ଗଞ୍ଜାମ

ସିମେଣ୍ଟ ବୋଝେଇ ଟ୍ରକ ଧକ୍କାରେ ବାପା, ପୁଅ ମୃତ ମା’ ଗୁରୁତର

ଛତ୍ରପୁର,୭।୧(ଦିଲ୍ଲୀପ ସାମଲ): ରମ୍ଭା ଥାନା ଅନ୍ତର୍ଗତ ଅରୁଣପୁର ଗ୍ରାମ ନିକଟରେ ସିମେଣ୍ଟ ବୋଝେଇ ଟ୍ରକ ଧକ୍କାରେ ଜଣେ ୭ ବର୍ଷର ପୁଅ ଓ ବାପାଙ୍କ ମୃତ୍ୟୁ ଘଟିଥିବା…

1 year ago

୧୦ମ ଶ୍ରେଣୀ ଛାତ୍ରୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର: ସୁଧାର ଗୃହକୁ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୬ା୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଞ୍ଚଳର ଜଣେ ୧୦ମ ଶ୍ରେଣୀ ଛାତ୍ରୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ଘଟଣାର ଅଭିଯୁକ୍ତଙ୍କୁ ସୋମବାର ବ୍ରହ୍ମପୁରସ୍ଥିତ ଜୁଭେନାଇଲ ଜଷ୍ଟିସ…

1 year ago

‘ଛାତ୍ରୀମାନଙ୍କ ଆତ୍ମସୁରକ୍ଷା ପାଇଁ ତାଲିମ ପ୍ରଶିକ୍ଷଣ ଜରୁରୀ’

ପୁରୁଷୋତ୍ତମପୁର,୬ା୧(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜରେ ଆତ୍ମସୁରକ୍ଷା ଶିବିର ଅଧ୍ୟାପିକା ଶ୍ରାବଣୀ ଖଟେଇଙ୍କ ସଂଯୋଜନାରେ ସୋମବାର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ କଲେଜର ଅଧ୍ୟକ୍ଷ ଡଃ…

1 year ago

ଜାରି ରହିବ ପରିବେଶ ସୁରକ୍ଷା ଅଭିଯାନ

ବ୍ରହ୍ମପୁର,୬ା୧(ଅଶୋକ କୁମାର ସାହୁ): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ବନ୍ଥପଲ୍ଲୀ ପଞ୍ଚାୟତ ବନ୍ଥପଲ୍ଲୀ ଗ୍ରାମରେ ଜାତୀୟ ପକ୍ଷୀ ଦିବସ ଅବସରରେ ଘରଚଟିଆ ସଂରକ୍ଷଣ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ…

1 year ago

ଡାୟାଲିସିସ୍‌ ସେବାର ଉଦ୍‌ଘାଟନ କଲେ ସ୍ବାସ୍ଥ୍ୟମନ୍ତ୍ରୀ

ଛତ୍ରପୁର,୫ା୧(ଦିଲୀପ ସାମଲ): ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ୪ଟି ଶଯ୍ୟା ବିଶିଷ୍ଟ ନିଃଶୁଳ୍କ ଡାୟାଲିସିସ ସେବାର ଶୁଭ ଉଦ୍‌ଘାଟନ ହୋଇଯାଇଛି। ଏହାକୁ ଓଡ଼ିଶା ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର…

1 year ago

ଜେଜେ ମା’, ନାତୁଣୀଙ୍କୁ ଅପହରଣ କରି ସୁନା, ରୁପା ଲୁଟି ନେଲେ ଅଟୋ ଚାଳକ

ପୁରୁଷୋତ୍ତମପୁର,୫।୧(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରୁ ରବିବାର ଏକ ଅଭାବନୀୟ ଘଟଣା ଶନିବାର ସାମ୍‌ନାକୁ ଆସିଛି। ଏକ ଅଟୋ ଯୋଗେ ଘରକୁ ଫେରୁଥିବା ବେଳେ ଅଟୋ…

1 year ago

‘ଭାଇଚାରା ସହ ସମାଜରେ ସମସ୍ତେ ମିଳିମିଶି ରହିବାକୁ ଆହ୍ବାନ’

ପୁରୁଷୋତ୍ତମପୁର,୫ା୧(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହି ଜଗନ୍ନାଥ ମନ୍ଦିର ପରିସରରେ ଗଞ୍ଜାମ ଜିଲା ବିଶ୍ବକର୍ମା ସମାଜର ବାର୍ଷିକ ଅଧିବେଶନ ରବିବାର ଅନୁଷ୍ଠିତ ହୋଇଯାଇଛି।  ପୂର୍ବଖଣ୍ଡମୁଠା ଆନୁକୂଲ୍ୟରେ…

1 year ago

ରାଜ୍ୟ ସରକାରୀ କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର

ଛତ୍ରପୁର,୪ା୧(ଦିଲ୍ଲୀପ ସାମଲ): ଓଡ଼ିଶା ରାଜ୍ୟ ସରକାରୀ କର୍ମଚାରୀ ସମନ୍ବୟ ସମିତିର ରାଜ୍ୟ ସାଧାରଣ ସମ୍ପାଦକ ସୁଜିତ କୁମାର ନାୟକଙ୍କ ବିରୋଧରେ ହୋଇଥିବା ଆକ୍ରୋଶମୂଳକ ମିଥ୍ୟା ବିଭାଗୀୟ କାର୍ଯ୍ୟାନୁଷ୍ଠାନ…

1 year ago

ହାତୀପଲ ଘରଭାଙ୍ଗି ଧାନ ଖାଇଲେ: ପରିବା ଚାଷ, ସୋଲାର ଲାଇଟ କଲେ ନଷ୍ଟ

ଭଞ୍ଜନଗର,୪।୧(ବାବୁଲା ପ୍ରଧାନ): ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ ବନାଞ୍ଚଳରେ କିଛିଦିନ ହେଲା ୨୫ ଟିକିଆ ହାତୀପଲ ଘୂରି ବୁଲୁଛନ୍ତି। ସନ୍ଧ୍ୟା ହେଲେ ଜଙ୍ଗଲରୁ ବାହାରି…

1 year ago

ହତ୍ୟା ଉଦ୍ୟମ ଘଟଣା: ବାପ,ପୁଅ ସମେତ ୩ ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୩ା୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଓଡ଼ାସିଙ୍ଗି ଗ୍ରାମର ଶ୍ରୀ ଗୋପୀନାଥ ପାଣି ପଞ୍ଚାୟତ କମିଟି ସଭାପତି ଏସ୍‌. ସହଦେବ ରେଡ୍ଡୀଙ୍କୁ ପୂର୍ବ ଶତ୍ରୁତାକୁ ନେଇ ଗୁରୁବାର…

1 year ago