ଗଞ୍ଜାମ

ବର୍ଷା ପବନରେ ବିଦ୍ୟୁତ୍‌ ସେବା ବ୍ୟାହତ

ଭଞ୍ଜନଗର, ୧୪।୬ (ଡି.ଏନ.ଏ)- ଭଞ୍ଜନଗର ଅଞ୍ଚଳରେ ବୁଧବାର ବିଳମ୍ବିତ ରାତିରେ ପ୍ରବଳ ଝଡ଼ତୋଫାନ ସହ ବର୍ଷା ହୋଇଥିଲା। ଏଥିରେ ଏକାଧିକ ବିଦ୍ୟୁତ୍‌୍‌ ଖୁଣ୍ଟ ଭାଙ୍ଗିଯାଇଥିବାରୁ ଭଞ୍ଜନଗର ସହର…

7 years ago

କୃଷି ବିଭାଗ ଅଗୋଚରରେ କୃଷକ ପଞ୍ଜୀକରଣ: ଫେକ୍‌ ଓ୍ବେବ୍‌ସାଇଟ୍‌ରେ ପଞ୍ଜୀକରଣ କରି ଟଙ୍କା ହଡପ ସନ୍ଦେହ

ସୋରଡା, ୧୩ା୬ (ଡି.ଏନ.ଏ.)- ସୋରଡା ଅଞ୍ଚଳରେ କୃଷକ ପରିଚୟପତ୍ର ପାଇବା ପାଇଁ ମହିଳା ପୁରୁଷ ଚାଷୀମାନଙ୍କ ଭିଡ କୃଷି କାର୍ଯ୍ୟାଳୟରେ ଲାଗିରହିଛି। ରାଜ୍ୟ କୃଷିବିଭାଗ ତରଫରୁ ଆବଶ୍ୟକ…

7 years ago

ବଜ୍ରପାତରେ ୬ ମଇଁଷି ମୃତ

ଶଙ୍କରାଖୋଲ,୧୩।୬(ଡି.ଏନ୍‌.ଏ.)-ଚକାପାଦ ବ୍ଲକ କୁସୁମେଣ୍ଡି ପଞ୍ଚାୟତ ସୁନାପଙ୍ଗା ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ପ୍ରବଳ ବର୍ଷା ସହ ବଜ୍ରପାତ ହୋଇଥିଲା। ବଜ୍ରପାତରେ ସାନନ୍ଦା ପ୍ରଧାନଙ୍କର ୬ଟି ମଇଁଷିଙ୍କ ମୃତ୍ୟୁ…

7 years ago

କୁଆପଥର ବର୍ଷା, ବ୍ୟାପକ କ୍ଷୟକ୍ଷତି

ରାଇକିଆ,୧୩।୬(ଡ଼ି.ଏନ.ଏ)-ରାଇକିଆ ବ୍ଲକର ବିଭିନ୍ନ ଅଞ୍ଚଳରେ ବୁଧବାର ରାତ୍ରରେ ପ୍ରବଳ ବର୍ଷା ସହ କୁଆପଥର ପଡିଥିଲା। ଏଥିରେ ଅନେକ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ମାଣିକେଶ୍ୱର ପଞ୍ଚାୟତରେ ଅଧିକ…

7 years ago

ବୟାଳିରେ ମୋ ଗେହ୍ଲା ଝିଅ କାର୍ଯ୍ୟକ୍ରମ

ଗୋପାଳପୁର,୧୩।୬- ବିଜୁ କନ୍ୟାରନତ୍ ଯୋଜନାରେ ମୋ ଗେହ୍ଲା ଝିଅ କାର୍ଯ୍ୟକ୍ରମ ଗୁରୁବାର ରଙ୍ଗେଇଲୁଣ୍ଡା ବ୍ଲକ ମନ୍ତ୍ରିଡ଼ି ପଞ୍ଚାୟତ ବୟାଳି ଗ୍ରାମରେ ଅନୁଷ୍ଠିତ ହୋଇଯାଇଛି। ପୂର୍ବାହ୍ନରେ ଆୟୋଜିତ କାର୍ଯ୍ୟକ୍ରମରେ…

7 years ago

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ ପାଇଁ ପରାମର୍ଶ ଦେଲେ ପିଡି

ଦାରିଙ୍ଗବାଡ଼ି,୧୩ା୬(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟ ପରିସରରେ ଗୁରୁବାର ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଏବଂ କନ୍ଧମାଳ ଡିଆରଡିଏର ପ୍ରକଳ୍ପ ପ୍ରଶାସକ ବିଶ୍ୱନାଥ ବାରିକ…

7 years ago

ହତ୍ୟା ଉଦ୍ୟମ ମାମଲା : ଜେଲ ଗଲେ ଅଭିଯୁକ୍ତ, ରକ୍ତଭିଜା ଛୁରି ଜବତ

ଦିଗପହଣ୍ଡି,୧୩ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଅନ୍ତର୍ଗତ ଦିଗପହଣ୍ଡି ପୋଲିସ ଦକ୍ଷିଣପୁର ଗ୍ରାମର ପି.ଜାଗିଲି ରେଡ୍ଡୀଙ୍କୁ ଏକ ହତ୍ୟା ଉଦ୍ୟମ ମାମଲାରେ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ପ୍ରକାଶ…

7 years ago

ଓଡ଼ିଆ ପାଇଲଟ୍‌ ମୃତ

କବିସୂର୍ଯ୍ୟନଗର/ଭୁବନେଶ୍ୱର,୧୩।୬(ବ୍ୟୁରୋ): ନିଖୋଜ ଭାରତୀୟ ବାୟୁସେନା (ଆଇଏଏଫ୍‌) ବିମାନ ଏଏନ୍‌-୩୨ର ସମସ୍ତ ଯାତ୍ରୀ ମୃତ। ଗୁରୁବାର ବିଧିବଦ୍ଧ ଭାବେ ଆଇଏଏଫ୍‌ ପକ୍ଷରୁ ଏହି ଘୋଷଣା କରାଯାଇଛି। ବିମାନର ଚାଳକ…

7 years ago

ଗଞ୍ଜାମ ଜିଲାରେ ଟିଡି ଟିକାର ବ୍ୟବହାର ଆରମ୍ଭ : ୧ ଲକ୍ଷ ୭୭ହଜାର ଜଣଙ୍କୁ ଦିଆଯିବ ଟିକା

ବ୍ରହ୍ମପୁର ଅଫିସ୍‌,୧୩ା୬-ଗଞ୍ଜାମ ଜିଲାରେ ଟିଟାନାସ୍‌ ଏବଂ ଆଡଲଟ୍‌ ଡିପ୍‌ଥେରିଆ (ଟିଡି) ଟିକାର ବ୍ୟବହାର ଆରମ୍ଭ ହୋଇଛି। ବ୍ରହ୍ମପୁର ସିଟି ହସ୍ପିଟାଲ୍‌ ପରିସରସ୍ଥ ପୋଷ୍ଟପାର୍ଟମ ଏବଂ ଟିକାକରଣ କେନ୍ଦ୍ରରେ…

7 years ago

ଗଞ୍ଜେଇ ଜବତ, ୨ ଅଣଓଡ଼ିଆ ଯୁବକ ଗିରଫ

ଦିଗପହଣ୍ଡି,୧୩ା୬(ଡି.ଏନ.ଏ.)-ଦିଗପହଣ୍ଡି ପୁଞ୍ଜିକୟାଁ ଛକ ନିକଟରୁ ବୁଧବାର ସକାଳେ ଗଞ୍ଜେଇ ଚୋରାଚାଲାଣ ଅଭିଯୋଗରେ ୨ ଅଣଓଡ଼ିଆ ଯୁବକଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ବିହାର ପ୍ରଦେଶ ବୈଶାଳୀ ଜିଲା…

7 years ago