ଗଞ୍ଜାମ

ଓୟୁଏଟି ଯୁଗ୍ମ ନିର୍ଦ୍ଦେଶକଙ୍କ କେବିକେ ପରିଦର୍ଶନ

ଭଞ୍ଜନଗର,୨୭।୬(ଡି.ଏନ.ଏ.)- ଓୟୁଏଟି ଯୁଗ୍ମ ନିର୍ଦ୍ଦେଶକ (ସମ୍ପ୍ରସାରଣ ନିର୍ଦ୍ଦେଶାଳୟ) ଡ. ପ୍ରସନ୍ନଜିତ ମିଶ୍ର ଗୁରୁବାର ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ର (କେବିକେ) ପରିଦର୍ଶନ କରିଥିଲେ। କେନ୍ଦ୍ରର ବୈଜ୍ଞାନିକମାନଙ୍କ ସହ…

7 years ago

ଚାକିରି ନଁ।ରେ ଅର୍ଥ ଲୁଟ୍‌ ଘଟଣା:`ଯୁବକ କୋର୍ଟ ଚାଲାଣ

ଫୁଲବାଣୀ ଅଫିସ, ୨୭।୬-ଚାକିରି ଦେବା ନାମରେ କନ୍ଧମାଳର ଯୁବକଙ୍କଠାରୁ ବ୍ୟାପକ ପରିମାଣର ଅର୍ଥ ଲୁଟ୍‌ କରିବା ଅଭିଯୋଗରେ ଟାଉନ ଥାନା ପୋଲିସ ସମ୍ପୃକ୍ତ ଯୁବକଙ୍କୁ ଅଟକ ରଖି…

7 years ago

କାଟିଙ୍ଗିଆ ବିଦ୍ୟାଳୟ ଜମି ଜବରଦଖଲ ଘଟଣା : ପ୍ରଶାସନ ପକ୍ଷରୁ କରାଗଲା ଉଚ୍ଛେଦ

ଦାରିଙ୍ଗବାଡ଼ି, ୨୭ା୬(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାଟିଙ୍ଗିଆ ପଞ୍ଚାୟତରେ ରହିଥିବା ମହର୍ଷି ଦୟାନନ୍ଦ ଉଚ୍ଚ ବିଦ୍ୟାଳୟ ଜମିରେ ଗୋଟିଏ ପରିବାର ଦୀର୍ଘବର୍ଷ ଧରି ଜବରଦଖଲରେ…

7 years ago

ସାମ୍ବାଦିକ ତରୁଣ ଆଚାର୍ଯ୍ୟ ହତ୍ୟା ମାମଲା ରାୟ ପ୍ରକାଶ : ୫ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ଖଲିକୋଟ, ୨୭ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଖଲିକୋଟର ବହୁ ଚର୍ଚ୍ଚିତ ସାମ୍ବାଦିକ ତରୁଣ ଆଚାର୍ଯ୍ୟ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଖଲିକୋଟ ଏଡିଜେ ଶ୍ରୀନିବାସ ପ୍ରତିହାରୀ…

7 years ago

ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ ଓକିଲ ସଂଘର ଆନ୍ଦୋଳନ

ବ୍ରହ୍ମପୁର ଅଫିସ,୨୭ା୬: ବ୍ରହ୍ମପୁରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଗଞ୍ଜାମ ଓକିଲ ସଂଘ ପକ୍ଷରୁ ଦୀର୍ଘଦିନ ହେଲା ଆନ୍ଦୋଳନ ହୋଇଆସୁଛି । ଏହି ଧାରାରେ ଗୁରୁବାରଠାରୁ…

7 years ago

ଶେରଗଡ଼ ହାଟବନ୍ଧରୁ ଯୁବକଙ୍କ ମୃତଦେହ ଉଦ୍ଧାର, ଗାଧୋଇବାକୁ ଯାଇ ବୁଡ଼ି ଯାଇଥିବା ସନ୍ଦେହ

ଶେରଗଡ଼, ୨୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ହାଟବନ୍ଧରୁ ଶେରଗଡ଼ ପୋଲିସ ଗୁରୁବାର ସକାଳେ ଜଣେ ଯୁବକଙ୍କ ମୃତଦେହକୁ ଉଦ୍ଧାର କରିଛି। ମୃତକ ହେଲେ ଉସ୍ତା ଗ୍ରାମର ଶ୍ରୀକାନ୍ତ…

7 years ago

ସାଡ଼ିଙ୍ଗିଆରେ ମାଓବାଦୀ ବ୍ୟାନର

ଫିରିଙ୍ଗିଆ,୨୭ା୬-କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ସାଡ଼ିଙ୍ଗିଆ ପଞ୍ଚାୟତ ଲେଣ୍ଡ୍ରିଗାଁ ପାଖ ଘାଟି ରାସ୍ତାରେ ମାଓବାଦୀମାନେ ବ୍ୟାନର ଲଗାଇଛନ୍ତି। ଦୁର୍ଗମ ଅଞ୍ଚଳରେ ଏହି ବ୍ୟାନର ଦେଖାଯାଇଥିବାରୁ ଲୋକେ ଭୟଭୀତ…

7 years ago

ଆର୍‌ବିଆଇକୁ ଚିଠି ଲେଖିବ ଗଞ୍ଜାମ ପ୍ରଶାସନ

ଛତ୍ରପୁର,୨୭।୬(ଡି.ଏନ.ଏ)-ଗଞ୍ଜାମ ଜିଲା ବ୍ୟାଙ୍କ ପରାମର୍ଶଦାତା କମିଟି ବୈଠକ ବୁଧବାର ଛତ୍ରପୁରସ୍ଥିତ ଡିଆରଡିଏ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ।…

7 years ago

ମୋବାଇଲ ଦୋକାନ ଜଳିଗଲା : ନିଅଁ। ଲିଭାଇବା ବେଳେ ଅଗ୍ନିଶମ କର୍ମଚାରୀ ଆହତ

ଭଞ୍ଜନଗର,୨୭।୬(ଡି.ଏନ.ଏ.)-ଭଞ୍ଜନଗର ମୁଖ୍ୟ ସଡ଼କରେ ଥିବା ଜେକେ ମୋବାଇଲ ଫୋନ ଦୋକାନରେ ମଙ୍ଗଳବାର ରାତି ପ୍ରାୟ ୧୧ଟାରେ ଅଗ୍ନିକାଣ୍ଡ ଘଟିଥିଲା। ଏଥିରେ ଲକ୍ଷାଧିକ ଟଙ୍କାର ମୋବାଇଲ ଫୋନ ସମେତ…

7 years ago

କୂଳ ଲଙ୍ଘୁଛି ସମୁଦ୍ର

ଗଞ୍ଜାମ,୨୭ା୬(ଡି.ଏନ.ଏ.)-ଗଞ୍ଜାମ ବ୍ଲକ ଗୋଖରକୁଦାଠାରୁ ପ୍ରୟାଗୀ ଏବଂ ଦକ୍ଷିଣରେ ଥିବା ଆର୍ଯୀପଲ୍ଲୀ ପର୍ଯ୍ୟନ୍ତ ଦିନକୁ ଦିନ ସମୁଦ୍ର କୂଳ ଲଙ୍ଘୁଛି। ଏଥିଯୋଗୁ ଋଷିକୁଲ୍ୟା ବେଳାଭୂମି ଅବକ୍ଷୟ ହେବାରେ ଲାଗିଛି।…

7 years ago