ଗଞ୍ଜାମ

ସାମ୍ବାଧାନିକ ନୀତି, ନିୟମ, ଶିକ୍ଷାକୁ ନେଇ ସଚେତନତା

ଭଞ୍ଜନଗର,୨୭ା୪(ବାବୁଲା ପ୍ରଧାନ): ଓଡ୍ର ଖଣ୍ଡାୟତ କାଳଞ୍ଜି ସମାଜ ଗୃହ ଭେଜିପୁଟଠାରେ କାଳଞ୍ଜି ସମାଜର ସାମ୍ବିଧାନିକ ବୈଠକ ସଭାପତି ବିଭୂତି ଭୂଷଣ ଜେନାଙ୍କ ସଭାପତିତ୍ୱରେ ରବିବାର ଅନୁଷ୍ଠିତ ହୋଇଯାଇଛି।…

1 year ago

ରକ୍ତ ସମ୍ପର୍କ ଭୁଲିଗଲେ… ଗାଁ ଦାଣ୍ଡରେ ସାନ ଭାଇକୁ ବାନ୍ଧି ପିଟି ପିଟି ମାରିଦେଲେ ବଡ଼ ଭାଇ

ଭଞ୍ଜନଗର,୨୭।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ବ୍ରାହ୍ମଣପଦର ଗ୍ରାମରେ ଶନିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ବଡ଼ ଭାଇର ଆକ୍ରମଣରେ ସାନ ଭାଇ ମୃତ୍ୟୁବରଣ କରିଥିବା…

1 year ago

ଗଞ୍ଜାମରେ ଚାଞ୍ଚଲ୍ୟ: ୨ ଭାଇଙ୍କୁ ପିଟିପିଟି ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ

ବେଗୁନିଆପଡା,୨୭।୪(ସୁଶାନ୍ତ ପଟ୍ଟନାୟକ): ପୁଣି ଅଶାନ୍ତ ହେଲା ଗଞ୍ଜାମ। ଜିଲାରୂ ବେଗୁନିଆପଡ଼ା ଥାନା ଶାଳବଣ ଗାଁ ଜଙ୍ଗଲରେ ରବିବାର ଦୁଇ ଭାଇଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଠାବ ହୋଇଛି। ପୂର୍ବ…

1 year ago

ଭଞ୍ଜ ରାଜବଂଶର ଅଧିଷ୍ଠାତ୍ରୀ ଦେବୀ କୁଲାଡ ବ୍ୟାଘ୍ରଦେୀ ମନ୍ଦିର ଚୋରି ପରେ ଗ୍ରହଶୁଦ୍ଧି ହୋମଯଜ୍ଞ

ଭଞ୍ଜନଗର,୨୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅର୍ନ୍ତଗତ କୁଲାଡ ବ୍ୟାଘ୍ରଦେବୀ ମନ୍ଦିରରୁ ଶୁକ୍ରବାର ରାତିରେ ଦେବୀଙ୍କ ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି ହୋଇଥିଲା। କିନ୍ତୁ ଦେବୀଙ୍କ…

1 year ago

୪ ବର୍ଷର ଶିଶୁ କନ୍ୟାଙ୍କୁ  ଚକଲେଟ ଓ ଚିପ୍ସ ଦେଇ  ନିର୍ମାଣାଧୀନ ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ବଳାତ୍କାର କରି ହତ୍ୟା କରିଥିଲେ ମାମୁ:  ବାନ୍ଧିଲା ପୋଲିସ 

ଦିଗପହଣ୍ଡି, ଛତ୍ରପୁର,୨୭।୪(ଅଶେଷ ନାଥ ମିଶ୍ର/ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ଲଜ୍ଜ୍ୟାଜନକ ହୃଦୟବିଦାରକ ଘଟଣା ଘଟିଛି। ଶୁକ୍ରବାର ସନ୍ଧ୍ୟାରୁ ନିଖୋଜ ଥିବା ଜଣେ…

1 year ago

ଅବ୍ୟବସ୍ଥାରେ ଚାଲିଛି ଗଞ୍ଜାମ ବାଳିକା ବିଦ୍ୟାଳୟ: ଶ୍ରେଣୀଗୃହ ନାହିଁ, ୪ କୋଠରିରେ ପଢୁଛନ୍ତି ୩୮୫ଛାତ୍ରୀ

ଗଞ୍ଜାମ,୨୭ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କରଣ ସାହି ଷ୍ଟେସନ ରୋଡ଼ସ୍ଥିତ ବାଳିକା ଉଚ୍ଚ ବିଦ୍ୟାଳୟ ଅବ୍ୟବସ୍ଥାରେ ଚାଲିଛି। ୪୬ ବର୍ଷର ଏହି ପୁରାତନ ବିଦ୍ୟାଳୟରେ ଶ୍ରେଣୀଗୃହ…

1 year ago

ରାସ୍ତା ଉପରେ ଟଳି ପଡିଲେ ବୃଦ୍ଧ, ଅଂଶୁଘାତ ଅଭିଯୋଗ

ଦିଗପହଣ୍ଡି,୨୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଜଗନ୍ନାଥପୁର ବସଷ୍ଟାଣ୍ଡ ଛକ ରାସ୍ତା ଉପରେ ଜଣେ ବୃଦ୍ଧ ଶନିବାର ଅପରାହ୍ନ ପ୍ରାୟ ୨ ଟାରେ ମୃତ୍ୟୁବରଣ…

1 year ago

ନବ ଦାସ ହତ୍ୟା ମାମଲା: ଗୋପାଳଙ୍କ ସ୍ତ୍ରୀଙ୍କ ବୟାନ ରେକର୍ଡ କଲା କ୍ରାଇମ୍‌ବ୍ରାଞ୍ଚ

ବ୍ରହ୍ମପୁର, ୨୬ା୪(ସୁବାସ ଚନ୍ଦ୍ର ପାଢ଼ୀ): ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ତଦନ୍ତ ଜାରି ରଖିଛି କ୍ରାଇମ୍‌ବ୍ରାଞ୍ଚ। ଶନିବାର କ୍ରାଇମ୍‌ବ୍ରାଞ୍ଚ ଏଏସ୍‌ପି ବିଜୟ କୁମାର ମଲ୍ଲିକଙ୍କ…

1 year ago

‘ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରୁ ମାର୍ଶାଲ ଆର୍ଟ ରହିଛି’

ଭଞ୍ଜନଗର,୨୬ା୪(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ୮ଦିନ ବ୍ୟାପୀ ଚାଲିଥିବା ଯୁକ୍ତ ୩ ବାଳିକା ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଶନିବାର ଉଦ୍‌ଯାପିତ…

1 year ago

ଇଞ୍ଜିନିୟରଙ୍କ ସନ୍ଦେହଜନକ ମୃତ୍ୟୁ: ଭଉଣୀ ଘରକୁ ଯାଇ ରାତିରେ …

ଦିଗପହଣ୍ଡି,୨୬।୪(ଅଶେଷନାଥ ମିଶ୍ର): ଦିଗପହଣ୍ଡି ବ୍ଲକ କଇଠଡ଼ା ପଞ୍ଚାୟତ ଗୁଣ୍ଠପଡ଼ା ଗ୍ରାମର ଇଂ. ଏ ଏଣ୍ଡୁପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଶନିବାର ମଧ୍ୟାହ୍ନରେ ଦିଗପହଣ୍ଡି ପୋଲିସ ବ୍ରହ୍ମପୁର ବଡ…

1 year ago