ଗଞ୍ଜାମ

ମହୁମାଛି ଆକ୍ରମଣରେ ୮ରୁ ଅଧିକ ଆହତ

ଛତ୍ରପୁର,୩ା୩(ଦିଲ୍ଲୀପ ସାମଲ): ଛତ୍ରପୁର ମେନ୍‌ରୋଡ୍‌ଠାରେ ଥିବା ଏକ ଘରୋଇ ମଲ୍‌ ପରିସରରେ ମହୁମାଛି ଆକ୍ରମଣରେ ୮ରୁ ଊର୍ଦ୍ଧ୍ୱ ବ୍ୟକ୍ତି ଆହତ ହୋଇଛନ୍ତି। ଆହତମାନେ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ…

2 months ago

ଗାଁ ମଶାଣି ସଫାକଲେ ଅଞ୍ଚଳବାସୀ

ଦାରିଙ୍ଗବାଡ଼ି,୩।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ଗ୍ରାମର ମଣ୍ଡମାହା ମଶାଣିଠାରେ ପୁଣି ଗାଁ ମଶାଣିକୁ ଗ୍ରାମବାସୀ ସଫା କରିଛନ୍ତି। ମଶାଣିକୁ ସଫା କରିବାକୁ…

2 months ago

ଏମ୍‌କେସିଜି ମେଡିକାଲ ସମ୍ପ୍ରସାରଣ ପାଇଁ ୯୫୦ କୋଟି

ବ୍ରହ୍ମପୁର,୩।୩ (ସୁବାସ ଚନ୍ଦ୍ର ପାଢ଼ୀ): ରାଜ୍ୟରେ ସ୍ବାସ୍ଥ୍ୟ ସେବା ସୁଦୃଢ଼ ପାଇଁ ମୁଖ୍ୟମନ୍ତ୍ରୀ ଅନେକ ପଦକ୍ଷେପ ନେଇଛନ୍ତି। ଏହି ଧାରାରେ ବ୍ରହ୍ମପୁରରେ ଥିବା ମହାରାଜା କୃଷ୍ଣଚନ୍ଦ୍ର ଗଜପତି…

2 months ago

ଧାନ ପରେ ମୁଗ, ବିରି ଫସଲ ନଷ୍ଟ: ଚିନ୍ତାରେ ଚାଷୀ

ବେଲଗୁଣ୍ଠା,୩।୩(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଧାନ ଚାଷ ଉପରେ ନିର୍ଭର କରୁଥିବା ବେଲଗୁଣ୍ଠା ଅଞ୍ଚଳର ଚାଷୀମାନଙ୍କୁ ପୁଣି ଥରେ ପଡ଼ିଛି ଏକ ପ୍ରହାର ଯାହା ଫଳରେ ଭାଙ୍ଗିଯାଇଛି ବାସ୍ତବରେ…

2 months ago

ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀରେ ବିଜେଡିର ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ

ହିଞ୍ଜିଳିକାଟୁ ୨ା୩ (ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ପାଟଣା ସାହି ଓ୍ବାର୍ଡ ନଂ୫ ରୁ ଶନିବାର ଅପରାହ୍ନରେ ବିଜେଡି ଦଳ ପକ୍ଷରୁ ଘରେ ଘରେ ଶଙ୍ଖ…

2 months ago

ନବୀନ ନିବାସରେ ୫-ଟି ଅଧ୍ୟକ୍ଷଙ୍କୁ ଭେଟି କୃତଜ୍ଞତା ଜଣାଇଲେ ଛତ୍ରପୁରବାସୀ

ଛତ୍ରପୁର,୧ା୩(ଦିଲ୍ଲୀପ ସାମଲ): ଦୀର୍ଘଦିନ ପରେ ଛତ୍ରପୁରବାସୀଙ୍କ ଦାବିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଣିଛନ୍ତି। ଯାହା ଛତ୍ରପୁରବାସୀଙ୍କ ନିମନ୍ତେ ଉପହାର ଭେଟି ସଦୃଶ୍ୟ ହୋଇଛି। ଫେବୃଆରୀ ୨୪ରେ ୧୯୫୫ରେ…

2 months ago

ଅର୍ଜିତ ଶିକ୍ଷା ଜ୍ଞାନକୁ ସମାଜ, ଦେଶର ଉନ୍ନତିରେ ବିନିଯୋଗ କର: ରାଷ୍ଟ୍ରପତି

ବ୍ରହ୍ମପୁର,୧ା୩(ତନୁଶ୍ରୀ ନାହାକ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ବ୍ରହ୍ମପୁର ଆସି ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇଥିଲେ। ଏହି ଉତ୍ସବରେ ସେ ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟରେ ଉଦ୍‌ବୋଧନ ଦେଇଥିଲେ।…

2 months ago

ଆସିଲା ନାବାଳିକା ବଳାତ୍କାର ମାମଲାର ରାୟ: ଦୋଷୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୯ା୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ସୋରଡ଼ା ଅଞ୍ଚଳର ଏକ ନାବାଳିକା ବଳାତ୍କାର ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ସ୍ବତନ୍ତ୍ର ପୋକ୍‌ସୋ ଜଜ୍‌ ପ୍ରଭାତ କୁମାର…

2 months ago

ସହରବାସୀଙ୍କ ପାଇଁ ସୁବିଧା-ସେବା ଉତ୍ସର୍ଗ କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର,୨୯ା୨(ଦିଲ୍ଲୀପ ସାମଲ): ଲୋକଙ୍କ ସୁବିଧା ପାଇଁ ସହରାଞ୍ଚଳଗୁଡ଼ିକୁ ୫-ଟିରେ ରୂପାନ୍ତରଣ କରାଯାଇଛି। ସହରବାସୀଙ୍କ ନିମନ୍ତେ ବିଭିନ୍ନ ସୁବିଧା ଓ ସେବା ଉତ୍ସର୍ଗ କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

2 months ago

ଅଂଶୁଘାତ ମୁକାବିଲାରେ ମୋବାଇଲ ଆପ୍‌ କରିବ ସଚେତନ

ଛତ୍ରପୁର,୨୮ା୨(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗ୍ରୀଷ୍ମର ପ୍ରକୋପ ଧୀରେ ଧୀରେ ବଢ଼ି ଚାଲିଥିବା ବେଳେ ଗ୍ରୀଷ୍ମ ପ୍ରବାହର ଉପଯୁକ୍ତ ମୁକାବିଲା ଓ ପରିଚାଳନା ନିମନ୍ତେ ଆଜି ଗଞ୍ଜାମ ଜିଲାରେ…

2 months ago