ଗଞ୍ଜାମ

ଅଖଣ୍ଡ ଦୀପରୁ ବଜାରରେ ଅଗ୍ନିକାଣ୍ଡ

ବୁଗୁଡ଼ା,୬ା୧୦(ଡି.ଏନ୍‌.ଏ.): ବୁଗୁଡ଼ା ତ୍ରିନାଥ ସ୍ବାମୀ ପରିବା ବଜାରରେ ବୁଧବାର ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୩ଟି ଦୋକାନ ପୋଡ଼ି ଯାଇଛି। ଅଗ୍ନିକାଣ୍ଡରେ ବ୍ୟବସାୟୀ ଧୋବା ପ୍ରଧାନ, ସୀମାଞ୍ଚଳ…

2 years ago

ଚତୁର୍ଥ ଦିବସରେ ମା’ଙ୍କ ଯାତ୍ରା: ପ୍ରବଳ ଜନସମାଗମ

ଦିଗପହଣ୍ଡି,୫ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ସାହିସ୍ଥିତ ଅସ୍ଥାୟୀ ମଣ୍ଡପରେ ମା’ ବୁଢ଼ୀ ଠାକୁରାଣୀଙ୍କ ଶାରଦୀୟ ଯାତ୍ରା ଚତୁର୍ଥ ଦିବସରେ ପହଞ୍ଚିଛି। ପୀଠରେ ମୁଖ୍ୟ ପୁରୋହିତ ସନାତନ…

2 years ago

ବର୍ଷାରେ ଫିକା ପଡ଼ିଲା ଦଶହରା: ଆମିଷ ବଜାରରେ ଭିଡ଼

ଗଞ୍ଜାମ,୫।୧୦(ଡି.ଏନ୍‌.ଏ.): ଦିନ ତମାମ ପ୍ରବଳ ବର୍ଷା ଯୋଗୁ ଦଶହରା ସାମାନ୍ୟ ଫିକା ପଡିଯାଇଛି। ହେଲେ ଆମିଷ ବଜାରରେ ଲୋକଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳୁଛି। ଭିଡକୁ ଦୃଷ୍ଟିରେ…

2 years ago

ପଥରରେ ଛେଚି ଯୁବକଙ୍କୁ ହତ୍ୟା, ହତ୍ୟାକାରୀ ଅଟକ

ବ୍ରହ୍ମପୁର ଅଫିସ,୫।୧୦: ବଡବଜାର ଥାନା ଅନ୍ତର୍ଗତ ପ୍ରେମନଗର ମୁଖ୍ୟ ରାସ୍ତାରେ ଜଣେ ବ୍ୟକ୍ତିଙ୍କୁ ମଙ୍ଗଳବାର ରାତିରେ ପଥରରେ ଛେଚି ହତ୍ୟା କରାଯାଇଛି। ମୃତ ବ୍ୟକ୍ତି ଜଣଙ୍କ ଗୋଶାଣିନୁଆଗାଁ…

2 years ago

ମା’ଗଙ୍ଗାଦେବୀଙ୍କ ଯାତ୍ରା ଆରମ୍ଭ

ଗଞ୍ଜାମ,୫।୧୦(ବ୍ୟୁରୋ): ଗଞ୍ଜାମ ଜିଲା ପୁରୁଣାବନ୍ଧ ଗ୍ରାମ ଋଷିକୁଲ୍ୟା ନଦୀ ନିକଟସ୍ଥ ଥିବା ପ୍ରସିଦ୍ଧ ମା’ ଗଙ୍ଗାଦେବୀଙ୍କ ପୀଠରେ ପବିତ୍ର ଦଶହରା ଉପଲକ୍ଷେ ମା’ଙ୍କ ଯାତ୍ରା ବୁଧବାର ଆରମ୍ଭ…

2 years ago

ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍‌: ଚାଲିଗଲା ଯୁବକଙ୍କ ଜୀବନ

ଭଞ୍ଜନଗର, ୪।୧୦(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରସାଦ ମୁଖ୍ୟ ରାସ୍ତାର ବୁଦୁଲି ନିକଟରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୩ ଟା ସମୟରେ ଏକ ବାଇକ ଦୁର୍ଘଟଣା ଘଟିଛି। ଏଥିରେ…

2 years ago

ଜୁଆଖେଳ ଉପରେ ବୁଗୁଡ଼ା ପୋଲିସର ନଜର

ବୁଗୁଡ଼ା,୪୧୦(ଡି.ଏନ୍‌.ଏ.): ବୁଗୁଡ଼ା ଥାନା ଅନ୍ତର୍ଗତ ବିଭିନ୍ନ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ପରମ୍ପରା ନାଁରେ ଆରମ୍ଭ ହୋଇଗଲାଣି ତାସଖେଳ ଏବଂ ଜୁଆଖେଳର ଆସର। କେତେକ ସ୍ଥାନରେ ମଜା ମଜଲିସରେ…

2 years ago

ମା’ ଖମ୍ବେଶ୍ୱରୀଙ୍କ ସୁନାବେଶ

ଆସିକା,୪ା୧୦(ଡି.ଏନ.ଏ.): ଆସିକାର ଆରାଧ୍ୟ ଦେବୀ ମା’ ଖମ୍ବେଶ୍ୱରୀଙ୍କ ପୀଠରେ ଗତ ସୋମବାରଠାରୁ ଦେବୀଙ୍କ ଶାରଦୀୟ ନବରାତ୍ର ପୂଜା ଲାଗି ମନ୍ଦିର ପରିସର ଉତ୍ସବ ମୁଖରିତ ହୋଇଛି। ରବିବାରଠାରୁ…

2 years ago

ଦାଦନଙ୍କ ଗୋଡ଼, ହାତପାପୁଲି କାଟିଲେ ଦଲାଲ

ପାରଳାଖେମୁଣ୍ଡି,୪ା୧୦(ଡି.ଏନ୍‌.ଏ.):କିଛିବର୍ଷ ତଳେ କଳାହାଣ୍ଡି ଜିଲାର ଜଣେ ଦାଦନ ଶ୍ରମିକଙ୍କ ହାତ କାଟି ଦିଆଯାଇଥିଲା। ଗଜପତି ଜିଲା ଅଡ଼ବା ଥାନା କଲବା ଗାଁର ଶାଙ୍କ ମୁର୍ମୁଙ୍କ କ୍ଷେତ୍ରରେ ଏହାର…

2 years ago

ଜୁଆ ଆଡ୍ଡା ଉପରେ ଚଢାଉ: ୫ ଗିରଫ,୧୪ ହଜାର ଜବତ

ହିଞ୍ଜିଳିକାଟୁ,୩।୧୦(ଡି.ଏନ.ଏ.): ହିଞ୍ଜିଳିକାଟୁ ପୌରାଞ୍ଚଳର ହିଞ୍ଜିଳି ମଠ ପଦର ସାହିରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ସନ୍ଧ୍ୟାରେ ହିଞ୍ଜିଳି ପୋଲିସ ଚଢ଼ାଉ କରି ୫ ଜଣ ଜୁଆଡିଙ୍କୁ…

2 years ago