ଗଞ୍ଜାମ

ମା’ ରାମଚଣ୍ଡୀ ପୀଠରେ ‘ସ୍ବଚ୍ଛତା ହିଁ ସେବା’: ପ୍ଲାଷ୍ଟିକମୁକ୍ତ ପାଇଁ ଶପଥ

ଗଞ୍ଜାମ, ୩୦।୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ନୀଳାଦ୍ରିପୁର ପାହାଡ଼ ଶିଖରରେ ଅବସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀ ପୀଠରେ ମଙ୍ଗଳବାର ବିଶାଳ ସଫେଇ…

2 months ago

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

2 months ago

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

2 months ago

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

2 months ago

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

2 months ago

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

2 months ago

୭୨ତମ ବନ୍ୟପ୍ରାଣୀ ସପ୍ତାହ ପୂର୍ବରୁ ଭଞ୍ଜନଗରରେ ଆଲୋଚନାଚକ୍ର: ବନ୍ୟପ୍ରାଣୀ ସୁରକ୍ଷା ପାଇଁ ସାମୂହିକ ସହଭାଗିତା ଉପରେ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ୭୨ତମ ବନ୍ୟପ୍ରାଣୀ ସପ୍ତାହ ପାଳନ ପୂର୍ବରୁ ମଙ୍ଗଳବାର ଭଞ୍ଜନଗର ଲାଲସିଂ ନର୍ସରୀଠାରେ ଘୁମୁସର ଉତ୍ତର ଓ ଦକ୍ଷିଣ ବନଖଣ୍ଡ ପକ୍ଷରୁ ବନ୍ୟପ୍ରାଣୀ ସୁରକ୍ଷା ଉପରେ…

2 months ago

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା  ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

2 months ago

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ ନେତା…

2 months ago

ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା' ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି ଗାନ୍ଧୀ…

2 months ago