ଗଞ୍ଜାମ

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ମନ୍ତ୍ରୀ, ବିଧାୟକଙ୍କ ଲାଗି ଖରାରେ ଶିଝିଲେ ଶିଶୁ : ସାଧାରଣରେ ବଢିଲା ଅସନ୍ତୋଷ

ପୁରୁଷୋତ୍ତମପୁର,୮।୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଉଦ୍‌ଯାପିତହୋଇଛି। ମା’ଙ୍କ ଚୈତ୍ରମାସର ଶେଷ ଦର୍ଶନ ଲାଗି ପ୍ରବଳ ଜନ ସମାଗମ…

1 year ago

ରକ୍ତଦାନ କରି ଅନ୍ୟର ଜୀବନ ବଞ୍ଚାଇବା ଲକ୍ଷ୍ୟ:ଓଡିଆ ପକ୍ଷରେ ରକ୍ତଦାନ ଶିବିର

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ): ରାଜ୍ୟରେ ଭାଜପା ସରକାର ଆସିବା ପରେ କେତେକ କ୍ଷେତ୍ରରେ ପରିବର୍ତ୍ତନ ହେଉଛି। ଚଳିତବର୍ଷ ଉତ୍କଳ ଦିବସକୁ ଓଡିଶା ଦିବସ ଭାବେ ପାଳନ କରାଯାଇଥିଲା। ଏଥିସହ…

1 year ago

ଆଜି ଚୈତ୍ର ମଙ୍ଗଳବାର ଶେଷ ପାଳି: ବାସନ୍ତିକ ଦୁର୍ଗା ବେଶରେ ଦର୍ଶନ ଦେଲେ ମା’ ତାରାତାରିଣୀ

ପୁରୁଷୋତ୍ତମପୁର,୮।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଉଦ୍‌ଯାପିତ ହୋଇଯାଇଛି। ଶେଷ ପାଳିରେ ମା’ ତାରାତାରିଣୀ ବାସନ୍ତିକ ଦୁର୍ଗା ବେଶରେ ସଜ୍ଜିତ…

1 year ago

ମହିଳାଙ୍କଠାରୁ ଝାମ୍ପିନେଲେ ସୁନାଚେନ

ଗୋପାଳପୁର,୭ା୪(ନବୀନ ରାଜ ଆଚାରୀ): ଗୋପାଳପୁର ଥାନା ଅଞ୍ଚଳରେ ଲୁଟ, ଚୋରି ଓ ଅସାମାଜିକ କାର୍ଯ୍ୟକଳାପ ବଢ଼ିବାରେ ଲାଗିଛି। ବେଳାଭୂମିରେ ପ୍ରାତଃ ଭ୍ରମଣ ସମୟରେ ମହିଳାଙ୍କ ଠାରୁ ସୁନା…

1 year ago

ବିଭିନ୍ନ ପ୍ରକଳ୍ପ ଉଦଘାଟନ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ଦେଖିବାକୁ ଲୋକଙ୍କ ଭିଡ଼

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର ରାୟ ସରକାରଙ୍କ ପ୍ରଦତ୍ତ ଅନୁଦାନରେ ନିର୍ମିତ ବିଭିନ୍ନ ପ୍ରକଳ୍ପର ଶୁଭ ଉଦଘାଟନ କରିବା ସହ ଆଧ୍ୟାତ୍ମିକ କାର୍ଯ୍ୟକ୍ରମରେ…

1 year ago

ଦଣ୍ଡୁଆଙ୍କୁ ଧକ୍କା ଦେଲା ବାଇକ୍‌

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ଗାୟତ୍ରୀ ପ୍ରଜ୍ଞା ଶିଶୁମନ୍ଦିର ନିକଟରେ ସୋମବାର ଜଣେ ଦଣ୍ଡୁଆ ବାଇକ ଦୁର୍ଘଟଣାରେ ଆହାତ…

1 year ago

ସଞ୍ଜୟଙ୍କୁ ଆକ୍ରମଣ ଘଟଣା : ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଡା ଗ୍ରାମର ଜି. ଡୋରା ରେଡ୍ଡୀଙ୍କୁ ସୋମବାର ତଦନ୍ତକାରୀ ଅଧିକାରୀ ଏସ୍‌ଆଇ ସୋଫିଆ ମିଶ୍ର ଗିରଫକରି କୋର୍ଟ…

1 year ago

ଗୋଟିଏ ପରିବାରର ତିନିଜଣ ଆତ୍ମହତ୍ୟା ଘଟଣା ରେଡ଼କ୍ରସ ଫଣ୍ଡରୁ ୯୦ ହଜାର ସହାୟତା

ଗଞ୍ଜାମ,୭ା୪(ବିଦ୍ୟାଧର ସାହୁ)-ଗଞ୍ଜାମ ଥାନା ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ପାଳିବନ୍ଧ ଗ୍ରାମର ଗୋଟିଏ ପରିବାରତ ତିନିଜଣ ମାଆ ଝିଅ ଓ ପୁଅ କୌଣସି କାରଣରୁ ବିଷ ପିଇ ଆତ୍ମହତ୍ୟା…

1 year ago

ସ୍ଥାନାନ୍ତର ହେବ ଆର୍ଯ୍ୟପଲ୍ଲୀ ମେରାଇନ ଥାନା

ଛତ୍ରପୁର,୭ା୪(ସନ୍ତୋଷ ପାଢ଼ୀ): ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ ମେରାଇନ ଥାନା ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେବ। ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

1 year ago

ଅକାଳରେ ଚାଲିଗଲା ୨ ଜୀବନ: ପୋଲିସ ତଦନ୍ତ ଜାରି

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ ବଡବୋରସିଙ୍ଗିର ଦୀପକ ଭୋଳଙ୍କ ମୃତଦେହ ରବିବାର ଏକ କାଜୁ ବଗିଚାରୁ ମିଳିଥିଲା। ସେହିଭଳି ତାରସିଂ ଥାନା ଅନ୍ତର୍ଗତ…

1 year ago