ବେଗୁନିଆପଡା,୩।୬(ଡି.ଏନ.ଏ.)-ରବିବାର ବିଳମ୍ବିତ ରାତିରେ ବେଗୁନିଆପଡା ଫାଣ୍ଡି ଅନ୍ତର୍ଗତ ମର୍ଦ୍ଦକୋଟ ପଞ୍ଚାୟତର ଓଡ଼ନଇ ଗ୍ରାମରେ ଅଗ୍ନିକାଣ୍ଡ ଘଟି ଗ୍ରାମର ଜଣଙ୍କ ଘର ନିଆଁରେ ପୋଡି ସମ୍ପୂର୍ଣ ଧ୍ୱଂସ ହେବା…
ଛତ୍ରପୁର,୩।୬(ଡି.ଏନ.ଏ.)-ଛତ୍ରପୁର ବ୍ଲକ କାଳିପଲ୍ଲୀ ପଞ୍ଚାୟତ ପି.ଲକ୍ଷ୍ମୀପୁର ଗାଁରେ କିଡନୀ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଏପରିକି ଏଥିରେ କେତେଜଣଙ୍କ ମୃତ୍ୟୁ ଘଟିଥିବା ମଧ୍ୟ ଅଭିଯୋଗ ହେଉଛି।…
ପୁରୁଷୋତ୍ତମପୁର,୩ ।୬( ଡି.ଏନ୍.ଏ.)- ପୁରୁଷୋତ୍ତମପୁର ଥାନା ଭୂତସରସିଙ୍ଗି ପଞ୍ଚାୟତ କଇଠଡା ଗ୍ରାମରେ ଶନିବାର ସନ୍ଧ୍ୟାରେ ଡାକ୍ତର ପ୍ରଧାନଙ୍କୁ ଖଣ୍ଡାରେ ହାଣି ହତ୍ୟା କରାଯାଇଥିଲଶ। ଏହି ଘଟଣାରେ ଅଭିଯୁକ୍ତଙ୍କୁ…
ବ୍ରହ୍ମପୁର ଅଫିସ,୩ା୬ : ବ୍ରହ୍ମପୁର ରେଳବାଇ ପୋଲିସ ଶନିବାର ବିଳମ୍ବିତ ରାତିରେ ୪ ନମ୍ବର ପ୍ଲାଟଫର୍ମରୁ କୋଣାର୍କ ଏକ୍ସପ୍ରେସରେ ଡକାୟତି ଯୋଜନା କରୁଥିବା ଗ୍ୟାଙ୍ଗର ମାଷ୍ଟରମାଇଣ୍ଡଙ୍କ ସମେତ…
ବ୍ରହ୍ମପୁର ଅଫିସ,୩ା୬: ସଦର ଥାନା ଅନ୍ତର୍ଗତ ଲୋଚାପଡା ଚୈତନ୍ୟନଗରରେ ରହୁଥିବା ଜଣେ ମହିଳାଙ୍କ ଘରେ ପଶି ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ…
ଭଞ୍ଜନଗର,୩।୬(ଡି.ଏନ.ଏ.)-ଭଞ୍ଜନଗର ସହରରେ ଗତ ୪ ମାସ ହେଲା ପରିମଳ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ସହର ସାରା କୁଢ଼ କୁଢ଼ ଅଳିଆ ଆବର୍ଜନା ପଡିରହିଛି। ବିପର୍ଯ୍ୟସ୍ତ ପରିମଳ ସୁଧାରିବା…
ବ୍ରହ୍ମପୁର ଅଫିସ୍,୩ା୬-ରାମଲିଙ୍ଗମ୍ ପୋଖରୀର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ମନ୍ଥରଗତିରେ ଚାଲିଛି। ଫଳରେ ଏହି ପୋଖରୀର ତିନି ପାଖରେ ଥିବା ରାସ୍ତାରେ ଯାତାୟାତରେ ଅସୁବିଧା ହେଉଛି। ରାସ୍ତା କାର୍ଯ୍ୟ ଅଧାପନ୍ତରିଆ…
ବ୍ରହ୍ମପୁର ଅଫିସ,୩ା୬-ଗଞ୍ଜାମ ଜିଲାରେ ରବିବାର କାଳବୈଶାଖୀ ହୋଇଛି। ଏହାର ପ୍ରଭାବରେ ସନ୍ଧ୍ୟାରେ ବ୍ରହ୍ମପୁର ସମେତ ଏହାର ଉପକୂଳ ଅଞ୍ଚଳ, ଏବଂ ଜିଲାର ବିିଭିନ୍ନ ସ୍ଥାନରେ ଘଡଘଡି ସହ…
ବ୍ରହ୍ମପୁର ଅଫିସ,୩ା୬-ସିଙ୍ଗାପୁରରେ ଚାକିରି ଦେବା କହି ଆନ୍ଧ୍ରପ୍ରଦେଶର ଇଚ୍ଛାପୁର ଓ ବିଶାଖାପାଟଣା ସମେତ ଗଞ୍ଜାମ ଜିଲାର ପାତ୍ରପୁର, ଚିକିଟି ବ୍ଲକର ୫୦୦ରୁ ଊର୍ଦ୍ଧ୍ୱ ପାଠୁଆ ବେକାରି ଯୁବକଙ୍କଠାରୁ…
ଚିକିଟି,୨ା୬(ଡି.ଏନ.ଏ.)-ଚିକିଟି ଫାଣ୍ଡି ଭୋଳାସିଙ୍ଗି ଗ୍ରାମରେ ରବିବାର ବଜ୍ରାପାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିିଛି। ସେ ହେଲେ ଉକ୍ତ ଗ୍ରାମର ସୁରେନ୍ଦ୍ର ସାହୁ (୪୨)। ସୁରେନ୍ଦ୍ର ଅପରାହ୍ନରେ ଗ୍ରାମ…