ପୁରୁଷୋତ୍ତମପୁର,୨ା୮(ଡି.ଏନ୍.ଏ.)-ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଗୁରୁବାର ଅପରାହ୍ନରେ ଧୋବାଡି ପାଟପୁର-ବାଳକୃଷ୍ଣପୁର ରାସ୍ତାରୁ ମଦ ବୋଝେଇ ଏକ ଅଟୋ (ନଂ.ଓଡି ୦୭ ଏସ ୨୮୧୨)କୁ ଜବତ କରିଛି। ଏଥିରୁ ୨୪୦…
ଚନ୍ଦ୍ରଗିରି,୧ା୮(ଡି.ଏନ.ଏ.): ମୋହନା ବ୍ଲକ ଖସଡ଼ା ରାମନଦୀରୁ ବେଆଇନ ବାଲି ଚାଲାଣ ହେଉଛି। ମୋହନା ତହସିଲଦାର ତଥା କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟ କଲ୍ୟାଣୀ ସଂଘମିତ୍ରା ଦେବୀ ଗୁରୁବାର ବାଲି ଚୋରାଚାଲାଣ…
ଗୋପାଳପୁର,୧।୮- ଗୋପାଳପୁର ଏନ୍ଏସି ୧୦ ଓ ୧୧ନଂ ୱାର୍ଡର ଡ୍ରେନ ଉପରୁ ଗୁରୁବାର ଜବରଦଖଲ ଉଚ୍ଛେଦ କରାଯାଇଛି। ଦୀର୍ଘବର୍ଷ ଧରି ଏନଏସିର ବିଭିନ୍ନ ୱାର୍ଡରେ ଡ୍ରେନ ଉପରେ…
ଆସିକା,୧।୮(ଡି.ଏନ୍.ଏ): ଆସିକା-ବାଲିପଦର ମୁଖ୍ୟରାସ୍ତାର ଭେଟନୟୀ ପଲୀମାଳ ନିକଟରେ ଗୁରୁବାର ପୂର୍ବାହ୍ନ ସମୟରେ ଏକ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥାର ମହିଳା ଏଜେଣ୍ଟଙ୍କୁ ଦୁର୍ବୃତ୍ତ ବନ୍ଧୁକ ଦେଖାଇ ଲକ୍ଷାଧିକ…
ଶେରଗଡ଼,୧।୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ଶେରଗଡ଼ସ୍ଥିତ ଆଦର୍ଶ ବିଦ୍ୟାଳୟ ପରିଦର୍ଶନରେ ଡେପୁଟି ଅଗ୍ନି ନର୍ବାପକ ଅଧିକାରୀ ଡିକେ ସ୍ବାଇଁ ପହଞ୍ଚିଛନ୍ତି। ଗୁରୁବାର ପୂର୍ବାହ୍ନରେ ବିଦ୍ୟାଳୟରେ ପହଞ୍ଚି କୋଠାର ଅବସ୍ଥା…
ଶେରଗଡ଼,୧।୮(ଡି.ଏନ୍.ଏ.) : ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଗୋବିନ୍ଦପୁର ବାଲିସାହି ରାସ୍ତାରେ ଗୁରୁବାର ପୂର୍ବାହ୍ନରେ ୧୧କେଭି ତାର ଲାଗି ଜଣେ ବ୍ୟକ୍ତିଙ୍କ ଜୀବନ ଯାଇଛି। ସେ ହେଲେ…
ବ୍ରହ୍ମପୁର ଅଫିସ,୧ା୮-ବ୍ରହ୍ମପୁର ମହାନଗରରେ ଏବେ ଆପରାଧୀକ କାର୍ଯ୍ୟକଳାପ ଦିନକୁ ଦିନ ବଢ଼ିବାରେ ଲାଗିଛି। ବୁଧବାର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଡି ପଲ ସ୍କୁଲ ନିକଟରେ ଥିବା ଆଇଆଇଏଫଏଲ…
ବ୍ରହ୍ମପୁର ଅଫିସ,୧ା୮-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ଚଳିତ ବର୍ଷ ସ୍ନାତକୋତ୍ତର ବିଭାଗଗୁଡିକର ନାମଲେଖା ପ୍ରକ୍ରିୟା ଆରମ୍ଭକୁ ନେଇ ଏବେ ପୁଣି ସମସ୍ୟା ଦେଖାଦେଇଛି ା ଏନ୍ଆଇସିର ଅପଲୋଡିଂରେ ବିଳମ୍ବ ଓ…
ବ୍ରହ୍ମପୁର ଅଫିସ,୧ା୮- ଚମାଖଣ୍ଡି ଥାନା ବନ୍ଦର ଗଁ।ରେ ବୁଧବାର ଅପରାହ୍ନରେ ଏକ ନିର୍ମାଣାଧୀନ ପାଚେରି ଭୁଶୁଡ଼ି ପଡ଼ିବାରୁ ଜଣେ ମହିଳା ଶ୍ରମିକଙ୍କର ମୃତ୍ୟୁ ଘଟିଥିବା ବେଳେ ୪ଜଣ…