ଗଞ୍ଜାମ

ଶୌଚ ପାଇଁ ଯାଇଥିବାବେଳେ ପୋଖରୀରେ ବୁଡ଼ିଗଲେ ବ୍ୟକ୍ତି

ଦିଗପହଣ୍ଡି,୨୮ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁରୁଣା ବସ୍‌ଷ୍ଟାଣ୍ଡ ନିକଟ ବିଶ୍ୱାସରାୟ ବନ୍ଧ ପୋଖରୀରୁ ଶୁକ୍ରବାର ଅପରାହ୍ନରେ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

1 year ago

ପୋତାଗଡ଼ରେ ବେଆଇନ ପାର୍କିଂ ଆଦାୟକୁ ନେଇ ବଢୁଛି ଅସନ୍ତୋଷ, ପର୍ଯ୍ୟଟକ ନିରାଶ

ଗଞ୍ଜାମ,୨୮ା୨(ବିଦ୍ୟାଧର ସାହୁ): ସହର ନିକଟରେ ଐତିହାସିକ ପୋତାଗଡ଼ ଦୁର୍ଗ ଅବସ୍ଥିତ। ଏହି ପୋତାଗଡ଼ ଦୁର୍ଗକୁ ବୁଲିବାକୁ ବର୍ଷ ତମାମ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି। ବର୍ତ୍ତମାନ ପୋତାଗଡ଼ର ପୁନଃ…

1 year ago

୭୮ ବର୍ଷ ପରେ ଚକରା ଘାଟି ମନେପଡ଼ିଲା: ବିଧାୟକ,ଆରସିସିଏଫ ଉନ୍ନୟନ କାର୍ଯ୍ୟ ତଦାରଖ କଲେ

ଭଞ୍ଜନଗର,୨୭ା୨(ବାବୁଲା ପ୍ରଧାନ):ଘୁମୁସର ବୀର ଚକରା ବିଷୋୟୀଙ୍କ ସ୍ମୃତିକୁ ବଜାୟ ରଖିବା ପାଇଁ ଦେଶ ସାଧୀନତାର ୭୮ ବର୍ଷ ପରେ ବର୍ତ୍ତମାନର ଭାଜପା ସରକାର ଉଦ୍ୟମ ଆରମ୍ଭ କରିଛନ୍ତି।…

1 year ago

ଚୋରି ଟ୍ରକ୍‌ ପୁରୀରୁ ଠାବ

ଗୋପାଳପୁର,୨୭ା୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଧୀନ ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଏକ ପେଟ୍ରୋଲ ପମ୍ପ ପରିସରରେ ଟ୍ରକ୍‌କୁ ପାର୍କିଂ କରି ଡ୍ରାଇଭର…

1 year ago

ବ୍ୟବସାୟୀଙ୍କୁ ହତ୍ୟା ଉଦ୍ୟମ: ଜେଲ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୨୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପଳାସପୁର ଗ୍ରାମ ଛକରେ ଦୋକାନ କରିଥିବା ପଳାସପୁର ଗ୍ରାମର ବ୍ୟବସାୟୀ ବରୁଣାନନ୍ଦ ପାଢ଼ୀଙ୍କୁ ସଂଘବଦ୍ଧ ଭାବେ ହତ୍ୟା…

1 year ago

ହଷ୍ଟେଲରେ ରହୁଥିବା ବଡ଼ଝିଅକୁ ଦେଖିବା ଲାଗି ଯାଉଥିଲେ, ବାଟରେ ଘଟିଲା ଅଘଟଣ…

ଆସିକା,୨୭ା୨(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା-ବ୍ରହ୍ମପୁର ୫୯ ନଂ. ଜାତୀୟ ରାଜପଥର ପିତଳ ଛକ ନିକଟରେ ଗୁରୁବାର ସନ୍ଧ୍ୟାରେ ପିକ୍‌ଅପ୍‌ ଭ୍ୟାନ୍‌ ସହ ବାଇକ୍‌ ମୁହାଁମୁହିଁ…

1 year ago

୨ ଯୁବକ ଜିଅନ୍ତା ଜଳିଯିବା ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ଦିଗପହଣ୍ଡି,୨୭ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି-ଚିକିଟି ମୁଖ୍ୟରାସ୍ତା ଜକର ଗ୍ରାମ ନିକଟ ମା’ ରତ୍ନେଇ ଠାକୁରାଣୀ ମନ୍ଦିର ନିକଟରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଧାନ ବୋଝେଇ ଟ୍ରକ ବିପରୀତ…

1 year ago

ସ୍ବାମୀଙ୍କୁ ଆକ୍ରମଣ ପରେ ସ୍ତ୍ରୀଙ୍କୁ ଅସଦାଚରଣ: ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୨୭।୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ପୂର୍ବ ଶତ୍ରୁତାକୁ ନେଇ ଠାକୁରାଣୀ ଛକର ରବି ନାୟକଙ୍କୁ ଦଳିତ ସାହିର ଲାଲୁ ନାୟକ ଏକ ଠେଙ୍ଗାରେ…

1 year ago

ମାର୍ଚ୍ଚ ୮ରେ ଗଞ୍ଜାମ ଆସିବେ ମୁଖ୍ୟମନ୍ତ୍ରୀ: ସୁଭଦ୍ରା ଟଙ୍କା କରିବେ ବଣ୍ଟନ

ଛତ୍ରପୁର,୨୭।୨(ଦିଲ୍ଲୀପ ସାମଲ): ଆସନ୍ତା ୮ରେ ଗଞ୍ଜାମ ଆସିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହା ତାଙ୍କର ଗଞ୍ଜାମକୁ ୨ୟ ଗସ୍ତ ଅଟେ । ମାର୍ଚ୍ଚ ୮ ଆନ୍ତର୍ଜାତୀୟ…

1 year ago

ହତ୍ୟା ଉଦ୍ୟମ ଘଟଣା: ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୭।୨(ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଦଳିତ ସାହିର ବାସୁଦେବ ନାଇକଙ୍କୁ ତାଙ୍କ ପଡୋଶୀ ରବି ନାଇକ ଗତ ସୋମବାର…

1 year ago