ଗଞ୍ଜାମ

ବାଇକ ଦୁର୍ଘଟଣାରେ ଗୁରୁତର ବୃଦ୍ଧଙ୍କ ମୃତ୍ୟୁ

ବୁଗୁଡ଼ା,୧୧ା୮(ଡି.ଏନ.ଏ.)-ବୁଗୁଡ଼ା ଥାନା ପାଙ୍ଗିଡ଼ି ନିକଟରେ ବାଇକ୍‌ ଦୁର୍ଘଟଣାରେ ଗୁରୁତର ହୋଇଥିବା ବୃଦ୍ଧଙ୍କ ଶନିବାର ବିଳମ୍ବିତ ରାତିରେ ମୃତ୍ୟୁ ଘଟିଛି। ସେ ହେଲେ ପାଙ୍ଗିଡ଼ି ଗ୍ରାମର ରାମଚନ୍ଦ୍ର ଗୌଡ଼…

7 years ago

ପାର୍ଶ୍ୱତଳି ଅଞ୍ଚଳକୁ ବ୍ରହ୍ମପୁର ମହାନଗର ନିଗମରେ ସାମିଲ ଦାବି ନେଇ ବୈଠକ

ବ୍ରହ୍ମପୁର ଅଫିସ,୧୧।୮: ଗଞ୍ଜାମ ଜିଲା ବ୍ରହ୍ମପୁର ସହର ନିକଟ ତଥା ପାର୍ଶ୍ୱତଳି ଅଞ୍ଚଳକୁ ବ୍ରହ୍ମପୁର ମହାନଗର ନିଗମରେ ସାମିଲ ଦାବି ସମ୍ପର୍କରେ ରବିବାର ଏକ ସତନ୍ତ୍ର ବୈଠକ…

7 years ago

ଚାପ ପକାଇ ଦାବି ହାସଲ କରିବାକୁ ନିଷ୍ପତ୍ତି

ଭଞ୍ଜନଗର,୧୧।୮(ଡି.ଏନ.ଏ.)- ବ୍ରହ୍ମପୁର ଭାୟା ଭଞ୍ଜନଗର ସମ୍ବଲପୁର ରେଳ ଲାଇନ ଦାବି ନେଇ ଭଞ୍ଜନଗର ବାର୍‌ ଆସୋସିଏଶନ କାର୍ଯ୍ୟାଳୟ ପରିସରରେ ଶନିବାର ଏକ ବୈଠକ ହୋଇଯାଇଛି। ବୈଠକରେ ଗଞ୍ଜାମ,…

7 years ago

କେରଳ ବନ୍ୟାରେ ଫସିଛନ୍ତି ଶତାଧିକ ଓଡ଼ିଆ ଶ୍ରମିକ

ଶେରଗଡ଼,୧୧ା୮(ଡି.ଏନ.ଏ.): ଶେରଗଡ଼ ବ୍ଲକର ଦଶମୁଣ୍ଡଳୀ, ଶେରଗଡ଼ ଓ ଆସିକା ବ୍ଲକର ସୁନମୋହି ଗ୍ରାମର ବହୁବ୍ୟକ୍ତି କେରଳ କାଲିକଟ ମଙ୍ଗୁଆ ଅଞ୍ଚଳରେ ବନ୍ୟାରେ ଫସି ରହିଛନ୍ତି। ଜୁଲାଇ ୬ରୁ…

7 years ago

ଦୁବାଇରେ ଓଡିଆ ଯୁବକଙ୍କ ମୃତ୍ୟୁ ଘଟଣା : ୯ଦିନ ପରେ ଗ୍ରାମରେ ପହଞ୍ଚତ୍ଲା ମୃତଦେହ

ଖଲିକୋଟ,୧୦ା୮(ଡି.ଏନ.ଏ.): ଖଲିକୋଟ ବ୍ଲକ ପଥରା ବଜାରସାହିର ଯୁବକ ବସନ୍ତ କୁମାର ସାଧବ (୪୧) ଦୁବାଇ ଆବୁଧାବି ଅଞ୍ଚଳରେ ଏକ ଘରୋଇ କମ୍ପାନୀରେ ଦାଦନ ଶ୍ରମିକ ଭାବେ କାମ…

7 years ago

ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଉଦ୍‌ଘାଟିତ

ପୁରୁଷୋତ୍ତମପୁର,୧୦।୮(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ପ୍ରତାପୁର ଗ୍ରାମରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଉଦ୍‌ଘାଟିତ ହୋଇଯାଇଛି। ଏଥିରେ ସରପଞ୍ଚ ଛବିଲତା ନାୟକ ପୌରୋହିତ୍ୟ କରିଥିବାବେଳେ…

7 years ago

ଅପହୃତା ଯୁବତୀ ଉଦ୍ଧାର: ଅପହରଣକାରୀ ଗିରଫ

ଦିଗପହଣ୍ଡି,୧୦।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଜଣେ ଅପହୃତା ଯୁବତୀଙ୍କୁ କେ. ନୂଆଗାଁ ପୋଲିସ ଉଦ୍ଧାର କରିଛି। ଅପହରଣକାରୀ ଯୁବକଙ୍କୁ ପୋଲିସ ଥାନାରେ ରଖି ପଚରାଉଚରା…

7 years ago

ବନ୍ଧୁକ ଦେଖାଇ ବ୍ୟବସାୟୀଙ୍କଠାରୁ ଲୁଟ୍‌

ଆସିକା, ୧୦।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା-କବିସୂର୍ଯ୍ୟନଗର ମୁଖ୍ୟ ରାସ୍ତାର କଲେଜ ଛକ ନିକଟରୁ ଶନିବାର ପୂର୍ବାହ୍ନରେ ଜଣେ ମିଠା ବ୍ୟବସାୟୀଙ୍କ ଠାରୁ ୮ ହଜାର ଟଙ୍କା ଲୁଟ୍‌…

7 years ago

ପାହାଡ଼ରେ ବେଆଇନ ବିସ୍ଫୋରଣ, ୧୨ ଜେଲ ଗଲେ

ଦିଗପହଣ୍ଡି,୧୦ା୮(ଡି.ଏନ.ଏ.)-ଦିଗପହଣ୍ଡି ପୋଲିସ କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା ପାହାଡ଼ର ୨ଟି ପଥର ଖାଦାନରେ ଚଢ଼ାଉ କରି ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରିଛି। ଦୀର୍ଘଦିନ ଧରି ପାହାଡ଼ରେ…

7 years ago

୪୮ ବସ୍ତା ଗୁଟ୍‌ଖା ଜବତ, ଏଜେଣ୍ଟ ଗିରଫ, ୨ ମାଲିକ ଫେରାର

ବ୍ରହ୍ମପୁର ଅଫିସ,୧୦ା୮-ବ୍ରହ୍ମପୁର ସହର ଓ ସହରତଳି ଅଞ୍ଚଳରେ ଗଢି ଉଠିଥିବା ଗୁଟ୍‌ଖା କାରଖାନାଗୁଡିକରେ ପୋଲିସ ନିୟମିତ ଚଢାଉ କରି ବହୁ କୋଟି ଟଙ୍କାର ଗୁଟ୍‌ଖା ଜବତ କରୁଛି।…

7 years ago