ଗଞ୍ଜାମ

ଜୁଆଖେଳରୁ ଛୁରା ମାଡ ଘଟଣା: ଗୁରୁତର ପବନାଙ୍କ ମୃତ୍ୟୁ

ଜଗନ୍ନାଥପ୍ରସାଦ,୧୨ା୧୧(ଡି.ଏନ.ଏ.)-ଜଗନ୍ନାଥପ୍ରସାଦ ଜଳିସାହିଠାରେ ଗତ ସୋମବାର ରାତି ୯ଟାରେ ଜଣେ ଯୁବକଙ୍କୁ ଛୁରାମାଡ଼ ହୋଇଥିଲା। ଏଥିରେ ପବନା ସେଠୀ (୨୫) ଗୁରୁତର ହୋଇଥିଲେ। ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲରେ…

7 years ago

୨ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟଣା: ୨ ମୃତ

ସୋରଡା,୧୨ା୧୧(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ସୋରଡା ଥାନା ନୂଆଗଡ ଗ୍ରାମ ଖଦାଳସାହିରେ ମଙ୍ଗଳବାର ୨ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି ୨ ଜଣଙ୍କ ମୃତ୍ୟୁ ହୋଇଛି। ୫ଜଣ ଗୁରୁତର…

7 years ago

ନୂଆଁଗଡ଼ ଗ୍ରାମରେ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ: ଆକ୍ରମଣରେ ଜଣେ ମୃତ, ୫ ଗୁରୁତର

ସୋରଡ଼ା,୧୨।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡା ବ୍ଲକ ନୂଆଁଗଡ଼ ଗ୍ରାମର ଖଦାଳ ସାହିରେ ସୋମବାର ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ସହ ମରଣାତ୍ମକ ଆକ୍ରମଣ ହୋଇଛି। ଏଥିରେ ଜଣଙ୍କ…

7 years ago

ବାଲି ବୋଝେଇ ଟ୍ରକ ଧକ୍କାରେ କଲେଜ ଛାତ୍ରୀଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ପୁରୁଷୋତ୍ତମପୁର, ୧୨ା୧୧(ଡି.ଏନ୍‌.ଏ.) -ବ୍ରହ୍ମପୁର ପୁରୁଷୋତ୍ତମପୁର ମୁଖ୍ୟରାସ୍ତାର ରଣଝାଲି ନିକଟସ୍ଥ ଋଷିକୁଲ୍ୟା ନଦୀ ବ୍ରିଜ ଉପରେ ସୋମବାର ବାଲିବୋଝେଇ ଟ୍ରକ ଧକ୍କାରେ ଜଣେ କଲେଜ ଛାତ୍ରୀଙ୍କ ମୃତ୍ୟୁ ଘଟିଛି।…

7 years ago

ସରୁନି ଓଡିଆର୍‌ପି ଡ୍ରେନ୍‌, ରାସ୍ତା କାର୍ଯ୍ୟ ବିପଦସଙ୍କୁଳ ପ୍ରେମନଗର ମୁଖ୍ୟରାସ୍ତା

ବ୍ରହ୍ମପୁର ଅଫିସ,୧୨ା୧୧-ବ୍ରହ୍ମପୁର ସହରକୁ ସବୁଜ, ସୁନ୍ଦର ସହ ସ୍ମାର୍ଟ ସିଟିରେ ପରିଣତ କରିବାକୁ ନେଇ ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ବହୁ ପଦକ୍ଷେପ ଗ୍ରହଣ କରାଯାଉଛି ା…

7 years ago

ଜୁଆ ଖେଳରୁ ଛୁରାମାଡ, ଜଣେ ଗୁରୁତର

ଜଗନ୍ନାଥପ୍ରସାଦ,୧୨ା୧୧(ଡି.ଏନ୍‌.ଏ.)-ଜଗନ୍ନାଥପ୍ରସାଦ ଜଳୀସାହିଠାରେ ସୋମବାର ରାତ୍ର ପ୍ରାୟ ୯ଟାରେ ଜଣେ ଯୁବକଙ୍କୁ ଛୁରାମାଡ ହୋଇଛି। ସେ ହେଲେ ଉକ୍ତସାହିର ପବନା ସେଠି (୨୫)। ଗୁରୁତର ଅବସ୍ଥାରେ ତାଙ୍କୁ ବ୍ରହ୍ମପୁର…

7 years ago

୩ ବଖରା ଜଳିଗଲା, ୪ ଛେଳି ଦଗ୍ଧ

ଦିଗପହଣ୍ଡି,୧୨ା୧୧(ଡି.ଏନ.ଏ.): ଦିଗପହଣ୍ଡି ବ୍ଲକ ଗଡ ସାମନ୍ତରାପୁର ଗଁାରେ ସୋମବାର ଅପରାହ୍ନ ସାଢ଼େ ୩ ଟାରେ ଅଗ୍ନିକାଣ୍ଡ ଘଟି କ୍ରିଷ୍ଣା ପାତ୍ର ଓ ନାଇନା ଗୌଡଙ୍କ ୩ ବଖରା…

7 years ago

ନିଶା ଦେଇ ୩ ଯାତ୍ରୀଙ୍କ ଠାରୁ ଲୁଟ୍‌ : ବଜ୍ରଗଡ଼ ପାହାଡ଼ରୁ ଅଚେତ ଅବସ୍ଥାରେ ଉଦ୍ଧାର କଲେ ଗ୍ରାମବାସୀ

ଭଞ୍ଜନଗର,୧୧।୧୧(ଡି.ଏନ.ଏ)- ଗଞ୍ଜାମ ଜିଲା ବେଲଗୁଣ୍ଠା ନିକଟସ୍ଥ ବଜ୍ରଗଡ଼ ଗ୍ରାମବାସୀ ସୋମବାର ପୂର୍ବାହ୍ନରେ ଗ୍ରାମ ନିକଟସ୍ଥ ପାହାଡ଼ ତଳୁ ୩ଜଣ ଯୁବକଙ୍କୁ ଅଚେତ ଅବସ୍ଥାରେ ଉଦ୍ଧାର କରିଥିଲେ। ୧୦୮…

7 years ago

ବାଇକ ମୁହାଁମୁହିଁ, ଜଣେ ମୃତ

ଶେରଗଡ଼,୧୧ା୧୧(ଡି.ଏନ୍‌.ଏ.)- ଶେରଗଡ଼ ବ୍ଲକ ଧବଳପୁର ଷୋଳଶଳା ଗ୍ରାମ ରାସ୍ତାରେ ସୋମବାର ପୂର୍ବାହ୍ନ ପ୍ରାୟ ୧୧ଟାରେ ୨ ବାଇକ ମଧ୍ୟରେ ମୁହଁାମୁହିଁ ଧକ୍କା ହେବାରୁ ଜଣଙ୍କ ମୃତ୍ୟୁ ଘଟିଛି।…

7 years ago

ଅସୁସ୍ଥ କୃଷ୍ଣସାର ଉଦ୍ଧାର

ଦିଗପହଣ୍ଡି,୧୧ା୧୧(ଡି.ଏନ.ଏ.): ଦିଗପହଣ୍ଡି ବନ ବିଭାଗ କର୍ମଚାରୀମାନେ ରବିବାର ଅସୁସ୍ଥ ଅବସ୍ଥାରେ ଏକ ମାଈ କୃଷ୍ଣସାରକୁ ଉଦ୍ଧାର କରି ବନ ବିଭାଗ କାର୍ଯ୍ୟାଳୟରେ ରଖିଛନ୍ତି। ସୋମବାର ତାକୁ ସୁରକ୍ଷିତ…

7 years ago