ଗଞ୍ଜାମ

ସ୍ବାବଲମ୍ବୀ ହେବେ ମହିଳା, ନାରୀ ସଶକ୍ତିକରଣକୁ ସୁଦୃଢ଼ କରିବା ପାଇଁ…

ପୁରୁଷୋତ୍ତମପୁର,୧୪ା୩(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଭାଟକୁମରଡ଼ା ଭାରତୀୟ ଷ୍ଟେଟବ୍ୟାଙ୍କ ଶାଖା ପକ୍ଷରୁ ସ୍ବୟଂ ସହାୟିକା ଗୋଷ୍ଠୀ ମହିଳାଙ୍କୁ ଋଣ ପ୍ରଦାନ ମେଳା ଶାଖା…

11 months ago

ଅଫିସରୁ ଘରକୁ ଫେରୁଥିଲେ କିରାଣୀ, ଜଙ୍ଗଲ ରାସ୍ତାରେ ମାଡିବସିଲା ଭିଜିଲାନ୍ସ, ଏତେ ଟଙ୍କା ଦେଖି ତାଜୁବ…

ଭଞ୍ଜନଗର/ବୁଗୁଡ଼ା,(ବାବୁଲା ପ୍ରଧାନ/କାଳୀ ଚରଣ ଦାସ): ଗଞ୍ଜାମ ଜିଲା ବ୍ରହ୍ମପୁର ଭିଜିଲାନ୍ସ ଟିମ ବେଲଗୁଣ୍ଠା ସବ ରେଜିଷ୍ଟର ଅଫିସର କିରାଣୀ ଶ୍ରୀକାନ୍ତ ଡାକୁଆଙ୍କ ଠାରୁ ଗୁରୁବାର ରାତିରେ ୧…

11 months ago

କଳିଙ୍ଗା ଘାଟିରେ ଓଲୋଟିଲା ଖମ୍ବେଶ୍ୱରୀ ବସ୍, ୧୦ ଆହତ

ଭଞ୍ଜନଗର,୧୪ା୩(ବାବୁଲା ପ୍ରଧାନ/ଚିନ୍ମୟ କୁମାର ସେଠୀ): ଗଞ୍ଜାମ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ଶୁକ୍ରବାର ପ୍ରତ୍ୟୁଷରେ ଖମ୍ବେଶ୍ୱରୀ ବସ୍ ଓଲୋଟି ପଡିଛି। ଏଥିରେ ୧୦ ରୁ…

11 months ago

ସିଦ୍ଧ ବାଙ୍କେଶ୍ବରୀଙ୍କ ଡିମ୍ବୁଳା ଯାତ୍ରା ଆରମ୍ଭ, ଯାତ୍ରା ପୀଠ ଲୋକାରଣ୍ୟ

ଦିଗପହଣ୍ଡି,୧୩ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରମୁଖ ଶକ୍ତିପୀଠ ମଧ୍ୟରୁ ତତ୍କାଳୀନ ବଡଖେମୁଣ୍ଡି ଗଡ଼ ତଥା ଦିଗପହଣ୍ଡି ବ୍ଲକ ବଡଡିମ୍ବୁଳା ଗ୍ରାମରେ କେଉଁ ଆବହମାନ କାଳରୁ ପୂଜା…

11 months ago

ଓଡ଼ିଆ ଅସ୍ମିତା ପାଇଁ ଭାଜପା ୫୦ ବର୍ଷ ଶାସନ କରିବ: ଉପେନ୍ଦ୍ର ଭଞ୍ଜଙ୍କ ଜୟନ୍ତୀ ଉଦ୍‌ଯାପିତ ଅବସରରେ ଏମିତି କହିଲେ ବିଧାୟକ

ଭଞ୍ଜନଗର,୧୩।୩(ବାବୁଲା ପ୍ରଧାନ): କବି ସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ଜନ୍ମମାଟି ଭଞ୍ଜନଗର ନିକଟସ୍ଥ କୁଲାଡରେ ଦୁଇ ଦିନ ଧରି ଚାଲିଥିବା କବି ସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ଜୟନ୍ତୀ ଗୁରୁବାର…

11 months ago

ବାଇକରେ ବ୍ରହ୍ମପୁର ଅଭିମୁଖେ ଦ୍ରୁତଗତିରେ ଯାଉଥିବାବେଳେ ଧରିଲା ପୋଲିସ, ଯାଞ୍ଚବେଳେ ମିଳିଲା…

ଦିଗପହଣ୍ଡି,୧୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଗୁରୁବାର ଗଞ୍ଜେଇ ଚୋରାଚାଲାଣ ଅଭିଯୋଗରେ ୨ ଜଣ ଯୁବକଙ୍କୁ ଗିରଫ କରି ବ୍ରହ୍ମପୁର ଜିଲା ଦୌରା ଜଜ୍‌…

11 months ago

ଗଞ୍ଜେଇ ସହ ଧରାପଡିବା ପରେ ମାରିଥିଲେ ଚମ୍ପଟ, ଗୋଡାଇ ଗୋଡାଇ ଧରିଲା ଅବକାରୀ

ଛତ୍ରପୁର, ୧୩।୩(ସନ୍ତୋଷ ପାଢ଼ୀ ): ଛତ୍ରପୁର ସ୍ଥିତ ଭ୍ରାମ୍ୟମାଣ ଅବକାରୀ ଟିମ ଗୁରୁବାର ଗଞ୍ଜାମ ବ୍ରିଜ ନିକଟରୁ ୮ କିଗ୍ରା ଗଞ୍ଜେଇ ସହ ଜଣଙ୍କୁ ଗିରଫ କରିଛନ୍ତି।…

11 months ago

ବ୍ଳକସ୍ତରୀୟ ଶିଶୁ ବାଟିକା ‘ପ୍ରସ୍ତୁତି ’ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ

ଦିଗପହଣ୍ଡି,୧୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଆନୁକୂଲ୍ୟରେ ଦିଗପହଣ୍ଡି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ତରଫରୁ ଆୟୋଜିତ ବ୍ଳକସ୍ତରୀୟ ୫ ଦିବସୀୟ ଶିଶୁ ବାଟିକା ପ୍ରାଥମିକ…

11 months ago

ମଧ୍ୟାହ୍ନଭୋଜନ ନ ମିଳିବାରୁ ରାଜରାସ୍ତାକୁ ଓହ୍ଲାଇଥିଲେ ଛାତ୍ରୀଛାତ୍ର: ପ୍ରଧାନ ଶିକ୍ଷୟିତ୍ରୀ ନିଲମ୍ବିତ

ପୁୁରୁଷୋତ୍ତମପୁୁର,୧୪।୩(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କୁୁମାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ଗତ ୫ ତାରିଖରେ ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନ ଭୋଜନ ଖାଇବାକୁ ମିଳି ନ ଥିବା ପ୍ରତିବାଦ…

11 months ago

ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ: ଛାତ୍ରୀଛାତ୍ରଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ

ଦିଗପହଣ୍ଡି,୧୩।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ କଇଠଡା ପଞ୍ଚାୟତ ଗୁହାଳପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷକ ଇ. ଗଣେଶ ପାତ୍ରଙ୍କ…

11 months ago