ଗଞ୍ଜାମ

ଜାନୁୟାରୀ ୧ରୁ ନବନିର୍ମିତ କୋଠାରେ ଶୁଖୁଆ ହାଟ

ଛତ୍ରପୁର,୫ା୧୨(ଡି.ଏନ୍‌.ଏ.): ହୁମ୍ମାସ୍ଥିତ ନବନିର୍ମିତ ଅତ୍ୟାଧୁନିକ କୋଠାରେ ଜାନୁୟାରୀ ପହିଲାରୁ ଶୁଖୁଆ ହାଟ ଆରମ୍ଭ ହେବ। ଏହାଦ୍ୱାରା ପୂର୍ବରୁ ରାଜପଥ ପାର୍ଶ୍ୱରେ ଖୋଲାରେ, ଅସ୍ବଚ୍ଛ ପରିବେଶରେ ବର୍ଷସାରା ଶୁଖୁଆ…

3 years ago

ସୋରଡ଼ାରେ କାର୍ଯ୍ୟଭାର ଗ୍ରହଣ କଲେ ନୂଆ ବିଡିଓ

ସୋରଡ଼ା,୫ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକ କାର୍ଯ୍ୟାଳୟରେ ସୋମବାର ଭାରତୀୟ ପ୍ରଶାସନିକ ସେବାର ଓଡ଼ିଶା କ୍ୟାଡର ୨୦୨୧ ବ୍ୟାଚ୍‌ର ମହିଳା ଆଇଏଏସ୍‌ ତଥା ଶିକ୍ଷାନବୀଶ ଦିନାହ ଦସ୍ତାଗିର…

3 years ago

ଦାବି ପୂରଣ ନ ହେଲେ ଗଣଧାରଣା ଜାରି ରହିବ

ବେଗୁନିଆପଡ଼ା,୫ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକ ରାଜ୍ୟ ଆଶାକର୍ମୀ ସଂଘ ପକ୍ଷରୁ ସୋମବାର ବିକ୍ଷୋଭ ଓ ଗଣଧାରଣା ଦିଆଯାଇଛି। ଭାରତୀୟ ମଜଦୂର ସଂଘ ଡାକରାରେ ୭ ଦଫା…

3 years ago

ଅଦାଲତ କୋଠା, ଚିହ୍ନଟ ଜାଗା ଦେଖିଲେ ହାଇକୋର୍ଟ ବିଚାରପତି

ଶେରଗଡ଼/ହିଞ୍ଜିଳିକାଟୁ/ଆସିକା/ କବିସୂର୍ଯ୍ୟନଗର ୫ା୧୨(ଡି.ଏନ୍‌.ଏ.):ଶେରଗଡ଼ଠାରେ ଜେଏମ୍‌ଏଫ୍‌ସି କୋର୍ଟ ଅଛି। ଏହା ବର୍ତ୍ତମାନ ବ୍ଲକର ଏକ କୋଠାରେ ଚାଲିଛି। କୋର୍ଟର ସ୍ଥାୟୀ କୋଠା ନୂତନ ଭାବେ କାମ ସରିଛି। ଏହା…

3 years ago

ବଢ଼ୁଛି ଅସାମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ: ବଟି ନ ଦେବାରୁ ବ୍ୟବସାୟୀଙ୍କୁ ଆକ୍ରମଣ

ବ୍ରହ୍ମପୁର ଅଫିସ,୪ା୧୨: ବ୍ରହ୍ମପୁର ସହରରେ ଅସାମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ ବଢ଼ିବାରେ ଲାଗିଛି। ଗତ ୨ତାରିଖ ରାତିରେ ଗୋଷାଣିନୂଆଗାଁ ଥାନା ଅଧୀନ ବଡସାହିରେ ଏକ ଭେରାଇଟି ଷ୍ଟୋର ମାଲିକ…

3 years ago

ଆଶାକର୍ମୀଙ୍କ ପ୍ରତିବାଦ

ସୋରଡ଼ା,୪ା୧୨(ଡି.ଏନ୍‌.ଏ.): ରାଜ୍ୟ ଆଶାକର୍ମୀ ସଂଘ ନିଷ୍ପତ୍ତି କ୍ରମେ ୭ ଦଫା ଦାବି ପୂରଣ ପାଇଁ ସ୍ଥାନୀୟ ଶାଖା ତରଫରୁ ବଡ଼କାଳୀ ମନ୍ଦିରଠାରୁ ମଧ୍ୟାହ୍ନରେ ଏକ ପ୍ରତିବାଦ ଶୋଭାଯାତ୍ରା…

3 years ago

ଗୋଲାପଲ୍ଲୀରେ ବୋମାମାଡ଼

ଛତ୍ରପୁର,୪ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅଧୀନ ଗୋଲାପଲ୍ଲୀ ଗ୍ରାମରେ ଜନୈକ ବ୍ୟକ୍ତିଙ୍କ ଘର ଉପରକୁ ବୋମାମାଡ଼ ହୋଇଛି। ଶନିବାର ବିଳମ୍ବିତ ରାତିରେ ଗ୍ରାମର ବି.ଉଦୟନାଥ ପାତ୍ରଙ୍କ…

3 years ago

୨ ବାଇକ୍‌ ଲୁଟେରାଙ୍କୁ ବାନ୍ଧିଲା ପୋଲିସ

ସୋରଡ଼ା,୪ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ପୋଲିସ ଦୁଇ ବାଇକ୍‌ ଲୁଟେରାଙ୍କୁ ରବିବାର ଗିରଫ କରିଛି। ଆଇଆଇସି ସୂରଜ ଝଙ୍କାରଙ୍କ ସୂଚନାନୁଯାୟୀ, ଦିଗପହଣ୍ଡି ନିକଟ ଓଡସିଂ ଗ୍ରାମର…

3 years ago

ଖାଲଖମାରେ ଭର୍ତ୍ତି ପୂର୍ତ୍ତ ବିଭାଗ ରାସ୍ତା, ବଢୁଛି ଦୁର୍ଘଟଣା

ବ୍ରହ୍ମପୁର ଅଫିସ, ୪।୧୧: ସରକାର ରାସ୍ତା ନିର୍ମାଣ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଏବେ ମଧ୍ୟ ସହରର ଅନେକ ରାସ୍ତା ଖାଲଖମାରେ ପରିପୂର୍ଣ୍ଣ ହୋଇଛି।…

3 years ago

ଯୌତୁକ ନିର୍ଯାତନା ଅଭିଯୋଗ: ସ୍ବାମୀ କୋର୍ଟ ଚାଲାଣ

ଗଞ୍ଜାମ,୩ା୧୨(ଡି.ଏନ.ଏ.): ଗଞ୍ଜାମ ଥାନା ଅନ୍ତର୍ଗତ ବିରିପୁର ଗ୍ରାମର ଅଭିଯୁକ୍ତ ପ୍ରଶାନ୍ତ ଦାସଙ୍କୁ ଯୌତୁକ ନିର୍ଯାତନା ଅଭିଯୋଗରେ କୋର୍ଟ ଚାଲାଣ କରାଯାଇଥିବା ଜଣାପଡ଼ିଛି। ସ୍ତ୍ରୀ ସୁଫଳା ଦାସ ଯୌତୁକ…

3 years ago