ଗଞ୍ଜାମ

ଚିଲିକାରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ

ଖଲ୍ଲିକୋଟ,୨୨ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଉପର ଆଲପୁର ନିକଟ ଚିଲିକା ମଝିରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ବୁଧବାର ଅପରାହ୍ନରେ…

1 year ago

ହାତୀପଲଙ୍କ ଦୌରାତ୍ମ୍ୟ: ବିଦ୍ୟାଳୟ କୋଠା ସମେତ ଭାଙ୍ଗିଲେ ୩ ଘର

ଭଞ୍ଜନଗର,୨୨ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡରେ ହାତୀପଲ କିଛିମାସ ନୀରବ ରହିବା ପରେ ବୁଧବାର ରାତିରେ ପୁଣି କେତେକ ଗ୍ରାମରେ ପଶି ଭଙ୍ଗାରୁଜା…

1 year ago

ନକଲି ପୋଲିସକୁ ଧରିଲା ଅସଲି ପୋଲିସ: ୧ ଲକ୍ଷ ଟଙ୍କା ଜବତ, ୨ ଗିରଫ

ଦିଗପହଣ୍ଡି,୨୨ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନାଠାରୁ ପ୍ରାୟ ୫୦ ମିଟର ଦୂର ଏନ୍‌ଏସି ଚେକ୍‌ ଗେଟ୍‌ ନିକଟରେ ପୋଲିସ ପରିଚୟ ଦେଇ ୨ ଯୁବକଙ୍କଠାରୁ…

1 year ago

ଯୁକ୍ତ ୨ କଳାରେ ସାଗରିକା ବ୍ଲକ ଟପ୍ପର, ଗୁଡ୍‌ଲିରାଣୀ କଲେଜ ଟପ୍ପର

ଦିଗପହଣ୍ଡି,୨୨ା୫(ଅଶେଷ ନାଥ ମିଶ୍ର): ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଯୁକ୍ତ ୨ ଦ୍ୱିତୀୟ ବର୍ଷ ବିଜ୍ଞାନ ଓ କଳା ବିଭାଗର ପରୀକ୍ଷା ଫଳ ପ୍ରକାଶ…

1 year ago

ପ୍ରୀତି ନାୟକ ଖେମୁଣ୍ଡି କଲେଜ ଟପ୍ପର

ଦିଗପହଣ୍ଡି,୨୧।୫(ଅଶେଷ ନାଥ ମିଶ୍ର): ଓଡିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଯୁକ୍ତ ୨ ଦ୍ୱିତୀୟ ବର୍ଷ ବିଜ୍ଞାନ ଓ କଳା ବିଭାଗର ପରୀକ୍ଷାଫଳ ବୁଧବାର ପ୍ରକାଶ…

1 year ago

ତାମିଲନାଡୁରେ ଚାଲିଗଲା ଅରକ୍ଷିତଙ୍କ ଜୀବନ,ପରିବାର ଉପରେ ଭାଙ୍ଗିଲା ଦୁଃଖର ପାହାଡ଼

ଦିଗପହଣ୍ଡି,୨୧ା୫(ଅଶେଷ ନାଥ ମିଶ୍ର)-ତାମିଲନାଡୁ ରାଜ୍ୟର ଶିବଗଙ୍ଗା ଜିଲା ମାଲକୋଟାଇ ଗ୍ରାମରେ ଥିବା ଏକ ଘରୋଇ ମେଟାଲ କମ୍ପାନୀରେ କାମ କରୁଥିବା ବେଳେ ବଡ଼ ପଥର ଖସିଯିବାରୁ ଚାପି…

1 year ago

ଲାଇଫ୍‌ ଟାଇମ୍‌ ଆଚିଭମେଣ୍ଟ ଆଓ୍ବାର୍ଡ ପାଇଲେ ହୃଷିକେଶ ପଣ୍ଡା

ଦିଗପହଣ୍ଡି,୨୧୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଡବନ୍ଧ ସାହିରେ ରହୁଥିବା ଜଣାଶୁଣା ରୋଷେୟା ହୃଷିକେଶ ପଣ୍ଡା (ପିଲୁ)ଙ୍କୁ ସ୍ବାଦିଷ୍ଟ ଖାଦ୍ୟ ପ୍ରସ୍ତୁତ ଓ ପରିଚାଳନା…

1 year ago

ଦିଗପହଣ୍ଡିରେ ତ୍ରିରଙ୍ଗା ଶୋଭାଯାତ୍ରା, ଯୋଗଦେଲେ ଖଣି ମନ୍ତ୍ରୀ-ବିଧାୟକ

ଦିଗପହଣ୍ଡି,୨୧।୫(ଅଶେଷ ନାଥ ମିଶ୍ର): ଭାରତୀୟ ସେନାର ଅପରେଶନ ସିନ୍ଦୂର ସଫଳତାକୁ ନେଇ ଯବାନଙ୍କ ମନୋବଳ ଏବଂ ସେମାନଙ୍କ ପରାକ୍ରମକୁ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ବୁଧବାର ଅପରାହ୍ନରେ ଭାଜପା…

1 year ago

ଲୁହରେ ଭିଜିଲା ଶିକୁଳା ମାଟି: ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସିଆର୍‌ପିଏଫ୍‌ ଯବାନଙ୍କ କରାଗଲା ଶେଷକୃତ୍ୟ

ପୁରୁଷୋତ୍ତମପୁର,୨୧।୫(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଶିକୁଳା ଗ୍ରାମର ଜଣେ ସିଆର୍‌ପିଏଫ୍‌ ଯବାନଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି…

1 year ago

ଘରେ ବସି କଥା ହେଉଥିଲେ ୨ ଝିଅଙ୍କ ସହ ମା’, ଉପରେ ଖସିପଡ଼ିଲା ସ୍ଲାବ୍‌, ଆଉ ତା’ ପରେ…

ପୁରୁଷୋତ୍ତମପୁର,୨୧ା୫(ସୀମାଞ୍ଚଳ ମିଶ୍ର): ମହାରାଷ୍ଟ୍ର ମୁମ୍ବାଇର ଥାନେ ନିକଟସ୍ଥ କଲ୍ୟାଣ ଅଞ୍ଚଳରେ ମଙ୍ଗଳବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ଗୋଟିଏ ବିଲ୍ଡିଂ ଛାତ ଭୁଶୁଡ଼ି ୬ଜଣଙ୍କର ମୃତ୍ୟୁ…

1 year ago