ଗଞ୍ଜାମ

ବସ୍‌ ଧକ୍କାରେ ବାଇକ୍‌ ଚାଳକ ମୃତ

ଖଲ୍ଲିକୋଟ,୨ା୨(ଡି.ଏନ.ଏ.): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅଧୀନ କେଶପୁର ଛକ ନିକଟରେ ଗୁରୁବାର ଏକ ଘରୋଇ ଯାତ୍ରୀବାହୀ ମିନିବସଥ ଧକ୍କାରେ ଜଣେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଛି।…

3 years ago

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ

ଗୋପାଳପୁର,୨ା୨(ଡି.ଏନ.ଏ.): ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରିନେଇଥିବା ଗୁରୁବାର ଗୋଳନ୍ଥରା ଥାନାରେ ଅଭିଯୋଗ ହୋଇଛି। କଇଠାପଲ୍ଳୀ ଗ୍ରାମର ଜନୈକା ଛାତ୍ରୀ ସ୍କୁଲ ଯିବାକୁ କହି ଘରୁ…

3 years ago

ଅଜା ଘରକୁ ଯାଇଥିଲେ ବୁଲି: ନାଳରେ ବୁଡ଼ି ଚାଲିଗଲା ନାତିଙ୍କ ଜୀବନ

ଦିଗପହଣ୍ଡି,୨ା୨(ଡି.ଏନ.ଏ.): ଗଞ୍ଜାମ ଜିଲା ପାଟପୁର ଥାନା ଅଧୀନ ଖୁଲୁଡି ଗ୍ରାମରେ ଗୁରୁବାର ଜଣେ ୧୧ବର୍ଷର ନାବାଳକ ଶୁଳିଆ ନାଳରେ ବୁଡ଼ିଯାଇ ପ୍ରାଣ ହରାଇଛନ୍ତି। ଦିଗପହଣ୍ଡି ଥାନା ଅନ୍ତର୍ଗତ…

3 years ago

ଡ୍ରେନ୍‌ରୁ ମିଳିଲା ଯୁବକଙ୍କ ମୃତଦେହ

ବ୍ରହ୍ମପୁର ଅଫିସ,୨ା୨: ବ୍ରହ୍ମପୁର ଟାଉନ ଥାନା ଅନ୍ତର୍ଗତ ଗାନ୍ଧୀନଗର ନିକଟରେ ଥିବା ଏକ ଡ୍ରେନ୍‌ରୁ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତକ ବିଜିପୁର…

3 years ago

ମହିଳାଙ୍କ ମୃତ୍ୟୁ ପରେ ବାଟରେ ଓହ୍ଲାଇ ଦେଲେ ବସ୍‌ କର୍ମଚାରୀ

ଗଞ୍ଜାମ,୨।୨(ଡି.ଏନ୍‌.ଏ.): ଭୁବନେଶ୍ୱରରୁ ବ୍ରହ୍ମପୁର ଆସୁଥିବା ଖମ୍ବେଶରୀ ନାମକ ଏକ ଘରୋଇ ବସ୍‌ରେ ବୁଧୁବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବସ୍‌ରେ ଯାଉଥିବା ଜଣେ ମହିଳାଙ୍କ ହଠାତ୍‌…

3 years ago

ଆର୍ଦ୍ରଭୂମି ତାଲିକାରେ ତାମ୍ପରା ହ୍ରଦ ସାମିଲ

ଛତ୍ରପୁର,୨ା୨(ଡି.ଏନ୍‌.ଏ.): ଆଜି ବିଶ୍ବ ପାଳୁଛି ‘ଓ୍ବେଟଲାଣ୍ଡ ଡେ’। ଏହି ଅବସରରେ ନୂଆ କରି ରାମସର ଆର୍ଦ୍ରଭୁମି (୨୪୮୯) ତାଲିକାରେ ସାମିଲ ହୋଇଥିବା ଗଞ୍ଜାମ ଜିଲାର ତାମ୍ପରା ହ୍ରଦଠାରେ…

3 years ago

ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ ତପସ୍ବିନୀ

ବ୍ରହ୍ମପୁର ଅଫିସ,୨ା୨: ବହୁ ଚର୍ଚ୍ଚିତ ବ୍ରହ୍ମପୁରର ଡାକ୍ତର ସୁମିତ ସାହୁ ଓ ତପସ୍ବିନୀ ଦାସଙ୍କ ଦାମ୍ପତ୍ୟ ବିବାଦର ଅନ୍ତ ଏ ଯାଏ ହୋଇନାହିଁ। ୨୦୨୧ ନଭେମ୍ବରରୁ ସେମାନଙ୍କ…

3 years ago

ସ୍କୁଟିକୁ ଧକ୍କା ଦେଲା କାର: ଚାଲିଗଲା ମା’-ପୁଅଙ୍କ ଜୀବନ

ବ୍ରହ୍ମପୁର ଅଫିସ, ୨।୨: ବ୍ରହ୍ମପୁର ସହର ଦେଇ ଯାଇଥିବା ଜାତୀୟ ରାଜପଥ ଏମକେସିଜି ମେଡିକାଲ କଲେଜ ସମ୍ମୁଖରେ ବୁଧବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା…

3 years ago

ଗୋପାଳଙ୍କ ଭାଇଙ୍କୁ ଉଠାଇ ନେଲା କ୍ରାଇମ୍‌ବ୍ରାଞ୍ଚ

ବ୍ରହ୍ମପୁର ଅଫିସ,୧।୨: ପୋଲିସ ଗୁଳିରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ମୃତ୍ୟୁ ଘଟଣାର କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ଚାଲିଛି। ମଙ୍ଗଳବାର କ୍ରାଇମବ୍ରାଞ୍ଚ ଡିଏସ୍‌ପି ଶିଶିର ମିଶ୍ରଙ୍କ ନେତୃତ୍ୱରେ ୪ ଜଣିଆ…

3 years ago

ବିଦ୍ୟୁତ୍‌ ବିଭ୍ରାଟକୁ ନେଇ କୁହୁଳୁଛି ଅସନ୍ତୋଷ

ପୁରୁଷୋତ୍ତମପୁର, ୩୧।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରବାସୀଙ୍କ ଉପରେ ଟିପିଏସ୍‌ଓଡିଏଲ୍‌ ଦାଉ ସାଧିଛି। ସାଉଥକୋଠାରୁ ଟାଟା ପାୱାର(ଟିପିଏସ୍‌ଓଡିଏଲ୍‌) ଗତ ଜାନୁୟାରୀ ୨୦୨୧ରୁ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେଇଛି।…

3 years ago