ଗଞ୍ଜାମ

ସ୍ମାର୍ଟ ସ୍କୁଲରେ ଶିକ୍ଷକ ଅଭାବ

ବ୍ରହ୍ମପୁର ଅଫିସ,୨୮।୪: ବ୍ରହ୍ମପୁର ମହାନଗର ନିଗମର ବହୁ ପୁରାତନ ସରକାରୀ ସିଟି ହାଇସ୍କୁଲରେ ଚଳିତ ଶିକ୍ଷାବର୍ଷ ନିମନ୍ତେ ଏପ୍ରିଲ ୨୦ରୁ ବିଭିନ୍ନ ଶ୍ରେଣୀରେ ଛାତ୍ରୀଛାତ୍ରଙ୍କ ନାମଲେଖା ଆରମ୍ଭ ହୋଇଛି।…

4 years ago

ବୁଗୁଡ଼ା ନୂଆ ବସ୍‌ଷ୍ଟାଣ୍ଡରେ ଶୀତଳ ଜଳ ଯନ୍ତ୍ର ଅକାମୀ

ବୁଗୁଡ଼ା,୨୮।୪(ଡି.ଏନ.ଏ.): ଯାତ୍ରୀମାନଙ୍କୁ ସ୍ବଚ୍ଛ ଓ ଶୀତଳ ଜଳ ଯୋଗାଇଦେବା ଉଦ୍ଦେଶ୍ୟରେ ମାତ୍ର ୪ ମାସ ତଳେ ବୁଗୁଡ଼ା ନୂଆଁ ବସଷ୍ଟାଣ୍ଡ ପରିସରରେ ସ୍ଥାପନ କରାଯାଇଥିବା ୱାଟର ଫିଲଟର…

4 years ago

ଭଞ୍ଜନଗରରେ ଭିଜିଲାନ୍ସ ସର୍କିଟ କୋର୍ଟ

ଭଞ୍ଜନଗର,୨୮।୪(ଡି.ଏନ୍‌.ଏ.): ହାଇକୋର୍ଟ ନିର୍ଦ୍ଦେଶକ୍ରମେ ଭଞ୍ଜନଗରରେ ମଙ୍ଗଳବାର ଭିଜିଲାନ୍ସ ସର୍କିଟ କୋର୍ଟ ଖୋଲିଛି । ଗଞ୍ଜାମ ଜିଲା ଭିଜିଲାନ୍ସ ସ୍ବତନ୍ତ୍ର ଜଜ୍‌ ଲୁନା ମହାନ୍ତି ବୁଧବାର ସର୍କିଟ କୋର୍ଟରେ ଯୋଗଦେଇ…

4 years ago

ରାଜନୈତିକ ଶତ୍ରୁତାରୁ ୨ ବିଜେଡି ନେତାଙ୍କୁ ହତ୍ୟା ଘଟଣା: ପୋଲିସ କବ୍‌ଜାରେ ୬ ସନ୍ଦିଗ୍ଧ

ଦିଗପହଣ୍ଡି,୨୮।୪(ଡି.ଏନ.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଚଷାନିମଖଣ୍ଡି ପଞ୍ଚାୟତର ସଉରା ପାହାଡ ଗାଁ ନିକଟ ରାସ୍ତା ପାର୍ଶ୍ୱରେ ଗତ ଶନିବାର ପାଳଝାଡି ଗ୍ରାମର ୨ ବିଜେଡି…

4 years ago

ମା’ କନକଦୁର୍ଗା ବୁଢ଼ୀ ଠାକୁରାଣୀ ଯାତ୍ରା ଆରମ୍ଭ

ବ୍ରହ୍ମପୁର ଅଫିସ,୨୮।୪: ବ୍ରହ୍ମପୁର ଶିଳ୍ପାଞ୍ଚଳ ପାର୍ଶ୍ୱ ଆଙ୍କୁଲିର ପ୍ରସିଦ୍ଧ ମା’ କନକ ଦୁର୍ଗା ଠାକୁରାଣୀ ଯାତ୍ରା ବୁଧବାର ରାତ୍ରରୁ ଆରମ୍ଭ ହୋଇଛି। ତେଣୁ ମହାନଗରର ୪୦ନଂ. ୱାର୍ଡ ଆଙ୍କୁଲି…

4 years ago

୫ ମାସ ପରେ ବି ପାଞ୍ଚ ଅନ୍ତେବାସୀଙ୍କ ପତ୍ତା ମିଳୁନି

ବ୍ରହ୍ମପୁର ଅଫିସ,୨୮।୪: ବ୍ରହ୍ମପୁର ଜରଡ଼ା ବଙ୍ଗଳା ରାସ୍ତାରେ ଥିବା ପର୍ଯ୍ୟବେକ୍ଷଣ ଆବାସ ଓ ସ୍ବତନ୍ତ୍ର ଆବାସ(ବାଳକ)ରୁ ୬ ଜଣ ଅନ୍ତେବାସୀ ଚମ୍ପଟ ଘଟଣାର ୫ ମାସ ବିତିଯାଇଛି। ଅଦ୍ୟାବଧି…

4 years ago

ବିଏମ୍‌ସି କଠିନ ବର୍ଜ୍ୟବସ୍ତୁ ପ୍ରକଳ୍ପ କାର୍ଯ୍ୟାରମ୍ଭ

ବ୍ରହ୍ମପୁର ଅଫିସ,୨୮।୪: ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ନିର୍ମିତ ହୋଇଥିବା କଠିନ ବର୍ଜ୍ୟବସ୍ତୁ ପ୍ରକଳ୍ପ ପ୍ରାୟ ୩ ବର୍ଷ ପରେ କାର୍ଯ୍ୟାରମ୍ଭ ହୋଇଛି। ଏ ନେଇ ବୁଧବାର…

4 years ago

ଗଞ୍ଜାମରେ ନୂଆ ଆର୍‌ଟିଓ

ଛତ୍ରପୁର,୨୬।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ନୂତନ ଆର୍‌ଟିଓ ଭାବେ ମାନସ ସାହୁ କାର୍ଯ୍ୟରେ ଯୋଗଦେଇଛନ୍ତି। ପୂର୍ବରୁ ସେ ବରଗଡ଼ ଜିଲାରେ ଆର୍‌ଟିଓ ଭାବେ ଦାୟିତ୍ୱ ସମ୍ଭାଳିଥିଲେ। ଏବେ ଗଞ୍ଜାମରେ…

4 years ago

ଗୋପାଳ ସାର୍‌ଙ୍କୁ ଧକ୍କା ଦେଲା ସ୍କୁଲ ବସ୍‌

ଗଞ୍ଜାମ,୨୬।୪(ଡି.ଏନ୍‌.ଏ.): ଗଞ୍ଜାମ ସହର ନିକଟସ୍ଥ ଶନିମନ୍ଦିର ପାଖରେ ମଙ୍ଗଳବାର ଏକ ସ୍କୁଲ ବସ୍‌ ଧକ୍କାରେ ଜଣେ ଶିକ୍ଷକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ଦାମୋଦର ପୁର…

4 years ago

ଶୂନ୍ୟ ହେଲା ମା’ କୋଳ: ଏକାସାଙ୍ଗରେ ଚାଲିଗଲେ ଭାଇ ଉଭଣୀ

ଗଞ୍ଜାମ,୨୬।୪(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ହୁମା ଫାଣ୍ଡି ଅଧୀନ ଗଡ଼ହୁମା ଗ୍ରାମରେ ମଙ୍ଗଳବାର ଏକ ଦୁଖଃଦ ଘଟଣା ଘଟିଛି। ଗାଁର ଗୋବିନ୍ଦ ମହାରଣାଙ୍କ ନାତି ଏବଂ ନାତୁଣୀଙ୍କ ଗୋଟିଏ…

4 years ago