ଗଞ୍ଜାମ

ଗଞ୍ଜାମର ୩୩୯ ଗଁ। କୁ ଯାଇପାରୁନି ଆମ୍ବୁଲାନ୍ସ : ଗର୍ଭବତୀ, ଶିଶୁଙ୍କୁ ମିଳୁଛି ୧ ହଜାର ଟଙ୍କା

ଛତ୍ରପୁର,୨୫ା୮(ଡି.ଏନ.ଏ.)-ଗଞ୍ଜାମ ଜିଲାର ୩୩୯ ଗଁ।କୁ ଆମ୍ବୁଲାନ୍ସ ଯାଇପାରୁ ନ ଥିବା ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସର୍ଭେ ପରେ ଚିହ୍ନଟ ହୋଇଛି। ଆମ୍ବୁଲାନ୍ସ ଉକ୍ତ ଗଁ।ଗୁଡିକୁ ଯାଇପାରୁ…

7 years ago

ଛାତ୍ର ସଂସଦ ନିର୍ବାଚନ ବାତିଲକୁ ତୀବ୍ର ବିରୋଧ : ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ

ବ୍ରହ୍ମପୁର ଅଫିସ,୨୫ା୮-ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଚଳିତ ବର୍ଷ ଛାତ୍ର ସଂସଦ ନିର୍ବାଚନ ବାତିଲ ଘୋଷଣା ପରେ ଏବେ ବିଭିନ୍ନ ଛାତ୍ର ସଂଗଠନ ଓ ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ…

7 years ago

ବିଷକ୍ରିୟାରେ ଚାଷୀ ମୃତ

କ.ନୂଆଗଁ।,୨୫ା୮-କନ୍ଧମାଳ ଜିଲା କ.ନୂଆଗଁ। ବ୍ଲକ ସାଇନପଡା ପଞ୍ଚାୟତ କିଲୁପଡା ଗ୍ରାମର ଜଣେ ଚାଷୀଙ୍କର ବିଷ କ୍ରିୟାରେ ଶୁକ୍ରବାର ରାତିରେ ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟରେ ମୃତ୍ୟୁ ଘଟିଛି। ସେ…

7 years ago

ବାପା ହେଲମେଟ୍‌ ନ ପିନ୍ଧିଲେ ଗାଡ଼ିରେ ବସନି

ବ୍ରହ୍ମପୁର ଅଫିସ୍‌,୨୫ା୮-ପ୍ରତ୍ୟେକ ଜୀବନ ମୂଲ୍ୟବାନ । କିନ୍ତୁ ଅସାବଧାନତା ଯୋଗୁ ଦୁର୍ଘଟଣାରେ ପ୍ରତ୍ୟେକ ଦିନ ବହୁ ଜୀବନ ହାନି ହେଉଛି । ଅନେକ ଲୋକେ ସେମାନଙ୍କ ମୁରବି…

7 years ago

ଓଲଟିଲା ପରିବା ବୋଝେଇ ପିକ୍‌ଅପ୍‌

ଆସିକା,୨୪ା୮(ଡି.ଏନ୍‌.ଏ.)- ଆସିକା-ବ୍ରହ୍ମପୁର ୫୯ନଂ. ଜାତୀୟ ରାଜପଥର ନଳବଣ୍ଟା-ଖଡଭାଗ ମଧ୍ୟରେ ଶନିବାର ସକାଳ ପ୍ରାୟ ୯ଟାରେ ଗୋଟିଏ ପରିବା ବୋଝେଇ ପିକଅପ୍‌ ଭ୍ୟାନ ରାସ୍ତା କଡକୁ ଓଲଟି ପଡିଥିଲା।…

7 years ago

ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଶାଖାରେ ଡକାୟତି ଉଦ୍ୟମ : ପୋଲିସ,ସାଇଣ୍ଟିଫିକ୍‌ ଟିମର ତନାଘନା ତଦନ୍ତ

ଆସିକା,୨୪ା୮(ଡି.ଏନ୍‌.ଏ.)- ଆସିକା - ଭଞ୍ଜନଗର ମୁଖ୍ୟରାସ୍ତାର ଗାଙ୍ଗପୁର ଥାନା ଅନ୍ତର୍ଗତ କ୍ଷତ୍ରୀୟବରପୁରଠାରେ ଥିବା ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଶାଖାରେ ଶୁକ୍ରବାର ବିଳମ୍ବିତ ରାତିରେ ଡକାୟତି ଉଦ୍ୟମ ହୋଇଛି।…

7 years ago

ବାପା ପୁଅଙ୍କୁ ଟାଙ୍ଗିଆରେ ଆକ୍ରମଣ, ଦାଦା ଗିରଫ

ବୁଗୁଡ଼ା,୨୪ା୮(ଡି.ଏନ.ଏ.)- ବୁଗୁଡ଼ା ଥାନା ବେତାରସିଙ୍ଗି ଗ୍ରାମରେ ଶୁକ୍ରବାର ବାପା ଓ ପୁଅଙ୍କୁ ଟାଙ୍ଗିଆରେ ଆକ୍ରମଣ ଅଭିଯୋଗରେ ବୁଗୁଡ଼ା ପୋଲିସ ଶନିବାର ପୁଅଙ୍କ ଦାଦାଙ୍କୁ ଗିରଫ କରି କୋର୍ଟଚାଲାଣ…

7 years ago

ଟିମ୍‌ କ୍ଲିନ ସିଟି ପକ୍ଷରୁ ହିଞ୍ଜିଳିକାଟୁରେ ପୋଷ୍ଟର ଚିରା

ହିଞ୍ଜିଳିକାଟୁ,୨୪।୮(ଡ଼ି.ଏନ୍‌.ଏ): ଗଞ୍ଜାମ ଜିଲା ବ୍ରହ୍ମପୁର ମହାନଗରର ରାସ୍ତା କଡ଼ରେ ଟିମ୍‌ କ୍ଲିନ ସିଟି ଶନିବାର ହିଞ୍ଜିଳିକାଟୁରେ ପୋଷ୍ଟର ଚିରା ଅଭିଯାନ ଆରମ୍ଭ କରିଛି। ବ୍ରହ୍ମପୁର ମହାନଗରରେ ଲଗାତାର…

7 years ago

ଅଭିଭାବକ ହେଲ୍‌ମେଟ୍‌ ନ ପିନ୍ଧିଲେ ସେମାନଙ୍କ ଝିଅପୁଅଙ୍କ ମାର୍କ କଟିବ: ବ୍ରହ୍ମପୁର ଏସ୍‌ପି

ବ୍ରହ୍ମପୁର ଅଫିସ୍‌,୨୪ା୮: ପ୍ରତ୍ୟେକ ଜୀବନ ମୂଲ୍ୟବାନ୍‌। କିନ୍ତୁ ଅସାବଧାନତା ଯୋଗୁ ଦୁର୍ଘଟଣାରେ ଦୈନିକ ବହୁ ଜୀବନ ହାନି ହେଉଛି। ଅନେକ ପରିବାର ସେମାନଙ୍କ ମୁରବିକୁ ହରାଉଛନ୍ତି। ଗୋଟିଏ…

7 years ago

ଶେରଗଡ଼ ବ୍ଲକରେ ବନ୍ଦ ହେଲାଣି ୩ ବିଦ୍ୟାଳୟ

ଶେରଗଡ,୨୪ା୮(ଡି.ଏନ.ଏ.)-ଶେରଗଡ଼ ବ୍ଲକରେ ଚଳିତବର୍ଷ ୩ ବିଦ୍ୟାଳୟକୁ ଜିଲା ଶିକ୍ଷା ବିଭାଗ ବନ୍ଦ କଲାଣି। ଗ୍ରାମବାସୀଙ୍କ ସହ ଆଲୋଚନା ନ କରି ଏକତରଫା ଭାବେ ଜିଲା ଶିକ୍ଷା ବିଭାଗ…

7 years ago