ପୁରୁଷୋତ୍ତମପୁର, ୨୫।୩(ଡି.ଏନ୍.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଲୋକପର୍ବ ମା’ ଦଣ୍ଡକାଳୀଙ୍କ ୨୧ଦିନିଆ ଦଣ୍ଡଯାତ୍ରା ଶନିବାର ଆରମ୍ଭ ହୋଇଛି। ଏ ନେଇ ପୁରୁଷୋତ୍ତମପୁର ସହର ସମେତ ସମଗ୍ର ଜିଲାରେ…
ସାନଖେମୁଣ୍ଡି,.୨୫।୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ାରେ ଗୋଷ୍ଠୀ ସଂଘର୍ଷ ହୋଇଛି । ଏଥିରେ ଜଣଙ୍କ ମୃତ୍ୟୁ ଘଟି ଥିବାବେଳେ ୩ ଜଣ ଗୁରୁତର ହୋଇଛନ୍ତି।…
ବ୍ରହ୍ମପୁର ଅଫିସ ୨୫ା୩ : ଛତ୍ରପୁର ପୋଲିସ ଜିଲାରେ କନଷ୍ଟେବଳ ନିଯୁକ୍ତି ପାଇଁ ଶାରୀରିକ ପରୀକ୍ଷା ବେଳେ ଶୁକ୍ରବାର ଅପରାହ୍ନରେ ଅଘଟଣ ଘଟିଛି। ୧୬୦୦ ମିଟର ଦୌଡ଼…
ଗଞ୍ଜାମ,୨୪ା୩(ଡି.ଏନ.ଏ.): ଗଞ୍ଜାମ ଏନ୍ଏସିର ଉନ୍ନୟନ କାର୍ଯ୍ୟ ଫାଇଲ ଅଫିସ ବାହାରକୁ ଯାଉଥିବା ନେଇ ଶୁକ୍ରବାର ଏନ୍ଏସି ଉପାଧ୍ୟକ୍ଷ ସୁରେନ୍ଦ୍ର କୁମାର ବାରିକଙ୍କ ସମେତ ସମସ୍ତ ବିଜେଡି କାଉନସିଲର…
ଦିଗପହଣ୍ଡି,୨୪ା୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମର ଜିତେନ୍ଦ୍ର ଦଳାଇଙ୍କ ମୃତଦେହ ଗୁରୁବାର ଗୁଜୁରାଟ ସୁରଟରୁ ଗାଁ ରେ ପହଞ୍ଚିଛି। ସୁରଟ ସହରର ଏକ ସୂତାକଳରେ…
ବେଗୁନିଆପଡ଼ା,୨୩ା୩: ଜାନୁୟାରୀ ୨୯ରେ ଘଟିଥିବା ଗରିବ ଦାଶ ମୃତ୍ୟୁ ଘଟଣାରେ ଏବେ ଚାଞ୍ଚଲ୍ୟକର ଖୁଲାସା ସାମ୍ନାକୁ ଆସିଛି। ଗରିବ ଦାଶଙ୍କ ମୃତ୍ୟ ଆତ୍ମହତ୍ୟା ବୋଲି ଆଶଙ୍କା କରାଯାଉଥିଲା…
ବ୍ରହ୍ମପୁର ଅଫିସ, ୨୪।୩: ରାଜ୍ୟରେ ମାତୃ-ଶିଶୁ ମୃତ୍ୟୁହାର ହ୍ରାସ କରିବା ପାଇଁ ରାଜ୍ୟ ସରକାର ନର୍ସିଂ ଅଫିସର୍ସମାନଙ୍କ ପାଇଁ ସ୍ବତନ୍ତ୍ର ପ୍ରଶିକ୍ଷଣ ବ୍ୟବସ୍ଥା କରିଛନ୍ତି। ଏଥିପାଇଁ ଏମ୍କେସିଜି…
ପୋଲସରା,୨୪।୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୋଲସରା ଥାନା ଅଧୀନ ଷ୍ଟେଟବ୍ୟାଙ୍କ ସମ୍ମୁଖରେ ଶୁକ୍ରବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ…
ଗଞ୍ଜାମ,୨୪ା୩(ଡି.ଏନ୍.ଏ.): ଗଞ୍ଜାମ ସହରସ୍ଥିତ ଗଞ୍ଜାମ ସ୍ବାସ୍ଥ୍ୟକେନ୍ଦ୍ର(ନୂତନ)ରେ ଡାକ୍ତର ଭାବେ ଜ୍ୟୋତିର୍ମୟୀ ପଣ୍ଡା ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘଦିନ ଧରି ଏହି ପଦବୀ ଖାଲିପଡ଼ିଥିଲା। ଏହି…
ବ୍ରହ୍ମପୁର ଅଫିସ,୨୪ା୩: ଏକ ଆବାସିକ ସ୍କୁଲର ଜନୈକା ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର ଅଭିଯୋଗରେ ବ୍ରହ୍ମପୁର ସଦର ଥାନା ପୋଲିସ ଜଣେ ସିପାହୀଙ୍କୁ ଗୁରୁବାର…