ଗଞ୍ଜାମ

ହିଞ୍ଜିଳି ଥାନା ଅଞ୍ଚଳରେ ବଢ଼ୁଛି ଚୋରି

ହିଞ୍ଜିଳିକାଟୁ, ୪ା୬(ଡ଼ି.ଏନ୍‌.ଏ.) : ହିଞ୍ଜିଳି ଥାନା ଅଞ୍ଚଳରେ ଚୋରି ଘଟଣା ବୃଦ୍ଧି ପାଇବାରେ ଲାଗିଛି। ସପ୍ତାହକ ମଧ୍ୟରେ ଏକାଧିକ ଚୋରି ହୋଇଥିଲେ ମଧ୍ୟ ଦୁର୍ବୃତ୍ତଙ୍କୁ କାବୁ କରିବାରେ…

7 years ago

ତ୍ରିରଙ୍ଗା ଯୁବକ ସଂଘ କାର୍ଯ୍ୟକର୍ତ୍ତା ମନୋନୀତ

ହିଞ୍ଜିଳିକାଟୁ,୪ା୬(ଡ଼ି.ଏନ୍‌.ଏ)-ହିଞ୍ଜିଳିକାଟୁ ଅଞ୍ଚଳର ସ୍ବେଚ୍ଛାସେବୀ ଅନୁଷ୍ଠାନ ତ୍ରିରଙ୍ଗା ଯୁବକ ସଂଘ ଗୁରୁତ୍ୱପୂର୍ଣ୍ଣ ବୈଠକ ରବିବାର ସନ୍ଧ୍ୟାରେ ଚନ୍ଦ୍ର କଳ୍ପେଶ୍ୱର ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ସଂଘର ସଭାପତି ରଞ୍ଜନ…

7 years ago

ସହରରୁ ଅଳିଆ ସଫା କରା ନ ଯିବା ଘଟଣା : ଏନ୍‌ଏସି କର୍ମଚାରୀଙ୍କୁ ତାଗିଦ୍‌ କଲେ ଉପଜିଲାପାଳ

ଭଞ୍ଜନଗର,୪।୬(ଡି.ଏନ.ଏ)-କିଛିଦିନ ପୂର୍ବେ ସହରଗୁଡ଼ିକର ପରିମଳ ସେବାକୁ ସୁଧାରିବା ପାଇଁ ଜିଲାସ୍ତରୀୟ ଏକ ସମୀକ୍ଷା ହୋଇଥିଲା। ମାତ୍ର ଭଞ୍ଜନଗର ସହରରେ ୪ ମାସ ହେବ ପରିମଳ ସେବା ସମ୍ପୂର୍ଣ୍ଣ…

7 years ago

ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ

ଫୁଲବାଣୀ ଅଫିସ, ୪ା୬-କନ୍ଧମାଳ ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟ ସଦ୍‌ଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ପ୍ରଥମେ ଜିଲାର ନବ…

7 years ago

ଜିଲା ବାହାରକୁ ଆମ୍ବୁଲାନ୍ସ ଗଲେ ଜିଲାପାଳଙ୍କ ଅନୁମତି ଉଚ୍ଛେଦ ଦାବି

ବ୍ରହ୍ମପୁର ଅଫିସ୍‌,୪ା୬-ସ୍ବାସ୍ଥ୍ୟ ସେବାରେ ସୁଧାର ପାଇଁ ମାନବ ଅଧିକାର ସୁରକ୍ଷା ମଞ୍ଚ ତରଫରୁ ଘଣ୍ଟଯାତ୍ରା ସୋମବାର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟରେ ଅନୁଷ୍ଠିତ…

7 years ago

ଅଗ୍ନିକାଣ୍ଡରେ ଜଣଙ୍କ ଘର ଧୂଳିସାତ

ବେଗୁନିଆପଡା,୩।୬(ଡି.ଏନ.ଏ.)-ରବିବାର ବିଳମ୍ବିତ ରାତିରେ ବେଗୁନିଆପଡା ଫାଣ୍ଡି ଅନ୍ତର୍ଗତ ମର୍ଦ୍ଦକୋଟ ପଞ୍ଚାୟତର ଓଡ଼ନଇ ଗ୍ରାମରେ ଅଗ୍ନିକାଣ୍ଡ ଘଟି ଗ୍ରାମର ଜଣଙ୍କ ଘର ନିଆଁରେ ପୋଡି ସମ୍ପୂର୍ଣ ଧ୍ୱଂସ ହେବା…

7 years ago

କିଡ୍‌ନୀ ଆକ୍ରାନ୍ତଙ୍କ ଚିକିତ୍ସା, ପାଣି ଯୋଗାଣ ଦାବି, ଏଡିଏମଙ୍କୁ ଭେଟିଲା ଗାଁ କମିଟି

ଛତ୍ରପୁର,୩।୬(ଡି.ଏନ.ଏ.)-ଛତ୍ରପୁର ବ୍ଲକ କାଳିପଲ୍ଲୀ ପଞ୍ଚାୟତ ପି.ଲକ୍ଷ୍ମୀପୁର ଗାଁରେ କିଡନୀ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଏପରିକି ଏଥିରେ କେତେଜଣଙ୍କ ମୃତ୍ୟୁ ଘଟିଥିବା ମଧ୍ୟ ଅଭିଯୋଗ ହେଉଛି।…

7 years ago

ଯୁବକଙ୍କୁ ହତ୍ୟା ଘଟଣା, ଅଭିଯୁକ୍ତ କୋର୍ଟଚାଲାଣ

ପୁରୁଷୋତ୍ତମପୁର,୩ ।୬( ଡି.ଏନ୍‌.ଏ.)- ପୁରୁଷୋତ୍ତମପୁର ଥାନା ଭୂତସରସିଙ୍ଗି ପଞ୍ଚାୟତ କଇଠଡା ଗ୍ରାମରେ ଶନିବାର ସନ୍ଧ୍ୟାରେ ଡାକ୍ତର ପ୍ରଧାନଙ୍କୁ ଖଣ୍ଡାରେ ହାଣି ହତ୍ୟା କରାଯାଇଥିଲଶ। ଏହି ଘଟଣାରେ ଅଭିଯୁକ୍ତଙ୍କୁ…

7 years ago

ଟ୍ରେନ୍‌ରେ ଡକାୟତି ଯୋଜନା: ଗ୍ୟାଙ୍ଗର ୬ ଗିରଫ

ବ୍ରହ୍ମପୁର ଅଫିସ,୩ା୬ : ବ୍ରହ୍ମପୁର ରେଳବାଇ ପୋଲିସ ଶନିବାର ବିଳମ୍ବିତ ରାତିରେ ୪ ନମ୍ବର ପ୍ଲାଟଫର୍ମରୁ କୋଣାର୍କ ଏକ୍ସପ୍ରେସରେ ଡକାୟତି ଯୋଜନା କରୁଥିବା ଗ୍ୟାଙ୍ଗର ମାଷ୍ଟରମାଇଣ୍ଡଙ୍କ ସମେତ…

7 years ago

ମହିଳାଙ୍କ ତଣ୍ଟି ଚିପି ହତ୍ୟା ଉଦ୍ୟମ, ୩ ଗିରଫ

ବ୍ରହ୍ମପୁର ଅଫିସ,୩ା୬: ସଦର ଥାନା ଅନ୍ତର୍ଗତ ଲୋଚାପଡା ଚୈତନ୍ୟନଗରରେ ରହୁଥିବା ଜଣେ ମହିଳାଙ୍କ ଘରେ ପଶି ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ…

7 years ago