ଗଞ୍ଜାମ

ଠିକାଦାରଙ୍କ ଘରକୁ ବୋମାମାଡ଼ ଘଟଣା: ଦୁର୍ଦ୍ଦାନ୍ତ ରାଜିଙ୍କ ସମେତ ୩ ଗିରଫ, ବୋମା ଜବତ

ବ୍ରହ୍ମପୁର ଅଫିସ,୧୮ା୬-ବ୍ରହ୍ମପୁର ବଡ଼ବଜାର ପୋଲିସ ଜଣେ ଠିକାଦାରଙ୍କ ଘର ଉପରକୁ ବୋମା ମାଡ଼ କରିବା ଅଭିଯୋଗରେ ଦୁର୍ଦ୍ଦାନ୍ତ ରାଜି ଗୌଡ଼ଙ୍କ ସମେତ ୩ ଜଣଙ୍କୁ ରବିବାର ରାତିରେ…

7 years ago

ପଶ୍ଚିମବଙ୍ଗରେ ଡାକ୍ତରଙ୍କୁ ମାଡ଼ ଘଟଣା :ଏମ୍‌କେସିଜିରେ ଜେଡିଏର କାମ ବନ୍ଦ, ରୋଗୀ ହଇରାଣ

ବ୍ରହ୍ମପୁର ଅଫିସ,୧୮ା୬-ପଶ୍ଚିମବଙ୍ଗର ଜୁନିୟର ଡ଼ାକ୍ତରଙ୍କୁ ଆକ୍ରମଣ ଘଟଣାର ଆନ୍ଦୋଳନ ଏବେ ବ୍ୟାପିବାରେ ଲାଗିଛି। ବ୍ରହ୍ମପୁର ଏମ୍‌କେସିଜି ମେଡିକାଲରେ ମଧ୍ୟ ଜୁନିୟର ଡ଼ାକ୍ତର ଏସୋସିଏଶନ୍‌ (ଜେଡିଏ) ତରଫରୁ ପଶ୍ଚିମବଙ୍ଗ…

7 years ago

ଗିରିଶୋଲା ଡକାୟତି ଘଟଣାରେ ୨ ଗିରଫ

ଭଞ୍ଜନଗର,୧୭।୬(ଡି.ଏନ.ଏ)-ବେଲଗୁଣ୍ଠା ଫାଣ୍ଡି ଗିରିଶୋଲାରେ ଗତ ୧୨ ତାରିଖ ରାତିରେ ହୋଇଥିବା ଚୋରି ଘଟଣାରେ ପୋଲିସ ସୋମବାର ୨ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଜଗନ୍ନାଥ ନାଇକ ଓ…

7 years ago

ଦୁର୍ଘଟଣାରେ ବର୍ତ୍ତିଲେ ଯାତ୍ରୀ

ଗୋପାଳପୁର,୧୭।୬-୧୬ନଂ. ଜାତୀୟ ରାଜପଥ କନିଷି ହାଟ ନିକଟରେ ସୋମବାର ଏକ ହାଇୱା ଧକ୍କାରେ ଅଟୋ ଚାଳକ ସମେତ ୪ ଜଣ ଯାତ୍ରୀ ସାମାନ୍ୟ ଆହତ ହୋଇଛନ୍ତିି। ସକାଳ…

7 years ago

ପୁରୁଷୋତ୍ତମପୁରରେ ସ୍ନାନପୂର୍ଣ୍ଣିମା

ପୁରୁଷୋତ୍ତମପୁର, ୧୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ପବିତ୍ର ସ୍ନାନପୂର୍ଣ୍ଣିମା ସୋମବାର ପାଳିତ ହେଉଛି। ପୁରୁଷୋତ୍ତମପୁର ରଥସାହି ଜଗନ୍ନାଥ ମନ୍ଦିର ସମେତ ଥାନା ଜଗନ୍ନାଥ ମନ୍ଦିର, କନକା…

7 years ago

ଯୁବକଙ୍କୁ ଗଳାକାଟି ହତ୍ୟା: ପୂର୍ବଶତ୍ରୁତା ସନ୍ଦେହ

ବ୍ରହ୍ମପୁର ଅଫିସ,୧୭।୬: ସଦର ଥାନା ଅନ୍ତର୍ଗତ ବାସୁଦେବପୁର ପଞ୍ଚାୟତ ବୁରୁଡ଼ା ଗ୍ରାମ ନିକଟ ଏକ କେନାଲରୁ ସୋମବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ…

7 years ago

ଜି.ଉଦୟଗିରିରେ ସ୍ନାନପୂର୍ଣ୍ଣିମା: ହାତୀବେଶରେ ଦର୍ଶନ ଦେଲେ ମହାପ୍ରଭୁ

ଜି.ଉଦୟଗିରି, ୧୭।୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ଜଗନ୍ନାଥ ମନ୍ଦିରଠାରେ ସୋମବାର ଠାକୁରଙ୍କ ସ୍ନାନପୂର୍ଣ୍ଣିମା ନୀତି ଅନୁଷ୍ଠିତ ହେଉଛି। ସକାଳ ଧୂପ ପରେ ଠାକୁରଙ୍କୁ ପହଣ୍ଡି କରାଯାଇ ସ୍ନାନମଣ୍ଡପକୁ…

7 years ago

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ : ସ୍ବାସ୍ଥ୍ୟସେବା ବ୍ୟାହତ, ସାଧାରଣରେ ଅସନ୍ତୋଷ

ଦିଗପହଣ୍ଡି,୧୭ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତରମାନେ ଭାରତୀୟ ମେଡିକାଲ ଡାକ୍ତର ସଂଘ (ଆଇଏମ୍‌ଏ)ର ଦେଶବ୍ୟାପୀ ଆନ୍ଦୋଳନ ଡାକରାରେ ସାମିଲ ହୋଇଛନ୍ତି। ଫଳରେ ଦିଗପହଣ୍ଡିରେ…

7 years ago

କମେଣ୍ଟମରାକୁ କେନ୍ଦ୍ରକରି ହତ୍ୟାକାଣ୍ଡ: କାତି ସହ ଥାନାରେ ହତ୍ୟାକାରୀଙ୍କ ଆତ୍ମସମର୍ପଣ

ପୁରୁଷୋତ୍ତମପୁର,୧୭ା୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ପ୍ରତାପୁର ଛକଠାରେ ରବିବାର ଅପରାହ୍ନରେ ଜଣେ ଯୁବକଙ୍କୁ କାତିରେ ହାଣି ହତ୍ୟା କରାଯାଇଛି। ହତ୍ୟାର ଶିକାର ହୋଇଛନ୍ତି ଗୋଠିଆଳି ଗ୍ରାମର…

7 years ago

ବଜ୍ରପାତରେ ଛାତ ଫାଟିଲା

ବୁଗୁଡ଼ା,୧୭ା୬(ଡି.ଏନ.ଏ.): ବୁଗୁଡ଼ା ବ୍ଲକ ଅନ୍ତର୍ଗତ କୁଆନଳା ଗ୍ରାମରେ ଶନିବାର ମଧ୍ୟରାତିରେ ବଜ୍ରପାତ ହେବାରୁ ରଞ୍ଜନ ବେହେରାଙ୍କ ଘରର ଛାତ, କାନ୍ଥ ଫାଟିବା ସହ ବିଦ୍ୟୁତ୍‌ ତାର ସବୁ…

7 years ago