ଗଞ୍ଜାମ

ସ୍କୁଲରେ ବିଷ ପିଇଲେ ଛାତ୍ରୀ

ଧରାକୋଟ,୧୬ା୧(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ବଡ଼ଗଡ ଥାନା ଅନ୍ତର୍ଗତ ବାହଁରପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ମଧ୍ୟାହ୍ନଭୋଜନ ବିରତି…

3 months ago

ସ୍କୁଲରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କଲେ ସପ୍ତମ ଶ୍ରେଣୀ ଛାତ୍ରୀ, ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି

ବ୍ରହ୍ମପୁର,୧୬।୧: ଗଞ୍ଜାମ ଜିଲା ଧରାକୋଟ ବ୍ଲକ୍‌ ବାହାରପୁର ଗ୍ରାମର ଉଚ୍ଚ ପ୍ରାଥମିକ ସ୍କୁଲର ଜଣେ ଛାତ୍ରୀ ସ୍କୁଲରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଛାତ୍ରୀ ଜଣକ…

3 months ago

ଝିଅକୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ କରିଥିଲେ ମା’: ଆସିଲା ବ୍ୟବଚ୍ଛେଦ ରିପୋର୍ଟ

ବ୍ରହ୍ମପୁର,୧୬ା୧(ସୁବାସ ଚନ୍ଦ୍ର ପାଢ଼ୀ): ଗୋଳନ୍ଥରା ଥାନା ହଳଦିଆପଦରସ୍ଥିତ ଏକ ହୋଟେଲରେ ଗତ ଶୁକ୍ରବାର ଜଣେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଥିଲା। ଝିଅକୁ ବଳାତ୍କାର ପରେ ହତ୍ୟା କରାଯାଇଥିବା…

3 months ago

ଗଞ୍ଜେଇ ସହ ୨ ଜଣଙ୍କୁ ମାଡ଼ିବସିଲା ପୋଲିସ

ଫିରିଙ୍ଗିଆ,୧୫ା୧(ବିକ୍ରମ ଦିଗାଲ): ବେଆଇନ ଗଞ୍ଜେଇ ଚାଲାଣ ଅଭିଯୋଗରେ ଫିରିଙ୍ଗିଆ ପୋଲିସ ୨ ଜଣଙ୍କୁ ସୋମବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଉକ୍ତ ଥାନା ଅନ୍ତର୍ଗତ ପାଙ୍ଗା…

3 months ago

୧୮ରୁ ସମୂହ ଛୁଟିରେ ଯିବେ ପ୍ରାଣୀ ଚିକିତ୍ସକ

ଛତ୍ରପୁର,୧୫ା୧(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାର ସମସ୍ତ ପ୍ରାଣୀ ଚିକିତ୍ସକ ଏକକାଳୀନ ଆସନ୍ତା ୧୮ ତାରିଖରୁ ସମୂହ ଛୁଟିରେ ଯିବେ ବୋଲି ଜିଲା ସଂଘ ପକ୍ଷରୁ କୁହାଯାଇଛି। ପ୍ରାଣୀ…

3 months ago

କୋଦଳା, ବେଗୁନିଆପଡ଼ାରେ ଚିକିତ୍ସା ବ୍ୟବସ୍ଥା ବିପର୍ଯ୍ୟସ୍ତ

କୋଦଳା,୧୫ା୧(ଅମିତ୍‌ କୁମାର ପଟ୍ଟନାୟକ): ରାଜ୍ୟ ସରକାର ୫-ଟି ଜରିଆରେ ବିଭିନ୍ନ ଚିକିତ୍ସାକେନ୍ଦ୍ରକୁ କୋଟି କୋଟି ଟଙ୍କା ବିନିମୟରେ ବହୁ ଉନ୍ନୟନ କାର୍ଯ୍ୟ କରୁଥିବା ବେଳେ ରୋଗୀଙ୍କ ଚିକିତ୍ସା…

3 months ago

ବିନା ଅସ୍ତ୍ରୋପଚାରରେ ୩ ସନ୍ତାନ ଜନ୍ମ

ଜଗନ୍ନାଥ ପ୍ରସାଦ, ୧୪ା୧(ବିଭୁ ପ୍ରସାଦ ପଟ୍ଟନାୟକ)ଏକକାଳୀନ ୩ଟି କନ୍ୟା ସନ୍ତାନକୁ ଜନ୍ମଦେଲେ ମହିଳା । ଶୁକ୍ରବାର ରାତି ପ୍ରାୟ ୮.୩୦ ସମୟରେ ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ…

3 months ago

ରକ୍ତଭଣ୍ଡାରରେ ରକ୍ତ ଅଭାବ

ବ୍ରହ୍ମପୁର,୧୪।୧(ସୁବାସ ଚନ୍ଦ୍ର ପାଢ଼ୀ)ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍‌କେସିଜି) ମେଡିକାଲ ପରିସରରେ ଥିବା ରକ୍ତଭଣ୍ଡାରରେ ରକ୍ତର ଅଭାବ ପରିଲକ୍ଷିତ ହୋଇଛି। ସ୍ଥିତି ଏଭଳି ହୋଇଛି ଯେ ନେଗେଟିଭ ଗ୍ରୁପ…

3 months ago

ସାତକୋଶିଆରେ ବଢ଼ିଛି କୁମ୍ଭୀର ସଂଖ୍ୟା, କମିଛନ୍ତି ପକ୍ଷୀ

ଅନୁଗୋଳ,୧୩ା୧(ଅମିତ କୁମାର ସାମଲ): ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟର ଟିକରପଡ଼ା ମହାନଦୀ ଗଣ୍ଡରେ ଚଳିତବର୍ଷ କୁମ୍ଭୀର ଓ ବିଦେଶାଗତ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଗତ ୬ରୁ…

3 months ago

ଓଲଟିଲା ଧାନବୋଝେଇ ଟ୍ରାକ୍ଟର: ଜଣେ ଶ୍ରମିକ ମୃତ, ଜଣେ ଆହତ

ଛତ୍ରପୁର,୧୩ା୧(ଦିଲ୍ଲୀପ ସାମଲ): ଭାରସାମ୍ୟ ହରାଇ ଏକ ଧାନବୋଝେଇ ଟ୍ରାକ୍ଟର ଓଲଟି ପଡ଼ିବାରୁ ଜଣେ ଶ୍ରମିକଙ୍କର ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଆହତ ହୋଇଛନ୍ତି। ଆହତ ଜଣଙ୍କ…

3 months ago