ଗଞ୍ଜାମ

ବିଧାୟକଙ୍କ ହସ୍ତକ୍ଷେପ ପରେ ମେଡିକାଲରୁ ଗାଁକୁ ଆସିଲା ମୃତଦେହ

ଗୋପାଳପୁର,୫ା୧୧(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ କନିଷି ଗ୍ରାମର ନାରାୟଣ ସାହୁ କଟକ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଥିଲେ। ପରିବାର ଲୋକ…

6 months ago

ଗାଁ ଛାଡୁନାହାନ୍ତି ହାତୀପଲ

ଭଞ୍ଜନଗର,୫।୧୧(ବାବୁଲା ପ୍ରଧାନ): ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡର ବିଭିନ୍ନ ରେଞ୍ଜରେ ଗତ କିଛି ଦିନ ମଧ୍ୟରେ ହାତୀପଲ ଚାଷୀଙ୍କ ବ୍ୟାପକ ଫସଲ ନଷ୍ଟ କରିଥିବା ଅଭିଯୋଗ ହୋଇଛି।…

6 months ago

ଚମକ ହରାଇଛି ବାଣ ବଜାର

ବ୍ରହ୍ମପୁର,୫ା୧୧(ସୁବାସ ଚନ୍ଦ୍ର ପାଢ଼ୀ)ଦିନ ଥିଲା ଦକ୍ଷିଣ ଓଡ଼ିଶାର ବ୍ୟବସାୟିକ ପେଣ୍ଠସ୍ଥଳ ବ୍ରହ୍ମପୁରରେ ବାଲୁଙ୍କେଶ୍ୱର ବାଣ ବଜାର ରହିଥିଲା। ଦୀପାବଳି ଆସିବାର ପ୍ରାୟ ମାସକ ପୂର୍ବରୁ ଏହି ବଜାର…

6 months ago

ଏନ୍‌ଏସି ଅଧିକାରୀଙ୍କୁ ତାଗିଦ କଲେ ଜିଲାପାଳ, ନିର୍ଦ୍ଧାରିତ ସମୟରେ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ

ଗୋପାଳପୁର,୪ା୧୧(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଶନିବାର ଗୋପାଳପୁର ଏନ୍‌ଏସିରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟ  ସମୀକ୍ଷା କରି ଏନ୍‌ଏସି ଅଧିକାରୀଙ୍କୁ ତାଗିଦ କରିବା ସହ…

6 months ago

ଦିବ୍ୟାଙ୍ଗ ଯୁବକଙ୍କୁ ମାଡ଼ ମାରି ଲହୁଲୁହାଣ କଲା ପୋଲିସ, ଭାଇରାଲ ହେଉଛି ଫଟୋ

ଛତ୍ରପୁର,୪ା୧୧(ଦିଲ୍ଲୀପ ସାମଲ): ପୋଲିସର ବର୍ବରତା। ମାନବିକତାର ସୀମା ଟପିଛି ପୋଲିସ। ଜଣେ ଦିବ୍ୟାଙ୍ଗ ଯୁବକଙ୍କୁ ମାଡ଼ ମାରି ଲହୁଲୁହାଣ କରିଛି ପୋଲିସ। ଏମିତି ଘଟଣା ଦେଖିବାକୁ ମିଳିଛି…

6 months ago

ତାମ୍ପରାରେ ଡଙ୍ଗା ବୁଡ଼ି: ମହିଳା ମୃତ

ଛତ୍ରପୁର,୪।୧୧(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ତାମ୍ପରା ହ୍ରଦରେ ଶୁକ୍ରବାର ଅପରାହ୍ନରେ ଏକ ଅଘଟଣ ଘଟିଛି। ଦେଶୀ ଡଙ୍ଗାରେ କାଠ ସଂଗ୍ରହ କରି ଫେରୁଥିବା…

6 months ago

ବାଲି, ପଥର ବୋଝେଇ ଗାଡ଼ି ଜବତ

ଆସିକା,୩ା୧୧(ସୁରେନ୍ଦ୍ର ନାଥ ସାହୁ): ଆସିକା ଅଞ୍ଚଳରେ ବେଆଇନ ବାଲି ପଥର ଚାଲାଣ ରୋକିବା ପାଇଁ ତହସିଲ ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯାଇଛି। ଶୁକ୍ରବାର ଭୋରରେ ତହସିଲର ପାଟ୍ରୋଲିଂ…

7 months ago

ଦିନ ଦ୍ୱିପ୍ରହରେ ଲୁଟି ନେଲେ ସୁନା ଅଳଙ୍କାର

ଗଞ୍ଜାମ,୩ା୧୧(ବିଦ୍ୟାଧର ସାହୁ): ଗଞ୍ଜାମ ଥାନା ଅଧୀନ ପୁଇଁତୋଳା ଗ୍ରାମର କୃଷ୍ଣ ଚନ୍ଦ୍ର ପଲାଇଙ୍କ ଘରୁ ଦିନ ଦ୍ୱିପ୍ରହରରେ ତାଲା ବନ୍ଦ ଘରୁ ଲୁଟ ହୋଇଛି। ଦୁର୍ବୃତ୍ତମାନେ ଏକ…

7 months ago

ତାମ୍ପରା ହ୍ରଦରେ ବୁଡ଼ିଲା ଡଙ୍ଗା : ଭାଉଜ ମୃତ, ନଣନ୍ଦ ଗୁରୁତର

ଛତ୍ରପୁର,୩।୧୧(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ତାମ୍ପରା ହ୍ରଦରେ ଶୁକ୍ରବାର ଅପରାହ୍ନରେ ଏକ ଅଘଟଣ ଘଟିଛି। ଦେଶୀ ଡଙ୍ଗାରେ କାଠ ସଂଗ୍ରହ କରି ଫେରୁଥିବା…

7 months ago

ଗଞ୍ଜାମରେ ଚାଲିଛି ଜୁଆ ଖେଳ: ମାସକରେ ଧରାପଡିଲେ ୫୩୫ ଜୁଆଡ଼ି, ୧୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ

ଛତ୍ରପୁର,୩।୧୧(ସନ୍ତୋଷ ପାଢ଼ୀ ): ପାର୍ବଣ ପରିପ୍ରେକ୍ଷୀରେ ଗଞ୍ଜାମ ଜିଲାରେ ଚାଲିଛି ଜୁଆଖେଳ। ଏନେଇ ପୋଲିସ ପକ୍ଷରୁ ସ୍ପେଶାଲ ଡ୍ରାଇଭ ଆରମ୍ଭ ହୋଇ ଜୁଆ ଖେଳ ଉପରେ ଚଢ଼ାଉ…

7 months ago