ଗଞ୍ଜାମ

ଠାକୁରାଣୀ ଯାତ୍ରା, ବାସୁଦେବପୁର ଗାଁ ଉତ୍ସବ ମୁଖର

ଦିଗପହଣ୍ଡି,୧୨ା୫(ଅଶେଷ ନାଥ ମିଶ୍ର):  ମା’ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ନିମନ୍ତେ ଦିଗପହଣ୍ଡି ବ୍ଲକ୍‌ ବାସୁଦେବପୁର ଗାଁ ଉତ୍ସବ ମୁଖର ହୋଇଉଠିଛି। ୭ବର୍ଷ ପରେ ଏହି ଯାତ୍ରା ଆୟୋଜନ କରାଯାଇଥିବାରୁ…

1 year ago

ପୁରୀ ରଥ ଖଳାକୁ ଗଲା ଆଉ ୩୬ ଖଣ୍ଡ କାଠ

ଭଞ୍ଜନଗର,୧୨ା୫(ବାବୁଲା ପ୍ରଧାନ): ବିଶ୍ବପ୍ରସିଦ୍ଧ ପୁରୀ ରଥ ନିର୍ମାଣ ପାଇଁ ଆବଶ୍ୟକ କାଠ ମଧ୍ୟରୁ ଗଞ୍ଜାମ ଜଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଏବଂ ଦକ୍ଷିଣ ଘୁମୁସର ବନଖଣ୍ଡରୁ…

1 year ago

୧୪ ବେଆଇନ ଇଟାଭାଟି ଭାଙ୍ଗିଲା ପ୍ରଶାସନ

ଦିଗପହଣ୍ଡି,୧୨।୫(ଅଶେଷ ନାଥ ମିଶ୍ର): ବେଆଇନ ଇଟାଭାଟି ଭାଙ୍ଗିଲା ପ୍ରଶାସନ। ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କ ନିର୍ଦ୍ଦେଶକ୍ରମେ ଦିଗପହଣ୍ଡି ତହସିଲଦାର ତଥା ଏକଜକ୍ୟୁଟିଭ ମାଜିଷ୍ଟ୍ରେଟ ସନ୍ତୋଷ କୁମାର ସାହୁଙ୍କ…

1 year ago

ପ୍ରସୂତିୱାର୍ଡ ଡଷ୍ଟବିନରେ ମୃତ ନବଜାତ ଶିଶୁପୁତ୍ର: ଅନ୍ୟତ୍ର ପୋତିବା ପୂର୍ବରୁ ଭାଇରାଲ ହୋଇଗଲା….

ଭଞ୍ଜନଗର,୧୨।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟ ପ୍ରସୂତି ୱାର୍ଡ ଡଷ୍ଟବିନରେ ଏକ ମୃତ ନବଜାତ ଶିଶୁପୁତ୍ର ପଡ଼ିଥିବାସୋମବାର ଦେଖିବାକୁ ମିଳିଛି। ତେବେ ମୃତ ନବଜାତ…

1 year ago

ପୃଥିବୀରେ ବଢ଼ିଚାଲିଛି ଅରାଜକତା: ବିଶ୍ୱଶାନ୍ତି ପାଇଁ ପୂଜାର୍ଚ୍ଚନା

ଭଞ୍ଜନଗର,୧୨ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରତଳି ବଡ଼କୋଦଣ୍ଡା ଛକ ରେନବୋ କଲୋନୀରେ ଥିବା ଇସ୍କନ ଶାଖା ଏବଂ ବ୍ରହ୍ମପୁର ଶାଖା ପକ୍ଷରୁ ମିଳିତ ଭାବେ ଆଜକୁ…

1 year ago

ଘରୋଇ ବସ୍‌ କ୍ୟାଣ୍ଟର ମାଲିକଙ୍କ ମନମାନି, ଯାତ୍ରୀ ହନ୍ତସନ୍ତ

ଗଞ୍ଜାମ,୧୨ା୫(ବିଦ୍ୟାଧର ସାହୁ): ଜିଲା ସଦର ମହକୁମା ଛତ୍ରପୁରଠାରୁ ପୁରୁଷୋତ୍ତମପୁର ରାସ୍ତାରେ ଯାତ୍ରୀବାହୀ କ୍ୟାଣ୍ଟର ଓ ବସ୍‌ଗୁଡ଼ିକର ମନମାନି ଯୋଗୁ ଅନେକ ସମୟରେ ଅପେକ୍ଷାରତ ଯାତ୍ରୀ ଅସୁବିଧାର ସମ୍ମୁଖୀନ…

1 year ago

ଐତିହାସିକ ଠାକୁରାଣୀ ଯାତ୍ରା: ମନ୍ଦିରରୁ ଭକ୍ତଙ୍କ ପାଖକୁ ଛୁଟି ଆସିଛନ୍ତି ମା’, ଦାଣ୍ଡେ ଦାଣ୍ଡେ ବୁଲି…

ପୁରୁଷୋତ୍ତମପୁର,୧୨ା୫(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ଐତିହାସିକ ପଞ୍ଚ ଠାକୁରାଣୀ ଯାତ୍ରାର ସୋମବାର ଷଷ୍ଠ ଦିବସରେ ପହଞ୍ଚିଛି। ପ୍ରତ୍ୟହ ସନ୍ଧ୍ୟାରେ ବଜବାଜଣାର ପଟୁଆର ମଧ୍ୟରେ ମା’ ପଞ୍ଚ…

1 year ago

୪୮ ପ୍ରହର ନାମଯଜ୍ଞ ଉଦଯାପିତ: ବିଶ୍ୱଶାନ୍ତି ପାଇଁ ପ୍ରାର୍ଥନା କଲେ ବିଧାୟକ

ଭଞ୍ଜନଗର,୧୨।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଲିସିଙ୍ଗିରେ ୭ ଦିନବ୍ୟାପି ଚାଲିଥିବା ୪୮ ପ୍ରହର ନାମଯଜ୍ଞ ସୋମବାର ସକାଳ ୮ ଟାରେ ଉଦଯାପିତ ହୋଇଯାଇଛି। ଏହି ଅବସରରେ…

1 year ago

ମା’, ପୁଅଙ୍କୁ ଆକ୍ରମଣ: ଥାନାରେ ମାମଲା

ଦିଗପହଣ୍ଡି,୧୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ରାଜପୁର ଗ୍ରାମରେ ପାରିବାରିକ ଶତ୍ରୁତାକୁ କେନ୍ଦ୍ର କରି ଗ୍ରାମର ଜିନି ବିଷୋୟୀ ଏବଂ ତାଙ୍କ…

1 year ago

ନୃସିଂହ ଉତ୍ସବରେ ଠାକୁରଙ୍କୁ ଦର୍ଶନ କଲେ ବିଧାୟକ

ଗଞ୍ଜାମ,୧୧।୫(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମରେ ଚାଲିଥିବା ନୃସିଂହ ଚତୁର୍ଦ୍ଧଶୀ ଉତ୍ସବରେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଯୋଗଦେଇ ଠାକୁରଙ୍କ ଦର୍ଶନ କରିଥିଲେ…

1 year ago