ଗଞ୍ଜାମ

କାର୍‌-ବାଇକ୍‌ ମୁହାଁମୁହିଁ ଧକ୍କା, ଚାଲିଗଲା ୨ ସାଙ୍ଗଙ୍କ ଜୀବନ

ଖଲ୍ଲିକୋଟ,୧୬।୬(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅଧୀନ ନିର୍ମଳଝରଠାରେ ଏକ କାର୍‌-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ବାଇକ୍‌ ଆରୋହୀ ୨ ସାଙ୍ଗଙ୍କ…

2 years ago

ମେଳାରେ ବୃଦ୍ଧଙ୍କୁ ମରଣାନ୍ତକ ଆକ୍ରମଣ

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡ଼ା ପଞ୍ଚାୟତ ଜକମେରୀପଲ୍ଲୀ ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗ୍ରାମର ନରସିଂହ ବେହେରା ନାମକ ଜଣେ ବୃଦ୍ଧଙ୍କୁ…

2 years ago

ସଚେତନତାରେ ସୀମିତ ବିଇଏମ୍‌ସିର ଡେଙ୍ଗୁ ନିୟନ୍ତ୍ରଣ

ବ୍ରହ୍ମପୁର,୧୬ା୬(ଅଶୋକ କୁମାର ସାହୁ)ମୌସୁମୀ ବର୍ଷା ଆରମ୍ଭ ହୋଇ ନ ଥିଲେ ବି ବ୍ରହ୍ମପୁର ସହରରେ ଡେଙ୍ଗୁ ଡରାଇବାକୁ ଲାଗିଲାଣି। କିଛି ଦିନ ତଳେ ସହରରେ ଦୁଇ ଚାରି…

2 years ago

ମୃତ ଦିଲୀପଙ୍କ ପରିବାରକୁ ଭେଟିଲେ ମନ୍ତ୍ରୀ ଗୋକୁଳାନନ୍ଦ

ଖଲ୍ଲିକୋଟ,୧୫।୬(ପ୍ରଶାନ୍ତ କୁମାର ମିଶ୍ର): ରାଜ୍ୟରେ ନୂଆ ସରକାରରେ ଶନିବାର ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି। ପୋଲସରା ବିଧାୟକ ଗୋକୁଳାନନ୍ଦ ମଲ୍ଲିକଙ୍କୁ ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ,…

2 years ago

ଘର ବାରଣ୍ଡାରେ ବସିଥିବା ବେଳେ ହେଲା ବଜ୍ରପାତ: ଶାଶୁଙ୍କ ଜୀବନ ଗଲା, ଜ୍ୱାଇଁ ଗୁରୁତର

ଦିଗପହଣ୍ଡି,୧୫ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡ଼ା ପଞ୍ଚାୟତ ଝାଟିପିଟିଆ ଗ୍ରାମ ଦଳିତ ସାହିରେ ବଜ୍ରପାତ ଘଟିବାରୁ ଜାନକୀ ନାଇକ ନାମ୍ନୀ ଜଣେ ମହିଳାଙ୍କ…

2 years ago

ଜନ୍ମମାଟିରେ ପହଞ୍ଚିଲା କୁଏଟ୍‌ରେ ପ୍ରାଣ ହରାଇଥିବା ସନ୍ତୋଷଙ୍କ ମୃତଦେହ

ପୁରୁଷୋତ୍ତମପୁର,୧୫ା୬(ସିମାଞ୍ଚଳ ମିଶ୍ର): ରାଜ୍ୟରେ କାମଧନ୍ଦା ଅଭାବରୁ ନିଜେ ବଞ୍ଚିବା ସହ ପରିବାରକୁ ବଞ୍ଚାଇବା ଲାଗି ଦାଦନ ଖଟିବାକୁ କୁଏଟ୍‌ ଯାଇଥିବା ବେଳେ ସେଠାରେ ଜଳିଯାଇ ପ୍ରାଣ ହରାଇଥିବା…

2 years ago

ମାତୁଛନ୍ତି ଚୋର, ଅଭିଯୋଗ ପରେ ବି ଧରି ପାରୁନି ପୋଲିସ

ଗୋପାଳପୁର,୧୫।୬(ନବୀନ ରାଜ ଆଚାରୀ): ଗତ କିଛି ଦିନ ହେଲା ଗୋପାଳପୁର ଥାନା ଅଞ୍ଚଳ ଚୋର ଦଳ ସକ୍ରିୟ ହୋଇପଡିଛନ୍ତି l ଗୋଟିଏ ପରେ ଗୋଟିଏ ଘର ଟାର୍ଗେଟ…

2 years ago

ମଣ୍ଡପକୁ ମାଡ଼ିଗଲା ଟ୍ରକ୍‌: ଚା’ ଦୋକାନୀ ମୃତ

ଧରାକୋଟ,୧୪ା୬(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ଥାନା ଅଧୀନ ବାହାଡ଼ାଗୁଡା ଛକରେ ଶୁକ୍ରବାର ଏକ ଟ୍ରକ ଭାରସାମ୍ୟ ହରାଇ ଜଣେ ଚା’ ଦୋକାନୀଙ୍କୁ ଧକ୍କା ଦେଇ…

2 years ago

କୁଏଟ୍‌ ନିଆଁରେ ଜଳିଗଲେ ଓଡ଼ିଶା ଯୁବକ, ଆଜି ଗାଁକୁ ଫେରିବ ମୃତଦେହ

ପୁରୁଷୋତ୍ତମପୁର,୧୪ା୬(ସିମାଞ୍ଚଳ ମିଶ୍ର): କୁଏଟ୍‌ରେ ପୋଡ଼ି ଯାଇ ଓଡ଼ିଆ ଶ୍ରମିକଙ୍କ ବୁଧବାର ମୃତ୍ୟୁ ଘଟିଛି। ସେହେଲେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ରଣଝାଲି ଗ୍ରାମର ସନ୍ତୋଷ ଗୌଡ଼ (୩୫)।…

2 years ago

ବିଲୁଆ ଆତଙ୍କ:୫ଜଣଙ୍କୁ କାମୁଡ଼ି ଆକ୍ରମଣ

ଦିଗପହଣ୍ଡି,୧୩ା୬(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ଓ ନୂଆଗଡ଼ ଗ୍ରାମରେ ଗୁରୁବାର ଏକ ଅଘଟଣ ଘଟିଛି। ବିଲୁଆ କାମୁଡ଼ାରେ ୫ ପୁରୁଷ ଏବଂ ମହିଳା…

2 years ago