ଗଞ୍ଜାମ

ଓଲଟିଲା ଧାନବୋଝେଇ ଟ୍ରାକ୍ଟର: ଜଣେ ଶ୍ରମିକ ମୃତ, ଜଣେ ଆହତ

ଛତ୍ରପୁର,୧୩ା୧(ଦିଲ୍ଲୀପ ସାମଲ): ଭାରସାମ୍ୟ ହରାଇ ଏକ ଧାନବୋଝେଇ ଟ୍ରାକ୍ଟର ଓଲଟି ପଡ଼ିବାରୁ ଜଣେ ଶ୍ରମିକଙ୍କର ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଆହତ ହୋଇଛନ୍ତି। ଆହତ ଜଣଙ୍କ…

4 months ago

କୋଡ଼ି ମାଡ଼ରେ ଜଣଙ୍କ ଜୀବନ ଗଲା, ଅଭିଯୁକ୍ତ ଗିରଫ

ହିଞ୍ଜିଳିକାଟୁ,୧୩ା୧(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଗଣ୍ଡଳା ଗ୍ରାମରେ ଶନିବାର କୋଡ଼ି ମାଡ଼ରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ ଗ୍ରାମର ବିଜୟ ପାଣିଗ୍ରାହୀ…

4 months ago

ଡାକ୍ତରଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୧୩ା୧(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଖଲ୍ଲିକୋଟ ଅଞ୍ଚଳର ବିଷ୍ଣୁ ଗୌଡ଼ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଶୁକ୍ରବାର ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରାଜଜ୍‌ (ଏଡିଜେ)୩…

4 months ago

ନିଶା ଇଞ୍ଜେକଶନ୍‌ ଦେଇ ମାରି ଖଣ୍ଡ ଖଣ୍ଡ କରି କାଟିଥିବା  ଡାକ୍ତରଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୧୨।୧(ସୁବାସ ଚନ୍ଦ୍ର ପାଢ଼ୀ) : ବହୁ ଚର୍ଚ୍ଚିତ ବିଷ୍ଣୁ ଗୌଡ଼ ହତ୍ୟା ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁକ୍ରବାର ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ (ଏଡିଜେ)୩…

4 months ago

ଖାଦ୍ୟ ପ୍ରକ୍ରିୟାକରଣ କେନ୍ଦ୍ର, ଗ୍ରାମ୍ୟ ଶିଳ୍ପ ଉଦ୍ୟାନ ବୁଲିଲେ ରାଜ୍ୟପାଳ

ଛତ୍ରପୁର,୧୧।୧(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଚମାଖଣ୍ଡିସ୍ଥିତ ମିଶନଶକ୍ତି ଖାଦ୍ୟ ପ୍ରକ୍ରିୟାକରଣ କେନ୍ଦ୍ର ଓ ମିଶନ ଶକ୍ତି ଗ୍ରାମ୍ୟ ଶିଳ୍ପ ଉଦ୍ୟାନକୁ ରାଜ୍ୟପାଳ ରଘୁବର…

4 months ago

ନାବାଳିକା ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ଗ୍ରାମରେ ଉତ୍ତେଜନା

ହିଞ୍ଜିଳିକାଟୁ,୧୧ା୧(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଦାରୁଭଦ୍ରା ପ୍ରାଥମିକ ବିଦ୍ୟାଳୟରେ ଜଣେ ନାବାଳିକା ଛାତ୍ରୀଙ୍କୁ ଗୁରୁବାର ପୂର୍ବାହ୍ନରେ ଉକ୍ତ ବିଦ୍ୟାଳୟର ପ୍ରଧାନଶିକ୍ଷକ ଅସଦାଚରଣ କରିଥିବା ଅଭିଯୋଗ…

4 months ago

ଅଙ୍ଗନଓ୍ବାଡ଼ି କେନ୍ଦ୍ରର ପୋଷଣ କାର୍ଯ୍ୟକ୍ରମରେ ରାଜ୍ୟପାଳ

ଛତ୍ରପୁର,୧୧ା୧(ସନ୍ତୋଷ ପାଢ଼ୀ): ରାଜ୍ୟପାଳ ରଘୁବର ଦାସ ଗୁରୁବାର ଗଞ୍ଜାମ ଗଞ୍ଜାମ ଜିଲାର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ରାଜ୍ୟପାଳ ଆଜି ସକାଳେ ମା’ ତାରାତାରିଣୀଙ୍କ ପୀଠରେ ପହଞ୍ଚି…

4 months ago

ତାରାତାରିଣୀଙ୍କୁ ଦର୍ଶନ କରି ରାଜ୍ୟବାସୀଙ୍କ ମଙ୍ଗଳକାମନା କଲେ ରାଜ୍ୟପାଳ,ରାସ୍ତାରେ ଲୋକଙ୍କ ଅଭିଯୋଗ ଶୁଣିଲେ , ରୋଗାକ୍ରାନ୍ତ ନାବାଳକଙ୍କ ଚିକିସାଲାଗି ଦେଲେ ପ୍ରତିଶ୍ରୁତି

ପୁରୁଷୋତ୍ତମପୁର,୧୧/୧( ସିମାଞ୍ଚଳ ମିଶ୍ର) ରାଜ୍ୟପାଳ ରଘୁବର ଦାଶ ଗୁରୁବାର ସକାଳେ ଦକ୍ଷିଣ ଓଡିଶାର ପ୍ରସିଦ୍ଧ ଇଷ୍ଟଦେବୀ ମା ତାରାତାରୀଣୀଙ୍କ ଦର୍ଶନ କରି ଆଶିଷ ନେବା ସହ ଓଡିଶାବାସୀଙ୍କ…

4 months ago

୨୫ରୁ ଗୋପାଳପୁର ବେଳାଭୂମି ମହୋତ୍ସବ

ଛତ୍ରପୁର,୧୦ା୧(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲାରେ ଚଳିତ ମାସ ୨୫ରୁ ୨୮ ତାରିଖ ପର୍ଯ୍ୟନ୍ତ ଗୋପାଳପୁର ବେଳାଭୂମି ମହୋତ୍ସବ ଅନୁଷ୍ଠିତ ହେବ। ଏନେଇ ବୁଧବାର ଛତ୍ରପୁରସ୍ଥିତ…

4 months ago

ନାବାଳିକା ଗର୍ଭବତୀ, ଥାନାରେ ଏତଲା

ପାତ୍ରପୁର,୮ା୧(ଉମା ଚରଣ ନେପାକ): ପାତ୍ରପୁର ବ୍ଲକ୍‌ ଅଞ୍ଚଳରେ ଜଣେ ୧୬ ବର୍ଷିୟା ନାବାଳିକା ଗର୍ଭବତୀ ହେବା ସମ୍ପର୍କରେ ଜରଡ଼ା ଥାନାରେ ସୋମବାର ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତିକରି…

4 months ago