ଗଞ୍ଜାମ

ମିଳିଛି ଗ୍ରୀନ୍‌ ସିଗ୍‌ନାଲ: ପୂରଣ ହେବ ଦୀର୍ଘଦିନର ସ୍ବପ୍ନ

ପୁରୁଷୋତ୍ତମପୁର,୧୮।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରବାସୀଙ୍କ ଦୀର୍ଘଦିନର ସ୍ବପ୍ନ ପୁରଣ ହେବାକୁ ଯାଉଛି। ସହରର ମୁଖ୍ୟରାସ୍ତାରେ ଷ୍ଟ୍ରିଟଲାଇଟ ଲଗାଇବା, ନୂତନ ବସ୍‌ଷ୍ଟାଣ୍ଡ ନିର୍ମାଣ, ପୁରୁଷୋତ୍ତମପୁର-ବ୍ରହ୍ମପୁର ରାସ୍ତାର କାଳୀ ମନ୍ଦିର…

3 years ago

କୋଦଳା ଏନ୍‌ଏସି ନିର୍ବାହୀ ଅଧିକାରିଣୀଙ୍କୁ ହାଇକୋର୍ଟଙ୍କ ଛାଟ: ବୈଠକ କରାଇ ନ ଦେବାରୁ ମାମଲା ରୁଜୁ

ବେଗୁନିଆପଡ଼ା,୧୮ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା କୋଦଳା ଏନ୍‌ଏସି କାଉନସିଲ ସାଧାରଣ ବୈଠକ କରାଇ ନ ଦେବା ନେଇ ଷଡ଼ଯନ୍ତ୍ର କରିଥିଲେ ନିର୍ବାହୀ ଅଧିକାରିଣୀ। ମ୍ୟୁନିସିପାଲିଟି ଆଇନ ଓ ନିୟମର…

3 years ago

ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ, ସ୍କୁଲ କର୍ତ୍ତୃପକ୍ଷଙ୍କୁ ଦାୟୀ କଲେ ପରିବାର ଲୋକେ

ଛତ୍ରପୁର,୧୮ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅଧୀନ ରିକ୍କାପଲ୍ଲୀ ଆବାସିକ ବିଦ୍ୟାଳୟରେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତ୍ୟୁ ଛାତ୍ରୀ ଜଣକ ହେଲେ ଛତ୍ରପୁର ଥାନା ଅଧୀନ…

3 years ago

ପାଖେଇ ଆସୁଛି ଗୋପାଳପୁର ବେଳାଭୂମି ମହୋତ୍ସବ: ସମ୍ପୂର୍ଣ୍ଣ ହୋଇନି ରାସ୍ତା,ଆଲୋକୀକରଣ କାର୍ଯ୍ୟ

ଗୋପାଳପୁର,୧୭।୧୨,(ଡି.ଏନ୍‌.ଏ.): ଗୋପାଳପୁର ବେଳାଭୂମିକୁ ଅଧିକ ଆକର୍ଷଣୀୟ କରିବା ନିମନ୍ତେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ କୋଟି କୋଟି ଟଙ୍କା ବ୍ୟୟ ବରାଦ କରି ସୌନ୍ଦର୍ଯ୍ୟକରଣ କରାଯାଉଛି।…

3 years ago

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ବଟେଶ୍ୱର ଶୈବପୀଠ

ଗଞ୍ଜାମ,୧୮ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଜାତୀୟ ରାଜପଥ ହୁମାଠାରୁ ମାତ୍ର ୩କିମି ରାସ୍ତା ପରେ ପଡିବ ପ୍ରସିଦ୍ଧ ଐତିହାସିକ ବଟେଶ୍ୱର ପୀଠ। ଅନ୍ୟାନ୍ୟ ଋତୁ ସମେତ ଶୀତରିତୁ ଆସିବାମାତ୍ରେ…

3 years ago

ବ୍ରିଜ୍‌କୁ ପିଟି ହୋଇ ଓଲଟିଲା କାର୍‌, ବୃଦ୍ଧାଙ୍କ ଜୀବନ ଗଲା

ବେଗୁନିଆପଡ଼ା,୧୭।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବେଗୁନିଆପଡାଠାରୁ ଭେଜିପୁଟ ରାସ୍ତାର ସୁମଣ୍ଡଳ ନିକଟସ୍ଥ ମା’ କାଳୀ ମନ୍ଦିର ପାଖରେ ଥିବା ବ୍ରିଜରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

3 years ago

ଜୋନାଲସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା: ଭାଗ ନେଲେ ୩୦୦ ପ୍ରତିଯୋଗୀ

ବେଗୁନିଆପଡ଼ା,୧୭।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକସ୍ଥିତ ବାପୁଜୀ ଷ୍ଟାଡିୟମଠାରେ ୩ଟି ବ୍ଲକର ହାଇସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଇ ଜୋନାଲସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଶନିବାର…

3 years ago

ଜଗନ୍ନାଥ ଦର୍ଶନ ସାରି ରାତିରେ ଫେରିଥିଲେ: ସକାଳୁ ମିଳିଲା ମୃତଦେହ

ପୁରୁଷୋତ୍ତମପୁର,୧୭।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ଉପକଣ୍ଠରେ ଥିବା କାଳୀମନ୍ଦିର ଛକ ପୋଖରୀରେ ବୁଡି ଜଣେ ଯୁବକଙ୍କ ଶନିବାର ମୃତ୍ୟୁ ଘଟିଛି। ସେ ହେଲେ ଆସିକା ନୂଆଁଗାର…

3 years ago

ହତ୍ୟା ଉଦ୍ୟମ ମାମଲା, ୨ ଅଭିଯୁକ୍ତ ଜେଲ ଗଲେ

ବ୍ରହ୍ମପୁର ଅଫିସ,୧୭ା୧୨: ଜଣେ ଯୁବକଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ବଡବଜାର ଥାନା ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ପ୍ରହଲ୍ଲାଦ ନଗର ୪ର୍ଥ ଲାଇନର…

3 years ago

ପଇଡ଼ରେ ନିଶା ଦେଇ ଦୁଇ ଯାତ୍ରୀଙ୍କଠୁ ଲୁଟ୍‌

ବ୍ରହ୍ମପୁର ଅଫିସ,୧୭ା୧୨: ପୁରୀ- ଗୁଣପୁର ଟ୍ରେନରେ ଏବେ ଲୁଟେରା ସକ୍ରିୟ ହୋଇଛନ୍ତି। ପୁଣି ପଇଡ଼ରେ ନିଶା ଦେଇ ୨ଯାତ୍ରୀଙ୍କୁ ଲୁଟିଛନ୍ତି। ୧୫ଦିନ ମଧ୍ୟରେ ସମାନ ଢଙ୍ଗରେ ଦୁଇଟି…

3 years ago