫(ଡି.ଏନ୍‌.ଏ.): ଆନ୍ଧ୍ରପ୍ରଦେଶ -ଗଞ୍ଜାମ ଜିଲା ସୀମାନ୍ତ ଗିରିଶୋଳା ତନଖି ଫାଟକରେ ଅନ୍ୟ ରାଜ୍ୟରୁ ଆସୁଥିବା ଗାଡ଼ି ଓ ଶ୍ରମିକଙ୍କ ୨୪ ଘଣ୍ଟିଆ ପଞ୍ଜୀକରଣ କରାଯାଉଛି। କୋଭିଡ୍‌ ପୋର୍ଟାଲରେ…

7 years ago

କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଘରକୁ ଗଲେ ୧୧୯ ଜଣ, ସମସ୍ତଙ୍କ ରିପୋର୍ଟ ନେଗେଟିଭ୍‌

ଶେରଗଡ଼,୨୦ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକରେ ଥିବା ଆଦର୍ଶ ବିଦ୍ୟାଳୟରେ ଗତ ୨୯ ଏପ୍ରିଲ୍‌ରୁ ସୁରଟରୁ ଆସିଥିବା ପ୍ରବାସୀମାନେ ରହିଥିଲେ। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଉପସ୍ଥିତିରେ…

7 years ago

ପ୍ରଥମ ବ୍ୟାଚ୍‌ରେ ୨୩୬ ଜଣଙ୍କ କ୍ୱାରାଣ୍ଟାଇନ୍‌ ଅବଧି ସରିଲା: ସ୍ବାସ୍ଥ୍ୟକର୍ମୀ ସାର୍ଟିଫିକେଟ୍‌ ଦେଇ ଘରକୁ ପଠାଗଲା

ଛତ୍ରପୁର,୨୦ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିବା ପ୍ରଥମ ବ୍ୟାଚ୍‌ରେ ୨୩୬ ଜଣଙ୍କ କ୍ୱାରାଣ୍ଟାଇନ୍‌ ଅବଧି ବୁଧବାର ଶେଷ ହୋଇଛି। ଏମାନଙ୍କୁ ପ୍ରଶାସନ ପକ୍ଷରୁ ଡିସ୍‌ଚାର୍ଜ କରାଯାଇଥିବା…

7 years ago

ଅମ୍ଫନ: ୪୩୧ ଲୋକଙ୍କୁ ସ୍ଥାନାନ୍ତର

ଆର.ଉଦୟଗିରି,୨୦ା୫(ଡି.ଏନ.ଏ.)-ନୁଆଗଡ ବ୍ଲକର ୧୦ ପାହାଡ ତଳି ଅଞ୍ଚଳ ଗ୍ରାମକୁ ବ୍ଲକ ପକ୍ଷରୁ ଚିହ୍ନଟ କରାଯାଇଥିଲା। ମଙ୍ଗଳବାର ବ୍ଲକ ପ୍ରଶାସନ ପୁଟୁପଡା ପଞ୍ଚାୟତର ପାରାଜୀ ଗ୍ରାମର ୪୬ ପରିବାରର…

7 years ago

ସୁଧାର ଗୃହରୁ ୭ ଅନ୍ତେବାସୀ ଫେରାର

ବ୍ରହ୍ମପୁର ଅଫିସ,୨୦ା୫-ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ସ୍ବତନ୍ତ୍ର ସୁଧାର ଗୃହରୁ ମଙ୍ଗଳବାର ପୂର୍ବାହ୍ନ ୧୦ଟା ବେଳେ ସେଠାରେ ଥିବା ୭ ଜଣ ଅନ୍ତେବାସୀ ଫେରାର ହୋଇଯାଇଛନ୍ତି। ଏପରିକି…

7 years ago