ଗଞ୍ଜାମ

ଏମ୍‌କେସିଜି ଶିଶୁ ରୋଗ ବିଭାଗରେ ୪ ପିଜି ସିଟ୍‌ ବୃଦ୍ଧି

ବ୍ରହ୍ମପୁର ଅଫିସ,୨୮/୬: ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି)ମେଡିକାଲ କଲେଜର ଶିଶୁ ବିଭାଗ ପିଜି ସିଟ ବୃଦ୍ଧି କରାଯିବା ନେଇ ସୋମବାର ଜାତୀୟ ଭେଷଜ ପରିଷଦ(ଏନ୍‌ଏମ୍‌ସି)ର ଜଣିକିଆ ପ୍ରତିନିଧି ଏମ୍‌କେସିଜି…

2 years ago

ବାଣ ଭିଡୁଥବା ବେଳେ ଯୁବକ ଗିରଫ

ଛତ୍ରପୁର,୨୭ା୬(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ନରେନ୍ଦ୍ରପୁର ଗାଁରେ ବେଆଇନ୍‌ ଭାବେ ଦୀର୍ଘ ଦିନ ଧରି ବାଣ ତିଆରି କରାଯାଉଥିବା ଅଭିଯୋଗ ହୋଇଥିଲା। ଏଥିସହ ରାତିରେ…

2 years ago

ଦୁର୍ଘଟଣାରେ ଯୁବକ ମୃତ, ବୃଦ୍ଧ ଗୁରୁତର

ବ୍ରହ୍ମପୁର ଅଫିସ,୨୭।୬: ସଡ଼କ ଦୁର୍ଘଟଣା ହ୍ରାସ କରିବା ପାଇଁ ଜିଲା ପ୍ରଶାସନ ଓ ପୋଲିସ ପକ୍ଷରୁ ଅନେକ କାର୍ଯ୍ୟକ୍ରମ କରାଯାଉଛି। ଏନେଇ ଜନସାଧାରଣଙ୍କୁ ସଚେତନ ମଧ୍ୟ କରାଯାଉଛି।…

2 years ago

୨୩୪ ଅମାନିଆଙ୍କଠାରୁ ୨.୩୪ ଲକ୍ଷ ଜରିମାନା

ବ୍ରହ୍ମପୁର ଅଫିସ,୨୬।୬: ବ୍ରହ୍ମପୁର ସହରର ଟ୍ରାଫିକ ସମସ୍ୟା ଦୂର କରିବା, ଦୁର୍ଘଟଣା ରୋକିବା ସହ ଲୋକଙ୍କ ଧନ ଜୀବନ ସୁରକ୍ଷା ପାଇଁ ପୋଲିସ ତା’ର ପ୍ରୟାସ ଜାରି ରଖିଛି।…

2 years ago

ରକ୍ଷିତା ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ୨ ଅଟକ

ପୁରୁଷୋତ୍ତମପୁର, ୨୬।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମହିଳାଙ୍କୁ ରକ୍ଷିତା ଭାବେ ରଖିଥିବା ଯୁବକ ଅନ୍ୟ ଜଣେ ପୁରୁଷଙ୍କ ସହ ଶାରୀରିକ…

2 years ago

ହାଇଜେନିକ୍‌ ମାଛ ବଜାରରେ ରହୁନି ସ୍ବଚ୍ଛତା

ବ୍ରହ୍ମପୁର ଅଫିସ,୨୬।୬: ବ୍ରହ୍ମପୁର ସହରବାସୀଙ୍କୁ ସ୍ବଚ୍ଛତା ବାତାବରଣ ମଧ୍ୟରେ ଆମିଷ ଦ୍ରବ୍ୟ ଯୋଗାଇବା ଲକ୍ଷ୍ୟରେ ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ମର୍ଦ୍ଦରାଜ ଭେଣ୍ଡିଂ ଜୋନ ପରିସରରେ ହାଇଜେନିକ୍‌…

2 years ago

ବିରଞ୍ଚି ନାରାୟଣ ବାଳିକା ବିଦ୍ୟାଳୟରେ ଶିକ୍ଷକ ଅଭାବ

ବୁଗୁଡ଼ା,୨୬।୬(ଡି.ଏନ୍‌.ଏ.): ୧୯୬୪ରେ ସ୍ଥାପିତ ବୁଗୁଡ଼ା ଶ୍ରୀ ବିରଞ୍ଚି ନାରାୟଣ ବାଳିକା ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ମରୁଡ଼ି ଯୋଗୁ ପିଲାଙ୍କ ପାଠପଡ଼ା ଏବେ ସଙ୍କଟଜନକ ପରିସ୍ଥିତି ଦେଇ ଗତି…

2 years ago

ବିପଜ୍ଜନକ ସ୍ଥିତିରେ ମୁଣ୍ଡମରାଇ ସେବା ସମବାୟ ସମିତି

ଧରାକୋଟ,୨୬।୬(ଡି.ଏନ୍‌.ଏ.): ଚାଷୀର ଆର୍ଥିକ ମାନଦଣ୍ଡର ବିକାଶରେ ସେବା ସମବାୟ ସମିତିର ଭୂମିକା ବେଶ ଗୁରୁତ୍ୱପୂର୍ଣ୍ଣ। ବିହନ, ସାର ଯୋଗାଣଠାରୁ କୃଷି ଋଣ ପର୍ଯ୍ୟନ୍ତ ସବୁଥିରେ କୃଷକ ପଛରେ ଠିଆ…

2 years ago

ନକ୍ସା ନ ଥାଇ ମନଇଚ୍ଛା ଚାଲିଛି କୋଠା ନିର୍ମାଣ

ଭଞ୍ଜନଗର, ୨୬।୬(ଡି.ଏନ.ଏ): ଭଞ୍ଜନଗର ସହର ଅଞ୍ଚଳ ଦିନକୁ ଦିନ ବଢୁଛି। ଜନସଂଖ୍ୟା ବୃଦ୍ଧି ଯୋଗୁ ନୂତନ ଘରର ଆବଶ୍ୟକତା ପଡୁଛି। ତେଣୁ ସହରରେ ଘର ସଂଖ୍ୟା ମଧ୍ୟ…

2 years ago

୨ ଗୃହରକ୍ଷୀଙ୍କ ନାଁରେ ଏସ୍‌ପିଙ୍କୁ ଅଭିଯୋଗ

ବ୍ରହ୍ମପୁର ଅଫିସ,୨୬।୬: ବ୍ରହ୍ମପୁର ବୈଦ୍ୟନାଥପୁର ଥାନାରେ କାର୍ଯ୍ୟରତ ୨ ଗୃହରକ୍ଷୀଙ୍କ ଦାଦାଗିରି ନେଇ ଅଭିଯୋଗ ହୋଇଛି। ଉକ୍ତ ଗୃହରକ୍ଷୀ ଦ୍ୱୟ ଗତ ୧୬ ତାରିଖ ବିଳମ୍ବିତ ରାତିରେ ଜୟଦୁର୍ଗାନଗରରେ…

2 years ago