ଦିଗପହଣ୍ଡି,୬।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମର କୃଷ୍ଣ ଗୌଡ଼ଙ୍କୁ ପୂର୍ବ ଶତ୍ରୁତାରୁ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି।…
ଭଞ୍ଜନଗର,୬ା୧୧(ବାବୁଲା ପ୍ରଧାନ): ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ପକ୍ଷରୁ ଗୁରୁବାର ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଏବଂ ଜାତୀୟ ଏକତା ଉପରେ ଜିଲାସ୍ତରୀୟ ପ୍ରତିଯୋଗିତା ହୋଇଯାଇଛି।ଏଥିରେ ଅଞ୍ଚଳର…
ଦିଗପହଣ୍ଡି,୬।୧୧(ଅଶେଷ ନାଥ ମିଶ୍ର): ଡକାୟତି ଓ ହତ୍ୟାଉଦ୍ୟମ ମାମଲାରେ ୨ ବର୍ଷ ଧରି ଫେରାର ଥିବା ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକେଇ ପଞ୍ଚାୟତ କୁମରଡ଼ା ଗ୍ରାମର…
ଗଞ୍ଜାମ,୦୬।୧୧(ଅଖିଳ ତରାଇ): ଗଞ୍ଜାମ ବ୍ଲକର ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ କଣ୍ଟିଆ ଗଡ଼ସ୍ଥିତ ପ୍ରସିଦ୍ଧ ବଟେଶ୍ୱର ଶୈବ ପୀଠର ବାଲିଯାତ୍ରା ପାଇଁ ସମଗ୍ର ଅଞ୍ଚଳ ଚଳଚଞ୍ଚଳ ହୋଇ ଉଠିଛି।…
ଗଞ୍ଜାମ,୬।୧୧(ବିଦ୍ୟାଧର ସାହୁ): ଗଞ୍ଜାମ ପୌରାଞ୍ଚଳ ବରିଷ୍ଠ ନାଗରିକ ପରିଷଦ ପକ୍ଷରୁ ମଙ୍ଗଳବାର ଆରମ୍ଭ ହୋଇ ଥିବା ଆଡୁ ଟୁର୍ନାମେଣ୍ଟ ଉଦଯାପିତ ହୋଇଯାଇଛି । ଏଥିରେ ନାଗେଶ୍ୱର ରାଓଙ୍କ…
ପାରାଦୀପ, ୬ା୧୧(ଶରତ ରାଉତ): ଗଞ୍ଜାମ ଜିଲାର ବାହୁଦାରେ ନୂଆ ବନ୍ଦର ଏବଂ ପାରାଦୀପ ନିକଟ ମହାନଦୀ ମୁହାଣରେ ଜାହାଜ ନିର୍ମାଣ ଓ ମରାମତି କେନ୍ଦ୍ର ନିର୍ମାଣ ହେବ।…
ଦିଗପହଣ୍ଡି,୫।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମର କୃଷ୍ଣ ଗୌଡ଼ଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ବୁଧବାର ସନ୍ଧ୍ୟା…
ଦିଗପହଣ୍ଡି,୫ା୧୧(ଅଶେଷ ନାଥ ମିଶ୍ର)- ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତର ବିଭିନ୍ନ ଗ୍ରାମରେ ବ୍ଲକ କାର୍ଯ୍ୟାଳୟ ପକ୍ଷରୁ ଚାଲିଥିବା ଠିକା କାମକୁ ନେଇ ଦୀର୍ଘଦିନ…
ଭଞ୍ଜନଗର,୫।୧୧(ବାବୁଲା ପ୍ରଧାନ)- କାର୍ତ୍ତିକ ପୂର୍ଣ୍ଣିମା ପାଇଁ ବୁଧବାର ଭଞ୍ଜନଗର ଅଞ୍ଚଳର ବିଭିନ୍ନ ଶୈବ ପୀଠ ଗୁଡ଼ିକରେ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ ଭିଡ ଜମିଥିଲା। ଭଞ୍ଜନଗର ବେଲେଶ୍ୱର ପୀଠ…
ଛତ୍ରପୁର,୫।୧୧(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅଞ୍ଚଳର ରାଜପୁର ଗ୍ରାମରେ ବିଦ୍ୟୁତ୍ ଆଘାତରେ ଜଣେ ଯୁବକଙ୍କର ଦୁଃଖଦ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ହେଲେ…