ଦିଗପହଣ୍ଡି,୬।୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନମ୍ବର ରାଜ୍ୟ ରାଜପଥ ଅନଙ୍ଗପୁର ଗ୍ରାମ ନିକଟରେ ଗୁରୁବାର ଅପରାହ୍ନରେ ୨ଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ…
ବ୍ରହ୍ମପୁର ଅଫିସ,୬।୪: ବଡବଜାର ଥାନା ଅଧୀନ ରଜାଗୁର୍ଜିରେ ଥିବା ଏକ ପ୍ଲାଷ୍ଟିକ ଦୋକାନରେ ଅଗ୍ନିକାଣ୍ଡ ଘଟିଛି। ଫଳରେ ଦୋକାନରେ ଥିବା ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ…
ବ୍ରହ୍ମପୁର ଅଫିସ,୬।୪: ଗଞ୍ଜାମ ଜିଲା ସଦର ଥାନା ଅଧୀନ ବାଲିପଡ଼ା-କାଳୁଆ ଛକ ରାସ୍ତା କଡ଼ରେ ଥିବା ଏକ ବିଦ୍ୟୁତ୍ ପୋଲକୁ ଏକ ଯାତ୍ରୀବାହୀ ବସ୍ ଧକ୍କା ଦେଇଥିଲା।…
ପୁରୁଷୋତ୍ତମପୁର,୬।୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ପକ୍ଷରୁ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଛି। ଗୁରବାର ନିର୍ବାଚନ ଅଧିକାରୀ ବାସୁଦେବ ଜେନାଙ୍କ ତତ୍ତ୍ୱାବଧାନରେ ନିର୍ବାଚନରେ ନବନିର୍ବାଚିତ…
ଭଞ୍ଜନଗର, ୬ା୪(ଡି.ଏନ.ଏ): ଭଞ୍ଜନଗର କଲେଜ ରୋଡରେ ପ୍ରାୟ ସାଢେ ୩ କୋଟି ଟଙ୍କା ବ୍ୟୟରେ ପୂର୍ତ୍ତ ବିଭାଗ ପକ୍ଷରୁ ଏକ କୋଠା ନିର୍ମାଣ ଚାଲିଛି। ମଙ୍ଗଳବାର ଅପରାହ୍ନରେ…
ବ୍ରହ୍ମପୁର ଅଫିସ,୫ା୪: ବ୍ରହ୍ମପୁର ଗୋଷାଣୀନୂଆଗାଁ ଥାନା ପଛପାଖରେ ଥିବା ରାଜୀବ ଆବାସ ଯୋଜନା ଘରେ ବୁଧବାର ଏକ ହତ୍ୟାକାଣ୍ଡ ଘଟିଛି। ସାନଭାଇଙ୍କୁ ଡମ୍ବଲ୍ସ(ବାୟାମ ଲୁହା)ରେ ଛେଚି ମଝିଆ…
ବ୍ରହ୍ମପୁର ଅଫିସ,୫ା୪: ବ୍ରହ୍ମପୁର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ଦ୍ୱିବାର୍ଷିକ ଯାତ୍ରା ମଙ୍ଗଳବାରରୁ ଆରମ୍ଭ ହୋଇଛି। ଦେଶୀ ବେହେରା ସାହିଠାରେ ଅସ୍ଥାୟୀ ମଣ୍ଡପରେ ସାଜସଜ୍ଜା ସରିଥିଲା।…
ଛତ୍ରପୁର,୫ା୪(ଡି.ଏନ୍.ଏ): ୨୦୨୨ରେ ଗଞ୍ଜାମ ଜିଲାରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁସଂଖ୍ୟା ଓଡିଶାରେ ସର୍ବାଧିକ ରହିଛି। ଠିକ୍ ସମୟରେ ଦୁର୍ଘଟଣାରେ ଆହତଙ୍କୁ ଆବଶ୍ୟକୀୟ ଚିକିସତ୍। ଏବଂ ଏଥିପାଇଁ ଆବଶ୍ୟକ ପଡୁଥିବା…
ପାତ୍ରପୁର,୫।୪(ଡି.ଏନ୍.ଏ): ଗଁାକୁ ରାସ୍ତା ନ ଥିବାରୁ ଆମ୍ବୁଲାନ୍ସ ନ ଯାଇପାରିବା ଫଳରେ ମୃତ ଦେଢ଼ବର୍ଷର ଝିଅକୁ ଡାକ୍ତରଖାନାରୁ ଦୀର୍ଘ ୧୦ କି.ମି. କାନ୍ଧରେ ବୋହି ନେଇଛନ୍ତି ବାପା।…
ବ୍ରହ୍ମପୁର ଅଫିସ,୫ା୪: ବ୍ରହ୍ମପୁର ବଡବଜାର ଥାନା ଶ୍ରୀକ୍ଷେତ୍ରବିହାର ରାସ୍ତାରେ ଗତ ୨୭ ତାରିଖରେ ପି.ରାଜେଶ ରାଓଙ୍କୁ ସଂଘବଦ୍ଧ ଭାବେ ହତ୍ୟା ଉଦ୍ୟମ ହୋଇଥିଲା। ବଡବଜାର ପୋଲିସ ତଦନ୍ତ…