ଗଞ୍ଜାମ

ଗଞ୍ଜାମ କଲେଜରେ ଅଣଛାତ୍ର ପ୍ରବେଶ: ଅଘଟଣ ପୂର୍ବରୁ ଉଠାଇନେଲା ପୋଲିସ

ଗଞ୍ଜାମ,୩୦ା୧୧(ଡି.ଏନ୍‌.ଏ.): ଗଞ୍ଜାମ କଲେଜରେ ବୁଧବାର କିଛି ଅଣ ଛାତ୍ର ପ୍ରବେଶକୁ ନେଇ କଲେଜ ଛାତ୍ରୀଛାତ୍ର ଓ ଅଧ୍ୟାପିକା /ଅଧ୍ୟାପକ ଅସନ୍ତୋଷ ବ୍ୟକ୍ତ କରିଛନ୍ତି l କିନ୍ତୁ କିଛି…

3 years ago

ବାଇକ୍‌ ଦୁର୍ଘଟଣାରେ ଯୁବକଙ୍କ ଛାତିରେ ଲାଗିଲା ଆଘାତ, ଅସ୍ତ୍ରୋପଚାର ସଫଳ

ସୋରଡ଼ା,୩୦ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ସରକାରୀ ଡାକ୍ତରଖାନାରେ ବୁଧବାର ସନ୍ଧ୍ୟାରେ ଏକ ବାଇକ୍‌ ଦୁର୍ଘଟଣାରେ ଜଣେ ଗୁରୁତର ଯୁବକଙ୍କ ଅସ୍ତ୍ରୋପଚାର କରାଯାଇଛି। ବ୍ଲକର ପଳାଶପଲ୍ଲୀ ଗ୍ରାମର ରିତୁ…

3 years ago

ଅପଡେଟ ହେବ ୧୦ ବର୍ଷ ପୁରୁଣା ଆଧାରକାର୍ଡ

ଛତ୍ରପୁର,୩୦।୧୧(ଡି.ଏନ.ଏ.): ୧୦ବର୍ଷ ପୁରୁଣା ଆଧାର କାର୍ଡ ଥିଲେ ତୁରନ୍ତ ଅପଡେଟ କରିବାକୁ ପଡିବ ବୋଲି ୟୁଆଇଡିଏଆଇ(ୟୁନିକ ଆଇଡେଟିଂଫିକେସନ ଅଥରିଟି ଅଫ ଇଣ୍ଡିଆ) ସୂଚନା ଜାରି କରିଛି। ଛତ୍ରପୁରସ୍ଥିତ…

3 years ago

ରାଷ୍ଟ୍ରପତିଙ୍କୁ ଖୋଲା ଚିଠି ଲେଖିଲେ ଛାତ୍ରୀ: ସାବିତ୍ରୀ ମହାବିଦ୍ୟାଳୟକୁ ସରକାରୀ ମାନ୍ୟତା ଦାବି

ଭଞ୍ଜନଗର,୩୦।୧୧(ଡି.ଏନ.ଏ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ସ୍ଥାପନ ହେବାର ୪୨ବର୍ଷ ବିତିବାକୁ ବସିଥିଲେ ମଧ୍ୟ ଏହାକୁ ସରକାରୀ ମାନ୍ୟତା ମିଳିନାହିଁ। ଏହାକୁ…

3 years ago

ହତ୍ୟା ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ଆସିକା,୩୦।୧୧(ଡି.ଏନ.ଏ.): ଗଞ୍ଜାମ ଜିଲା ଆସିକା ଅତିରିକ୍ତ ଜିଲାଜଜ୍‌ ଚୌଧୁରୀ ପ୍ରବୀର କୁମାର ବୁଧବାର ଏକ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି।…

3 years ago

ସୋରଡ଼ାରେ ପର୍ଯ୍ୟଟକଙ୍କ ଭିଡ଼

ସୋରଡା,୩୦।୧୧(ଡି.ଏନ୍‌.ଏ.):  ଗଞ୍ଜାମ ଜିଲା ସୋରଡ଼ାକୁ ଏବେ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକମାନେ ଆସୁଛନ୍ତି। ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ପର୍ଯ୍ୟଟକମାନେ ସୋରଡା ଦେଇ ଯିବା…

3 years ago

ଟେଣ୍ଟ ପୋଡ଼ିବାକୁ ନେଇ ଉତ୍ତେଜନା

ବ୍ରହ୍ମପୁର ଅଫିସ,୩୦।୧୧: ଶିଶୁପୁତ୍ରକୁ ନ୍ୟାୟ ଓ ନିଜର ଅଧିକାର ଦାବିରେ ବ୍ରହ୍ମପୁର ଦେଶୀବେହେରାସାହିସ୍ଥିତ ପ୍ରେମିକ କେ.ଦିନେଶଙ୍କ ଘର ସମ୍ମୁଖରେ ଯୁବତୀ ଜଣଙ୍କ ଜୁଲାଇ ୨ରୁ ଧାରଣା ଜାରି…

3 years ago

ଜ୍ୟୋତିଷ ରୂପରେ ଗୋପାଳପୁର ବିଧାୟକ ପ୍ରଦୀପ: ପଦ୍ମପୁରରେ ପଦ୍ମ ଫୁଟିବା ଭବିଷ୍ୟବାଣୀ

ବ୍ରହ୍ମପୁର ଅଫିସ,୩୦।୧୧: ବିଜେଡିରୁ ବହିଷ୍କୃତ ଗୋପାଳପୁର ହ୍ୟାଟ୍ରିକ ବିଧାୟକ ପ୍ରଦୀପ ପାଣିଗ୍ରାହୀ ଏବେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରି ବର୍ଷିବାରେ ଲାଗିଛନ୍ତି। ନଭେମ୍ବର ୨୭ରେ ରଙ୍ଗେଇଲୁଣ୍ଡା ବ୍ଲକ…

3 years ago

ମଲାଡ଼ରେ ଅଗ୍ନିକାଣ୍ଡ: ଜଳିଗଲା ଦୁଇ ଘର

ଗଞ୍ଜାମ,୨୯।୧୧(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତର ମଲାଡ଼ ଗ୍ରାମରେ ମଙ୍ଗଳବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୨ଟି ଚାଳଛପର ଘର ଜଳିପୋଡି ପାଉଁଶ ହୋଇଯାଇଛି। ଏହାପରେ…

3 years ago

ସାମୁହିକ ଭୋଜନ ବେଳେ ଯୁବକଙ୍କୁ ଆକ୍ରମଣ: ବନ୍ଧା ହେଲେ ୨

ବ୍ରହ୍ମପୁର ଅଫିସ,୨୮ା୧୧: ହତ୍ୟା ଉଦ୍ୟମ ମାମଲାରେ ବ୍ରହ୍ମପୁର ସଦର ଥାନା ପୋଲିସ ସମ୍ପୃକ୍ତ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ନୂଆ ଯୋଗିଆପଲ୍ଲୀର ଜୀବନ ଦାସ(୨୪)…

3 years ago