ଗଞ୍ଜାମ

ହାଇଦ୍ରାବାଦରେ ମୃତ୍ୟୁ, ହିଞ୍ଜିଳିରେ ହତ୍ୟା ମାମଲା: ସ୍ବାମୀ ଗିରଫ

ହିଞ୍ଜିଳିକାଟୁ,୨୧ା୫(ଡି.ଏନ୍‌.ଏ): ଯୌତୁକ ପାଇଁ ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗରେ ହିଞ୍ଜିଳି ଥାନା ପୋଲିସ ମଙ୍ଗଳବାର ଆଙ୍କୋରଡା ଗ୍ରାମର ପ୍ରଶାନ୍ତ ସ୍ବାଇଁଙ୍କୁ ଗିରଫ କରିଛି। ହତ୍ୟାର ଶିକାର ହୋଇଛନ୍ତି ମଧୁମିତା।…

7 years ago

ପେଟ୍ରୋଲ ପମ୍ପରେ ଡକାୟତି ଯୋଜନା ପଣ୍ଡ: ପାଟ୍ରୋଲିଂ ବେଳେ ପୋଲିସ ହାତରେ ଧରାପଡ଼ିଲେ, ୬ ଗିରଫ; ବୋମା, ଖଣ୍ଡା ଜବତ

ବ୍ରହ୍ମପୁର ଅଫିସ,୨୧।୫: ବଡ଼ବଜାର ପୋଲିସ ଏକ ଡକାୟତ ଗ୍ୟାଙ୍ଗକୁ କାବୁ କରିଛି। ଥାନାଧିକାରୀ ପ୍ରଶାନ୍ତ ଭୂପତି ଏବଂ ତାଙ୍କ ଟିମ୍‌ ସୋମବାର ରାତ୍ରିକାଳୀନ ପାଟ୍ରୋଲିଂ କରୁଥିବା ବେଳେ…

7 years ago

ରଙ୍ଗିପୁର ମା’ ବୁଢ଼ୀ ଠାକୁରାଣୀ ଯାତ୍ରାରେ ଭକ୍ତଙ୍କ ଭିଡ଼

ଗୋପାଳପୁର,୨୧।୫-ରଙ୍ଗେଇଲୁଣ୍ଡା ବ୍ଲକ ରଙ୍ଗିପୁର ଗ୍ରାମରେ ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ୧୬ ତାରିଖରୁ ଆରମ୍ଭ ହୋଇଛି। ମଙ୍ଗଳବାର ଏହି ଯାତ୍ରା ଷଷ୍ଠ ଦିବସରେ ପହଞ୍ଚତ୍ଛି। ମା’ ଠାକୁରାଣୀ…

7 years ago

ଓଏସ୍‌ଆର୍‌ଟିସି ବସ୍‌ ସ୍ଥାନାନ୍ତର ଯୋଜନା ପ୍ରତିବାଦରେ ଭଞ୍ଜନଗର ବନ୍ଦ

ଭଞ୍ଜନଗର,୨୧।୫(ଡି.ଏନ୍‌.ଏ.): କ୍ଷତିରେ ଚାଲୁଥିବା ଭଞ୍ଜନଗର ଓଏସ୍‌ଆର୍‌ଟିସିି ଜୋନ୍‌ରୁ ଅନ୍ୟ ଜୋନ୍‌କୁ ବସ୍‌ ସ୍ଥାନାନ୍ତର ଯୋଜନା ପ୍ରତିବାଦରେ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ମଙ୍ଗଳବାର ବନ୍ଦ ଡାକରା ଦିଆଯାଇଛି। ସକାଳୁ…

7 years ago

ନିର୍ବନ୍ଧର ଗୋଟିଏ ଦିନ ପୂର୍ବରୁ ଯୁବକ ମୃତ

ଜଗନ୍ନାଥପ୍ରସାଦ,୨୧।୫(ଡି.ଏନ.ଏ.)-ନିର୍ବନ୍ଧର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍‌ ମଙ୍ଗଳବାର ଜଣେ ଯୁବକଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଧୀନ ୨୧ନଂ. ରାଜ୍ୟ ରାଜପଥର…

7 years ago

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ: ଗଞ୍ଜାମ ଜିଲାରେ ପାସହାର ୭୨ %

ବ୍ରହ୍ମପୁର ଅଫିସ,୨୧ା୫: ଚଳିତ ବର୍ଷର ମାଟ୍ରିକ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଗଞ୍ଜାମ ଜିଲାରେ ପାସ ହାର ୭୧.୮୫% ରହିଛି। ଜିଲାରେ ମୋଟ ୪୮ ହଜାର ୭୭୭…

7 years ago

ଦଶମ ଶ୍ରେଣୀ ଟପ୍ପର୍‌ଙ୍କୁ ସମ୍ବର୍ଦ୍ଧନା

ବ୍ରହ୍ମପୁର ଅଫିସ୍‌,୨୧ା୫-ଆଇସିଏସ୍‌ଇ ଦଶମ ଶ୍ରେଣୀ ପରୀକ୍ଷାରେ ବ୍ରହ୍ମପୁରରେ ଟପ୍ପର୍‌ ହୋଇଥିଲେ ଉମେଶ ପ୍ରସାଦ ପଣ୍ଡା। ସୋମବାର ଉମେଶଙ୍କୁ ନେହେରୁ ନଗର ଉନ୍ନୟନ କମିଟି ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି।…

7 years ago

ମାଳତେନ୍ତୁଳିଆ ପଞ୍ଚାୟତରେ ବ୍ୟାପକ ଦୁର୍ନୀତି ଅଭିଯୋଗ ଆଣିଲେ ପଞ୍ଚାୟତବାସୀ

ପୋଲସରା,୨୧ା୫(ଡି.ଏନ.ଏ.)-ଗଞ୍ଜାମ ଜିଲା ପୋଲସରା ବ୍ଲକ ମାଳତେନ୍ତୁଳିଆ ପଞ୍ଚାୟତରେ ବିଭିନ୍ନ ଯୋଜନାରେ ଆସୁଥିବା ଟଙ୍କାକୁ ନେଇ ବ୍ୟାପକ ଦୁର୍ନୀତି ହେଉଥିବା ଅଭିଯୋଗ ହୋଇଛି। ସୋମବାର ପୂର୍ବତନ ସରପଞ୍ଚ ତଥା…

7 years ago

ବସ୍‌ ସ୍ଥାନାନ୍ତର ଯୋଜନା ପ୍ରତିବାଦରେ ଭଞ୍ଜନଗର ବନ୍ଦ ଆଜି

ଭଞ୍ଜନଗର,୨୧।୫(ଡି.ଏନ.ଏ.)-ଭଞ୍ଜନଗର ଓଏସ୍‌ଆର୍‌ଟିସି ଡିପୋରୁ ଅନ୍ୟ ଜୋନକୁ ବସ୍‌ ସ୍ଥାନାନ୍ତର ଯୋଜନାର ପ୍ରତିବାଦ ଏବଂ ବକେୟା ଦରମା ପ୍ରଦାନ ଦାବି ନେଇ କର୍ମଚାରୀ ଓ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ…

7 years ago

୨୩ରେ ଭୋଟ ଗଣତି: ଏସ୍‌ପିଙ୍କ ନିର୍ଦ୍ଦେଶ ଅପରାଧୀଙ୍କ ଉପରେ କଡ଼ା ନଜର ରଖ

ବ୍ରହ୍ମପୁର ଅଫିସ,୨୧ା୫-ବ୍ରହ୍ମପୁର ସହରରେ ଥିବା ୫ ଥାନାଧିକାରୀଙ୍କୁ ନେଇ ଅପରାଧ ସମୀକ୍ଷା କରିଛନ୍ତି ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର। ଜିଲା ପୋଲିସ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଏସ୍‌ପି…

7 years ago