ଗଞ୍ଜାମ

ଜାତୀୟ ରାଜପଥ ପାର୍ଶ୍ୱରୁ ହଟାଯିବ ଦୋକାନ

ଛତ୍ରପୁର,୧୩ା୬(ଡି.ଏନ.ଏ.)-ଗଞ୍ଜାମ ଜିଲାସ୍ତରୀୟ ସଡକ ସୁରକ୍ଷା କମିଟି ବୈଠକ ବୁଧବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ ା…

7 years ago

ମିନିବସ୍‌ ଓଲଟି ଜଣେ ମୃତ, ୭ ଗୁରୁତର

କବିସୂର୍ଯ୍ୟନଗର,୧୨।୬-ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ବୁଢ଼ାମ୍ବଗାଁସ୍ଥିତ ଜେମାଦେଇ ମନ୍ଦିର ନିକଟରେ ବୁଧବାର ଏକ ଯାତ୍ରୀବାହୀ ମିନବସ ଓଲଟି ପଡିଛି। ଏଥିରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ୭…

7 years ago

ଟ୍ରକରୁ ୫୦୦ କେଜି ଗଞ୍ଜେଇ ଜବତ, ୩ ଗିରଫ

ବ୍ରହ୍ମପୁର ଅଫିସ,୧୨।୬- ଦକ୍ଷିଣାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ଗୋଇଲୁଣ୍ଡି ଛକରୁ ଗଞ୍ଜେଇ ଭର୍ତ୍ତି ଟ୍ରକ ଜବତ କରିଛି। ଟ୍ରକରେ ୨୦ଟି ଜରି ଅଖାରେ ୫୦୦ କେଜି ଗଞ୍ଜେଇ…

7 years ago

ଅଂଶୁଘାତରେ କନିଷ୍ଠ ଯନ୍ତ୍ରୀଙ୍କ ମୃତ୍ୟୁ ଅଭିଯୋଗ

ବେଗୁନିଆପଡା,୧୨।୬(ଡି.ଏନ୍‌.ଏ.)- କ୍ଷେତ୍ର ପରିଦର୍ଶନ କରି ଫେରୁଥିବାବେଳେ ବୁଧବାର ବେଗୁନିଆପଡା ବ୍ଲକ କନିଷ୍ଠ ଯନ୍ତ୍ରୀ ସୁଧୀର କୁମାର ହୋତାଙ୍କ ମୃତ୍ୟୁ ଘଟିଛି। ଅଂଶୁଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଅନୁମାନ…

7 years ago

୧୯ରେ ଖୋଲିବ ସ୍କୁଲ: ୧୭ରେ ଶିକ୍ଷକ, କର୍ମଚାରୀ ପରଖିବେ ଗୃହ ସ୍ଥିତି

ବ୍ରହ୍ମପୁର ଅଫିସ, ୧୨।୬: ଖରାଛୁଟି ପରେ ଆସନ୍ତା ୧୯ ତାରିଖରେ ବିଦ୍ୟାଳୟ ଖୋଲିବ । ତେବେ ବିଦ୍ୟାଳୟ ଖୋଲିବା ପୂର୍ବରୁ ଆନୁଷଙ୍ଗିକ ବ୍ୟବସ୍ଥା କରିବାକୁ ଗଞ୍ଜାମ ଜିଲା…

7 years ago

ଦସ୍ତଖତରେ ଶିଶୁ ଶ୍ରମିକ ନିରୋଧ ବାର୍ତ୍ତା

ବ୍ରହ୍ମପୁର ଅଫିସ,୧୨ା୬: ବିଶ୍ୱ ଶିଶୁ ଶ୍ରମିକ ନିରୋଧ ଦିବସ ଅବସରରେ ସ୍ଥାନୀୟ ଖଲ୍ଲିକୋଟ କଲେଜ ମୁଖ୍ୟ ରାସ୍ତାରେ ଏକ ଦସ୍ତଖତ ଅଭିଯାନ ବୁଧବାର ସକାଳେ ଅନୁଷ୍ଠିତ ହୋଇଯାଇଛି।…

7 years ago

ଗଞ୍ଜାମରେ ଟିଡି ଟିକାର ବ୍ୟବହାର ଆରମ୍ଭ: ୧ଲକ୍ଷ ୭୭ ହଜାର ଜଣଙ୍କୁ ଦିଆଯିବ ଟିକା

ବ୍ରହ୍ମପୁର ଅଫିସ୍‌,୧୨।୬: ଗଞ୍ଜାମ ଜିଲାରେ ଟିଡି (ଟିଟାନସ୍‌ ଏବଂ ଆଡଲଟ୍‌ ଡିପ୍‌ଥେରିଆ) ଟିକାର ବ୍ୟବହାର ଆରମ୍ଭ ହୋଇଛି। ବ୍ରହ୍ମପୁର ସିଟି ହସ୍‌ପିଟାଲ୍‌ ପରିସରରେ ଥିବା ପୋଷ୍ଟପାର୍ଟମ ଏବଂ…

7 years ago

ଗୋରୁ, ମଇଁଷିଙ୍କର ହେବ ଟ୍ୟାଗିଂ

ବ୍ରହ୍ମପୁର ଅଫିସ୍‌,୧୨ା୬- କ୍ରମବର୍ଦ୍ଧିଷ୍ଣୁ ବ୍ରହ୍ମପୁର ସହରରେ ଟ୍ରାଫିକ ଏକ ପ୍ରମୁଖ ସମସ୍ୟା ଭାବେ ଦୀର୍ଘ ବର୍ଷ ହେଲା ସହରବାସୀଙ୍କୁ ହଇରାଣ କରୁଛି। କେବଳ ଯାନବାହନ ସଂଖ୍ୟା ବୃଦ୍ଧି…

7 years ago

ଚୋରାଚାଲାଣ କରୁଥିବା ଗାଡ଼ି ରେଜିଷ୍ଟ୍ରେଶନ ରଦ୍ଦ ହେବ

ଛତ୍ରପୁର,୧୨ା୬(ଡି.ଏନ.ଏ)- ଗଞ୍ଜାମ ଜିଲା ରାଜସ୍ବ ସମୀକ୍ଷା ବୈଠକ ମଙ୍ଗଳବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ।…

7 years ago

ମଦ ବନ୍ଦ ନେଇ ମହିଳା ସଂଘର ଶୋଭାଯାତ୍ରା

ତୁମୁଡ଼ିବନ୍ଧ,୧୨ା୬(ଡି.ଏନ୍‌.ଏ.)- ତୁମୁଡ଼ିବନ୍ଧ ବ୍ଲକ ଝିରିପାଣି ପଞ୍ଚାୟତରେ ମଙ୍ଗଳବାର ଶତାଧିକ ମହିଳା ମଦ ବନ୍ଦ ନେଇ ଏକ ଶୋଭାଯାତ୍ରା କରିଛନ୍ତି। ଏହି ଶୋଭାଯାତ୍ରା ବାଟଙ୍ଗ ପଦର, ସାନଝିରିପାଣି ଓ…

7 years ago