ଗଞ୍ଜାମ,୧୧।୯: (ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍ଏସି ଅନ୍ତର୍ଗତ ବାଲୀସାହି ଗଣେଶ ପୂଜା କମିଟି ପକ୍ଷରୁ କୁନିକୁନି ପିଲାମାନଙ୍କୁ ନେଇ ନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି ।କାର୍ଯ୍ୟକ୍ରମରେ…
ବ୍ରହ୍ମପୁର,୧୧।୯(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ବଡ଼ବଜାର ଥାନା ଅନ୍ତର୍ଗତ ଗୌଡ଼ ସାହିରେ ଜଣେ ଦୁର୍ବୃତ୍ତ ବ୍ୟବସାୟୀଙ୍କ ଘରେ ପଶି ମରଣାନ୍ତକ ଆକ୍ରମଣ କରିଛନ୍ତି। ଏଥିରେ ଉଭୟ…
ପୁରୁଷୋତ୍ତମପୁର,୧୧।୯ (ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରଶିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ବିଶ୍ୱର କଲ୍ୟାଣ ଲାଗି ବିଶ୍ବଶାନ୍ତି ମହାଯଜ୍ଞ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି ।…
ଛତ୍ରପୁର,୧୧।୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପକାରାଗାରରେ ବିଚରାଧୀନ କଏଦୀ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। କଏଦି ଜଣକ ରମ୍ଭା ଅଞ୍ଚଳର ଆଶୁତୋଷ ନାହାକ। ତିନିମାସ ତଳେ ସେ…
ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳସମ୍ପଦ ବିଭାଗ କାର୍ଯ୍ୟାଳୟରେ କାର୍ଯ୍ୟରତ ସହକାରୀ ଯନ୍ତ୍ରୀ ପ୍ରସନ୍ନ କୁମାର ସ୍ବାଇଁଙ୍କ ଘରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…
ପୁରୁଷୋତ୍ତମପୁର,୧୦।୯ (ସୀମାଞ୍ଚଳ ମିଶ୍ର): ଆଧାରକାର୍ଡ ସେଣ୍ଟରରେ ଗରିବ ଶ୍ରେଣୀର ମହିଳା ମାନଙ୍କଠାରୁ ଅଧିକ ଟଙ୍କା ନେଉଥିବାର ଅଭିଯୋଗ ପରେ ଚଢ଼ାଉ କରିଛନ୍ତି ପୁଷୋତ୍ତମପୁର ଏସଡିପିଓ, ପୋଲିସ। ମଙ୍ଗଳବାର…
ଛତ୍ରପୁର,୧୦।୯(ଦିଲ୍ଲୀପ ସାମଲ): ରମ୍ଭା ଥାନା ଅଧିନ ସାନରାମଚନ୍ଦ୍ରପୁର ଜାତୀୟ ରାଜପଥ ନିକଟରେ ଘଟିଛି ସଡ଼କ ଦୁର୍ଘଟଣା ଘଟିଛି। ଅଜଣା ଗାଡି ଧକ୍କାରେ ବାପା, ଝିଅ ଓ ଜ୍ୱାଇଁ…
ପୁରୁଷୋତ୍ତମପୁର,୧୦।୯ (ସିମାଞ୍ଚଳ ମିଶ୍ର): ରାଜ୍ୟ ସରକାର ମହିଳାଙ୍କ ବିକାଶ ଲାଗି ଆଣିଥିବା ସୁଭଦ୍ରା ଯୋଜନାର ଆବେଦନ ଆରମ୍ଭ ହୋଇଯାଇଛି। ଆବେଦନ ବେଳେ ଆଧାରକାର୍ଡରେ ମୋବାଇଲ ନମ୍ବର ଅପଡେଟ୍…
ଛତ୍ରପୁର, ୧୦।୯(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାର ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଆଉଟସୋର୍ସିଙ୍ଗ ନର୍ସିଂ (ଜିଏନଏମ ଓ ଏଏନଏମ) କର୍ମଚାରୀଙ୍କ ଛଟେଇ ସମ୍ବନ୍ଧରେ ବିଚାର କରି ପୁନଃନିଯୁକ୍ତି ଦେବାପାଇଁ…
ଗଞ୍ଜାମ,୧୦।୯(ବିଦ୍ୟାଧର ସାହୁ ): ମଙ୍ଗଳବାର ସକାଳ ସମୟ ପ୍ରାୟ ୯ରେ ୩ଜଣ ଗୁରୁତର ରୋଗୀ ଉପଯୁକ୍ତ ଚିକିତ୍ସା ନ ପାଇ ଗଞ୍ଜାମ ସ୍ବାସ୍ଥ୍ୟ କେନ୍ଦ୍ରରୁ ଫେରିଯିବା ଘଟଣା…