ଗଞ୍ଜାମ

ପୁଣି ଖୋଲିଲା ଘୋଡାହାଡ ଡ଼୍ୟାମର ୨ ଗେଟ୍, ଫାସିଗୁଡ଼ା ଗାଁରେ ପଶିଲା ପାଣି

ଦିଗପହଣ୍ଡି,୨୯ା୧୦(ଅଶେଷ ନାଥ ମିଶ୍ର): ବଙ୍ଗୋପସାଗରରୁ ଘନୀଭୂତ ବାତ୍ୟା 'ଅର୍ଣ୍ଣବ' ପ୍ରଭାବରେ ପ୍ରବଳ ବର୍ଷା ଜାରି ରହିଛି । ଏହି କାରଣରୁ ଗଞ୍ଜାମ ଜିଲା ଘୋଡାହାଡ ଡ଼୍ୟାମରୁ ସ୍ପିଲ୍…

3 weeks ago

ଭଞ୍ଜନଗରରେ ପ୍ରବଳ ବର୍ଷା; ୧୦ ଗ୍ରାମ ଜଳବନ୍ଦୀ, ଉଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ ପାଇଁ ଦାବି

ଭଞ୍ଜନଗର,୨୯।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଉପଖଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି ଗମ୍ଭୀର ହୋଇପଡ଼ିଛି । ଡହ ଜଳଭଣ୍ଡାର ଅଞ୍ଚଳରେ ବୁଧବାର ସନ୍ଧ୍ୟା ୬ଟାରୁ…

3 weeks ago

ଅର୍ଣ୍ଣବ ପ୍ରଭାବରେ ଫୁଲୁଛି ଋଷିକୁଲ୍ୟା, ରାତିଅଧରେ ସ୍ଥିତି ପରଖିଲେ ଜିଲାପାଳ

ପୁରୁଷୋତ୍ତମପୁର,୨୯।୧୦(ସବିତା ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ତିନି ଦିନ ଧରି ଲଗାଣ ବର୍ଷା ଓ ପବନରେ ଅସ୍ତବ୍ୟସ୍ତ ହୋଇପଡିଛି ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳ । ଏପଟେ…

3 weeks ago

ଭଞ୍ଜନଗରରେ ଟଳିଲା ବାତ୍ୟା ଆଶଙ୍କା: କମୁଛି ନଦୀର ଜଳସ୍ତର, ଡ୍ୟାମ୍‌ରୁ ଜଳ ନିଷ୍କାସନ ବନ୍ଦ

ଭଞ୍ଜନଗର, ୨୮।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଉପଖଣ୍ଡରେ ସମ୍ଭାବ୍ୟ ବାତ୍ୟା ଆଶଙ୍କା ଟଳିଯାଇଛି। ବୁଧବାର ସନ୍ଧ୍ୟା ସୁଦ୍ଧା ମିଳିଥିବା ସୂଚନା ଅନୁଯାୟୀ, ଆକାଶ ମେଘମୁକ୍ତ ହେବା…

3 weeks ago

ପଣ୍ଡିତରାୟ ସାହି ଜୁଆ ଆଡ୍ଡା ଉପରେ ପୋଲିସର ଅତର୍କିତ ଚଢ଼ାଉ: ୧୧ ଜୁଆଡ଼ି ଗିରଫ, ଅନ୍ଧାରର ସୁଯୋଗ ନେଇ…

ଦିଗପହଣ୍ଡି/ଚିକିଟି, ୨୮।୧୦(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ପଣ୍ଡିତରାୟ ସାହିରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଚିକିଟି ଫାଣ୍ଡି ପୋଲିସ୍ ଅତର୍କିତ ଚଢ଼ାଉ…

3 weeks ago

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ବେହାଲ ଦିଗପହଣ୍ଡି : ମୁଖ୍ୟ ରାସ୍ତାରେ ୩ ଫୁଟ୍‌ର ପାଣି, ବ୍ୟାଙ୍କ୍‌- ଘରେ ପଶିଲା ନର୍ଦ୍ଦମା ଜଳ

ଦିଗପହଣ୍ଡି, ୨୮।୧୦(ଅଶେଷ ନାଥ ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ତୁହାକୁ ତୁହା ମୁଷଳଧାରାରେ ଲଗାଣ ବର୍ଷା ଯୋଗୁ ବୁଧବାର ଦିଗପହଣ୍ଡି ସହର ସମ୍ପୂର୍ଣ୍ଣ ଉବୁଟୁବୁ ହୋଇପଡ଼ିଛି। ବିଶେଷକରି…

3 weeks ago

ଛତ୍ରପୁରରେ ମା’ ଗଜଲକ୍ଷ୍ମୀଙ୍କ ପୂଜା ଚତୁର୍ଥ ଦିନରେ: ହୁଳହୁଳିରେ କମ୍ପୁଛି ପୂଜାମଣ୍ଡପ, ଆଳତି ଦର୍ଶନ କଲେ…

ଛତ୍ରପୁର,୨୮।୧୦(ଦିଲ୍ଲୀପ ସାମଲ): ପବିତ୍ର କୁମାର ପୂର୍ଣ୍ଣିମାଠାରୁ ଗଞ୍ଜାମ ଜିଲାର ସଦର ମହକୁମା ଛତ୍ରପୁର ସହର ମା’ ଗଜଲକ୍ଷ୍ମୀଙ୍କ ଆରାଧନାରେ ଉତ୍ସବମୁଖର ହୋଇଉଠିଛି। ଲୋୟର ବସଷ୍ଟାଣ୍ଡସ୍ଥିତ ଲକ୍ଷ୍ମୀ ବଜାର…

3 weeks ago

ରାତିରେ ଋଷିକୁଲ୍ୟାରେ ବନ୍ୟାପାଣି ପଶି ଆସିବା ଆଶଙ୍କା: ପୁରୁଷୋତ୍ତମପୁରବାସୀଙ୍କୁ ସତର୍କ କଲା ପ୍ରଶାସନ,ସୁରକ୍ଷିତ ସ୍ଥାନକୁ…

ପୁରୁଷୋତ୍ତମପୁର,୨୮।୧୦(ସବିତା ମିଶ୍ର): ବାତ୍ୟା 'ଅର୍ଣ୍ଣବ' ପ୍ରଭାବରେ ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଋଷିକୁଲ୍ୟା ନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଜଳସ୍ତର ହୁ…

3 weeks ago

ତପ୍ତପାଣି ଘାଟି ରାସ୍ତାରେ ପାହାଡ଼ି ଝରଣା ପାଣି: ୩୨୬ ନଂ ଜାତୀୟ ରାଜପଥରେ ଯାତାୟାତ ବାଧାପ୍ରାପ୍ତ, ଶହ ଶହ…

ଦିଗପହଣ୍ଡି, ୨୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିର ପାଳୁଖୋଳା ଗାଁ ନିକଟସ୍ଥ ୩୨୬ ନମ୍ବର ଜାତୀୟ ରାଜପଥରେ ବୁଧବାର ସକାଳୁ ପାହାଡ଼ି ଝରଣା ପାଣି…

3 weeks ago

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ବର୍ଷା-ପବନ: ଧାନ ଗଛ ମାଟିରେ ଲୋଟିଲା, ଚାଷୀଙ୍କ ଚିନ୍ତା ବଢ଼ିଲା

ଛତ୍ରପୁର,୨୮।୧୦(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଛତ୍ରପୁର ଅଞ୍ଚଳରେ ବିଗତ ଦୁଇ ଦିନ ହେଲା ପ୍ରବଳ ବର୍ଷା ସାଙ୍ଗକୁ ପବନ ଜାରି ରହିଛି। ଏହି ପ୍ରାକୃତିକ ବିପର୍ଯ୍ୟୟ…

3 weeks ago