ଗଞ୍ଜାମ

ଡକାୟତି ଯୋଜନା ପଣ୍ଡ, ବନ୍ଧା ହେଲେ ୪ ଯୁବକ

ବେଗୁନିଆପଡ଼ା,୧୨।୨(ଡି.ଏନ୍‌.ଏ.): ଏକ ବଡ଼ ଧରଣର ଡକାୟତି ଯୋଜନାକୁ ପଣ୍ଡ କରିଛି ବେଗୁନିଆପଡ଼ା ଥାନା ପୋଲିସ। ଗଞ୍ଜାମ ଜିଲା ବେଗୁନିଆପଡ଼ା ଥାନା ଅଧୀନ ତିରିଡା ରାସ୍ତାର ପାଣିଟାଙ୍କି ନିକଟରେ…

1 year ago

ବିଷ ପିଇ ଚିକିତ୍ସାଧୀନ ଅବସ୍ଥାରେ ଜିପିଓଙ୍କ ମୃତ୍ୟୁ

ଭଞ୍ଜନଗର,୧୨ା୨(ଡି.ଏନ୍‌.ଏ.): ବିଷ ପିଇ ଗୁରୁତର ଥିବା ଭଞ୍ଜନଗର ବ୍ଲକର ଭାରପ୍ରାପ୍ତ ଗ୍ରାମ ପଞ୍ଚାୟତ ଅଧିକାରୀ(ଜିପିଓ) ପ୍ରମୋଦ ପଟ୍ଟନାୟକଙ୍କ ରବିବାର ମୃତ୍ୟୁ ଘଟିଛି। ସେ ଗତ ୧ ତାରିଖରେ…

1 year ago

ଯୁବକଙ୍କୁ ମଦ ବୋତଲରେ ଆକ୍ରମଣ

ବ୍ରହ୍ମପୁର ଅଫିସ,୧୨ା୨: ବ୍ରହ୍ମପୁର ବଡ଼ବଜାର ଥାନା ଅଧୀନ ଜଗବନ୍ଧୁ ସାହିରେ କାହ୍ନା ପାତ୍ର ନାମକ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ…

1 year ago

୧୫ ଦିନରେ ମଲେଣି ୩୦ ଘୁଷୁରି

ସୋରଡ଼ା,୧୨ା୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ଅଞ୍ଚଳରେ ୧୫ ଦିନ ଭିତରେ ୩୦ରୁ ଊର୍ଦ୍ଧ୍ୱ ଘୁଷୁରି ମଲେଣି। ମଲା ଘୁଷୁରିଗୁଡ଼ିକ ଖିଲାବାଡ଼ି ନିକଟ ରାଇପଲ୍ଲୀ ରାସ୍ତାପାର୍ଶ୍ୱରେ ଓ ଅନ୍ୟ…

1 year ago

ମନ୍ଦିରରୁ ଲକ୍ଷାଧିକ ଟଙ୍କାର ସୁନା,ରୁପା ଚୋରି

ବ୍ରହ୍ମପୁର ଅଫିସ,୧୨ା୨: ନିମଖଣ୍ଡି ଥାନା ଅନ୍ତର୍ଗତ ଭାବିନିପୁର ନରସିଂହ ମନ୍ଦିରରୁ ଲକ୍ଷାଧିକ ଟଙ୍କା ସହ ଅଧା କେଜି ରୁପା ଚୋରି ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

1 year ago

ମନ୍ଦିର ରାସ୍ତା ମାଡ଼ି ବସୁଛନ୍ତି ବେପାରୀ

କବିସୂର୍ଯ୍ୟନଗର,୧୨।୨(ଡି.ଏନ.ଏ.): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମହାମାୟୀ। ରାଜ୍ୟର କୋଣଅନୁକୋଣରୁ ଛୁଟି ଆସନ୍ତି ହଜାର ହଜାର ଭକ୍ତ। ବିଶେଷତଃ ଅମାବାସ୍ୟା, ସଂକ୍ରାନ୍ତି, ମଙ୍ଗଳବାର ଓ ଶନିବାର…

1 year ago

ପ୍ରସିଦ୍ଧ ଲୁର୍ଦୁ ମେରି ପର୍ବରେ ଶ୍ରଦ୍ଧାଳୁଙ୍କ ସମାଗମ

ସୋରଡ଼ା,୧୧।୨(ଡି.ଏନ୍‌.ଏ.): ଖ୍ରୀଷ୍ଟ ଧର୍ମାବଲମ୍ବୀଙ୍କ ପ୍ରସିଦ୍ଧ ଲୁର୍ଦୁ ମେରି ପର୍ବ ଅସୁରବନ୍ଧ ପଞ୍ଚାୟତର ଦନ୍ତଲିଙ୍ଗି ଗ୍ରାମରେ ଶୁଭାରମ୍ଭ ହୋଇଯାଇଛି। ମିଶନ ଧର୍ମ ସଂଘର ପ୍ରୋଭିନସିଆଲ ଫାଦର ମ୍ୟାଥୁ ନାୟକ,…

1 year ago

ଗଞ୍ଜାମ ସହରରେ ଲାଗିଲା ଅଶୋକ ଚକ୍ର

ଗଞ୍ଜାମ,୧୧।୨(ଡି.ଏନ୍‌.ଏ.): ସଜେଇ ହେଉଛି ଗଞ୍ଜାମ ସହର। ଗଞ୍ଜାମ ସହର ଦାମୋଦରପୁରରେ ପ୍ରଥମ ଥର ପାଇଁ ପଥରରେ ନିର୍ମିତ ଅଶୋକ ଚକ୍ର ଲଗାଯାଇଛି। ଏଥିସହ ଆକର୍ଷଣୀୟ ପଥରରେ ନିର୍ମିତ…

1 year ago

ଚାଉଳ ରାଜନୀତି: ୧୫ରେ ଆନ୍ଦୋଳନ କରିବ ବିଜେଡି

ଭଞ୍ଜନଗର,୧୧ା୨(ଡି.ଏନ.ଏ): ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ଗତ ଡିସେମ୍ବର ମାସରୁ ବନ୍ଦ ହୋଇଯାଇଛି । ଏହାଦ୍ୱାରା ଭଞ୍ଜନଗର ଉପଖଣ୍ଡର ୮ଟି ବ୍ଲକ ଏବଂ ୫ଟି ଏନ୍‌ଏସିର…

1 year ago

ମହାଗୁଡ଼ାରେ ୧୦ ବଖରା ଜଳିଗଲା

ଭଞ୍ଜନଗର,୧୧ା୨(ଡି.ଏନ.ଏ): ଭଞ୍ଜନଗର ତହସିଲ ଅନ୍ତର୍ଗତ ସାନକୋଦଣ୍ଡା ପଞ୍ଚାୟତ ମହାଗୁଡ଼ାରେ ଶୁକ୍ରବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟି ୬ ପରିବାରର ୬ବଖରା ଏବଂ ୪ ଗୁହାଳ ଜଳିଯାଇଛି । ଏଥିସହ…

1 year ago