ଗଞ୍ଜାମ

ଲକ୍ଷ୍ମୀ ବସ୍‌ର ମନମାନିକୁ ଚ୍ୟାଲେଞ୍ଜ କରି ଆନ୍ଦୋଳନକୁ ଓହ୍ଲାଇବ ଘରୋଇ ବସ୍‌ ମାଲିକ ସଂଘ

ପୁରୁଷୋତ୍ତମପୁର,୧୭ା୧୧(ସୀମାଞ୍ଚଳ ମିଶ୍ର): ଲକ୍ଷ୍ମୀ ବସ୍‌ ମନୋମୁଖୀ ଚଳାଚଳ କରୁଥିବାର ଅଭିଯୋଗ କରି ଧର୍ମଘଟ ଡାକରା ଦେଇଛି ଘରୋଇ ବସ୍‌ ମାଲିକ ସଂଘ। ଯଦ୍ବାରା ଆସନ୍ତା ୨୦ ତାରିଖରୁ…

1 year ago

ବିଦ୍ୟୁତ ସଂଯୋଗ କାର୍ଯ୍ୟ ଚାଲିଥିବାବେଳେ ୭ ଲକ୍ଷ ଟଙ୍କାର ତାର ଚୋରି କରିନେଲେ ଦୁର୍ବୃତ୍ତ

ହିଞ୍ଜିଳିକାଟୁ,୧୭ା୧୧(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅଞ୍ଚଳରେ ଓଡିଏସ୍‌ଏସ୍‌ପି-୪ ଯୋଜନାରେ ଗଣ୍ଡଳା ଗ୍ରାମରୁ ଶାସନଆମ୍ବଗାଁ ଆଦର୍ଶ ବିଦ୍ୟାଳୟ ପର୍ଯ୍ୟନ୍ତ ବିଦ୍ୟୁତତାର ସଂଯୋଗ କାର୍ଯ୍ୟ ଚାଲିଛି। ତେବେ…

1 year ago

ବ୍ୟବହାର ପୂର୍ବରୁ ଭାଙ୍ଗିରୁଜି ଗଲାଣି ସର୍ବସାଧାରଣ ଶୌଚାଳୟ, ନିମ୍ନମାନର କାର୍ଯ୍ୟ ନେଇ…

ଗଞ୍ଜାମ,୧୭ା୧୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସାନବଜାର ଓ ତ୍ରିବେଣୀ ମଠ ଛକଠାରେ ଏନ୍‌ଏସି ପ୍ରଶାସନ ପକ୍ଷରୁ ମୁଖ୍ୟମନ୍ତ୍ରୀ କର୍ମ ତତ୍ପର ଅଭିଯାନ ଯୋଜନାରେ ସର୍ବସାଧାରଣ ପାଇଁ ଶୌଚାଳୟ…

1 year ago

ରୋଷେଇବେଳେ ଗ୍ୟାସ୍‌ ଲିକ୍‌ ହୋଇ ଜଳିଗଲା ଘର: ମା-ବାପା-ପୁଅ ଗୁରୁତର

ଦିଗପହଣ୍ଡି,୧୬ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ନରେନ୍ଦ୍ରପୁର ଗ୍ରାମରେ ଶନିବାର ସନ୍ଧ୍ୟାରେ ରୋଷେଇବେଳେ ଗ୍ୟାସ୍‌ ସିଲିଣ୍ଡର ଲିକ୍‌ ହୋଇ ଅଗ୍ନିକାଣ୍ଡ…

1 year ago

ଦୁଇ ପରିବାରର ବିବାଦ ନେଇ ମେଡିକାଲରେ ୩ ଦିନ ପଡ଼ିରହିଲା ମୃତଦେହ

ଧରାକୋଟ,୧୬ା୧୧: ଗଞ୍ଜାମ ଜିଲା ଧରାକୋଟ ବ୍ଲକର ଗାଙ୍ଗପୁରର ଥାନା ଅନ୍ତର୍ଗତ ପଣିବନ୍ଧ ଗ୍ରାମରେ ଜଣେ ଯୁବକଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଥିବାବେଳେ କାରଣ ଅସ୍ପଷ୍ଟ ରହିଛି। ମୃତ…

1 year ago

ବୋମାମାଡ଼ ଘଟଣା, ଆଉ ଜଣେ ଗିରଫ

ଦିଗପହଣ୍ଡି,୧୫ା୧୧(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ଓ ଦିଗପହଣ୍ଡି ଅଞ୍ଚଳରେ ଗତ କିଛିଦିନ ହେଲା ବୋମାମାଡ଼ କରି ଆତଙ୍କ ଚଳାଇଥିବା ଅପରାଧୀ ଗ୍ୟାଙ୍ଗର ଜଣେ ଯୁବକଙ୍କୁ ପୋଲିସ ଗିରଫ…

1 year ago

କାର୍ତ୍ତିକ ପୂର୍ଣ୍ଣିମାରେ ବୋଇତ ବନ୍ଦାଣ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼

ବୁଗୁଡ଼ା,୧୫।୧୧(କାଳିଚରଣ ଦାଶ): ଧର୍ମ ମାସ କାର୍ତ୍ତିକ ପୂର୍ଣ୍ଣିମାରେ ବୁଗୁଡ଼ା ଅଞ୍ଚଳର ବାଘୁଆ ନଦୀ ଏବଂ ବିଭିନ୍ନ ପୁଷ୍କରିଣୀରେ ବୋଇତ ବନ୍ଦାଣ ପର୍ବ ପାଳନ ସାଙ୍ଗକୁ ଠାକୁର ଦର୍ଶନ…

1 year ago

ଗଞ୍ଜାମ ଏନ୍‌ଏସିର ବିଚିତ୍ର ନୀତି: ଆହାର କେନ୍ଦ୍ର ସମ୍ମୁଖରେ ଡମ୍ପିଂୟାର୍ଡ

ଗଞ୍ଜାମ,୧୫ା୧୧(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସିରେ ଦିନକୁ ଦିନ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହେବାରେ ଲାଗିଛି। ଶୁକ୍ରବାର ସହରବାସୀ ପବିତ୍ର କାର୍ତ୍ତିକ ମାସ ଶେଷ ବ୍ରତ ପୂଜା ପାଳନ…

1 year ago

ଓଡ଼ିଶାର ୨୪ ଉପକୂଳ ଗ୍ରାମକୁ ମିଳିଲା ସୁନାମି ପ୍ରସ୍ତୁତ ଟ୍ୟାଗ୍

ଭୁବନେଶ୍ୱର,୧୪।୧୧: ଇଣ୍ଡୋନେସିଆରେ ଅନୁଷ୍ଠିତ ଦ୍ୱିତୀୟ ଗ୍ଲୋବାଲ ସୁନାମି ସମ୍ମିଳନୀରେ ଓଡିଶାର ୬ ଟି ଜିଲାର ୨୪ ଟି ସୁନାମି ପ୍ରବଣ ଉପକୂଳବର୍ତ୍ତୀ ଗ୍ରାମଗୁଡିକୁ ମିଳିତ ଜାତିସଂଘର ଶିକ୍ଷା,…

1 year ago

ନିର୍ବନ୍ଧ ଭୋଜିରେ ଦାଦା-ପୁତୁରା ଲାଗିଗଲେ କଳି: ଚୋଟ ଖାଇଲେ ମଧ୍ୟସ୍ଥି

ଧରାକୋଟ,୧୪ା୧୧(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ଥାନା ଅଧୀନ ଜଗମୋହନ ପଞ୍ଚାୟତ ନାରାୟଣପୁର ଶାସନ ଗ୍ରାମରେ ଏକ ନିର୍ବନ୍ଧ ଭୋଜିରେ ଛୁରାମାଡ଼ ହେବାରୁ ଜଣେ ଆହତ…

1 year ago