ଦିଗପହଣ୍ଡି,୧୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ନୂଆପଡା ଗ୍ରାମରେ ଘଟିଥିବା ଏକ ହତ୍ୟା ଉଦ୍ୟମ ଘଟଣାରେ କେ. ନୂଆଗାଁ ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି…
ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହରତଳି ଲଣ୍ଡେଇସାହି ବାସିନ୍ଦାଙ୍କ ବହୁ ବର୍ଷର ବାଇପାସ ରାସ୍ତା ଆଶା ଆଗାମୀ ଦିନରେ ପୂରଣ ହେବା ସମ୍ଭାବନା ଦେଖାଦେଇଛି। ଭଞ୍ଜନଗର ବିଧାୟକ…
ଦିଗପହଣ୍ଡି,୧୧୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପ୍ରଥମ ଶ୍ରେଣୀ ବିଚାରବିଭାଗୀୟ ମାଜିଷ୍ଟ୍ରେଟ ନିଳିମା ଷଡ଼ଙ୍ଗୀ ଗତ ୨୦୧୨ ମସିହାର ଏକ ଆକ୍ରମଣ ଓ ଚୋରି ମାମଲାର…
ଗଞ୍ଜାମ,୧୧ା୭(ବିଦ୍ୟାଧର ସାହୁ): ଦୀର୍ଘବର୍ଷ ହେବ ଗଞ୍ଜାମ ଏନ୍ଏସିରେ ଡ୍ରେନେଜ ବ୍ୟବସ୍ଥା ଭୁଶୁଡି ପଡ଼ିଥିବା ଜଣାପଡ଼ିଛି। ଯାହା ଫଳରେ ବର୍ଷାଦିନ ହେଲେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…
ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ବନ୍ୟପ୍ରାଣୀଙ୍କ ସୁରକ୍ଷିତ ବାସସ୍ଥଳୀ ପାଲଟିଯାଇଛି। ତେଣୁ ଏହି ବନଖଣ୍ଡରେ ବିରଳ ଗୟଳ ବଂଶ ଇତିମଧ୍ୟରେ ବୃଦ୍ଧି ପାଉଥିବା…
ଭଞ୍ଜନଗର,୧୧ା୭(ବାବୁଲା ପ୍ରଧାନ): ଓଡ଼ିଶା ବିଧାନସଭା ଷ୍ଟାଣ୍ଡିଂ କମିଟି -୪ ଆସନ୍ତା ୧୫ ଓ ୧୬ ତାରିଖ ଦୁଇ ଦିନିଆ ଗଞ୍ଜାମ ଜିଲା ଗସ୍ତରେ ଆସିବେ। କମିଟିର ଚେୟାରମ୍ୟାନ…
ପାତ୍ରପୁର,୧୦ା୭(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡ଼ା ଥାନା ଅନ୍ତର୍ଗତ ଠଣାଗାଁ ରାସ୍ତା ନିକଟରେ ଗୁରୁବାର ବାଇକ୍-ବୁଲେଟ ମୁହାଁମୁହିଁ ଧକ୍କା ହେବାରୁ ୩ ଜଣଙ୍କ ମୃତ୍ୟୁ ଘଟିଛି।…
ବ୍ରହ୍ମପୁର, ୧୦।୭(ସୁବାସ ଚନ୍ଦ୍ର ପାଢ଼ୀ): ୨୦୨୪ ଡିସେମ୍ବର ମାସରେ ଜନୈକା ୮ ବର୍ଷର ନାବାଳିକାଙ୍କୁ ମୋବାଇଲ ଦେଖାଇବା ଆଳରେ ଘର ଭିତରେ ଅସଦାଚାରଣ ହୋଇଥିବା ଅଭିଯୋଗ ହୋଇଥିଲା।…
ଛତ୍ରପୁର, ୧୦।୭(ଦିଲୀପ ସାମଲ): ଆସନ୍ତା ଅକ୍ଟୋବର ୨୨ରୁ ୩୦ ତାରିଖ ବାହାରିନଠାରେ ୩ୟ ଏସିଆନ୍ ୟୁଥ୍ ଗ୍ୟାମ୍ସ ବାହାରିନ -୨୦୨୫ କବାଡି ପ୍ରତିଯୋଗିତା ଅନୁଷ୍ଠିତ ହେବାକୁ ଯାଉଛି।…
ଛତ୍ରପୁର,୧୦ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ଭାବେ ପ୍ରଦ୍ୟୁମ୍ନ କୁମାର ରାଉତରାୟ ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ ନୂଆପଡ଼ା ଜିଲା ଯୋଗାଣ…