ଗଞ୍ଜାମ

ଦୀର୍ଘ ୫୨ ବର୍ଷପରେ ପୁରୁଷୋତ୍ତମପୁର ଏନଏସି ପାଳିଲା ସ୍ବାୟତ୍ତ ଶାସନ ଦିବସ

ପୁରୁଷୋତ୍ତମପୁର,୩୧।୮(ସୀମାଞ୍ଚଳ ମିଶ୍ର): ଗଞ୍ଜାମଜିଲା ପୁରୁଷୋତ୍ତମପୁର ଏନଏସିରେ ସ୍ବାୟତ୍ତ ଶାସନ ଦିବସ ନିର୍ବାହୀଅଧିକାରୀ ଗୋବିନ୍ଦ ଡନସେନାଙ୍କ ସଂଯୋଜନାରେ ଓ  ଅଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡାଙ୍କ ପୌରହିତ୍ୟରେ ରବିବାର ଇନଡୋର ଷ୍ଟାଡିୟମ…

7 months ago

ଜଗନ୍ନାଥପ୍ରସାଦ ନୂଆ ଏନ୍‌ଏସି, ଭଞ୍ଜନଗରକୁ ମ୍ୟୁନିସିପାଲିଟି ମାନ୍ୟତା, ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ବିଧାୟକ

ଭଞ୍ଜନଗର,୩୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ରବିବାର ମ୍ୟୁନିସିପାଲିଟି ମାନ୍ୟତା ମିଳିଛି। ଏଥିସହ ଭଞ୍ଜନଗର ନିର୍ବାଚନ ମଣ୍ଡଳୀ ଅଧୀନରେ ଆସୁଥିବା ଜଗନ୍ନାଥପ୍ରସାଦକୁ ନୂତନ ଏନ୍‌ଏସି ଘୋଷଣା…

7 months ago

ଜାତୀୟ କିକବକ୍ସିଂ ଚାମ୍ପିଅନଶିପ ଗଞ୍ଜାମର  ପାୟଲଙ୍କୁ ରୌପ୍ୟ 

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ତାମିଲନାଡୁର ଚେନ୍ନାଇସ୍ଥିତ ନେହୁର ଇନଡୋର ଷ୍ଟାଡିୟମରେ ୱାକୋ ଇଣ୍ଡିଆ କିକବକ୍ସିଂ ଫେଡେରେଶନ ଦ୍ୱାରା ଆୟୋଜିତ ଚିଲ୍ଡେନ ଏବଂ କ୍ୟାଡେଟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ।…

7 months ago

ବାଘ ଛାଲ ସହ ୮ ଜଣଙ୍କୁ ମାଡ଼ି ବସିଲେ…

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଅଧିକାରୀଙ୍କୁ ରବିବାର ସକାଳେ ଏକ ବଡ ସଫଳତା ମିଳିଛି। ଜଗନ୍ନାଥ ପ୍ରସାଦ ରେଞ୍ଜ ପଥରା ପଲ୍ଲୀ…

7 months ago

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ନଦୀ ଆନିକଟରୁ ମିଳିଲା ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ ବଡପଦାର ଶ୍ରୀ ଉଦୟନାଥେଶ୍ବର ଶୈବପୀଠ ପାର୍ଶ୍ୱରେ ଯାଇଥିବା ରାମନଦୀ ଆନିକଟରୁ ଏକ ମୃତଦେହ ମିଳିଛି। ରୁ…

7 months ago

କିଏ ହେଲେ ମା’ ବୁଢ଼ୀ ଠାକୁରାଣୀ ଯାତ୍ରା କମିଟି ସଭାପତି

ଦିଗପହଣ୍ଡି,୩୦।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରର ଆରାଧ୍ୟା ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ଶାରଦୀୟ ଯାତ୍ରା ପରିଚାଳନା ପାଇଁ ଏକ କମିଟି ଗଠିତ ହୋଇଯାଇଛି। ମା’ ବୁଢ଼ୀ…

7 months ago

ସାଙ୍ଗଠନିକ ଏକତା ବଜାୟ ରଖିବାକୁ….

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଶ୍ରୀଗୁପ୍ତେଶ୍ୱର ଶୈବପୀଠ ପରିସରରେ ବଡ଼ଖେମୁଣ୍ଡି ତାଲୁକା ମଧୁବୈଶ୍ୟ ସମାଜର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ସଭାପତି ଗଣେଶ୍ବର ସାହୁଙ୍କ ସଭାପତିତ୍ୱପରେ…

7 months ago

ଖବର ପ୍ରକାଶ ପରେ ରଥ ସାହି ଛକରେ ଲାଗିଲା ହାଇମାଷ୍ଟ ଲାଇଟ୍‌

ପୁରୁଷୋତ୍ତମପୁର,୩୦ା୮(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିର ମୁଖ୍ୟ ରଥସାହି ଛକଟି ୪ ମାସରୁ ଊର୍ଦ୍ଧ୍ୱ ହେଲା ଅନ୍ଧକାର ରହିଥିବା ବେଳେ ଧରିତ୍ରୀ ପ୍ରଭାବରେ ଶନିବାର ଆଲୋକିତ…

7 months ago

ରାଇସ୍‌ମିଲରେ ଘୋଟାଲା ଘଟଣା: ଜିଲାପାଳଙ୍କ ନିର୍ଦ୍ଦେଶରେ ଗଚ୍ଛିତ ଧାନ ଚାଉଳକୁ…

ପୁରୁଷୋତ୍ତମପୁର,୩୦ା୮(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଳକ ବାଲିଆ ଗ୍ରାମରେ ମା’ ତାରିଣୀ ରାଇସ୍‌ ମିଲରେ ହୋଇଥିବା ଘୋଟାଲା ଓ ଜିଲା ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଜାଲ୍‌…

7 months ago

ଏ ଯାଏ ସରିଲାନି କେନାଲ ମରାମତି: ଦୃଷ୍ଟି ଦେଉନାହାନ୍ତି ଜଳସମ୍ପଦ ବିଭାଗର ଅଧିକାରୀ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ):ଭଞ୍ଜନଗର ଜଳସମ୍ପଦ ବିଭାଗ ଅଧିକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ଅଧୀନରେ ୧୦୭ଟି କେନାଲର ମରାମତି ପାଇଁ ଟେଣ୍ଡର ବାହାରିଥିଲା। ମୌସୁମୀ ବର୍ଷା ଆରମ୍ଭ ପୂର୍ବରୁ ସେସବୁର କାମ…

7 months ago