ଗଞ୍ଜାମ

ଦାଣ୍ଡରେ ରୋଷେଇ କଲେ ତପସ୍ବିନୀ

ବ୍ରହ୍ମପୁର ଅଫିସ,୧୯ା୧୨: ନ୍ୟାୟ ଓ ନିଜ ହକ୍‌ ପାଇଁ ବ୍ରହ୍ମପୁର ବ୍ରହ୍ମାନଗରସ୍ଥିତ ଶାଶୁ ଘର ଆଗରେ ବୋହୂ ତପସ୍ବିନୀ ଦାଶଙ୍କ ଧାରଣା ଜାରି ରହିଛି। ତପସ୍ବିନୀ ରବିବାର…

4 years ago

ରାଜ୍ୟ ସଭାପତିଙ୍କ ଗସ୍ତ ପୂର୍ବରୁ ଭାଜପାକୁ ଶକ୍ତ ଧକ୍କା

ଭଞ୍ଜନଗର,୧୯।୧୨(ଡି.ଏନ.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପୂର୍ବରୁ ଭଞ୍ଜନଗର ନିର୍ବାଚନମଣ୍ଡଳୀର ୩ ପ୍ରମୁଖ ରାଜନୈତିକ ଦଳ ବିଜେଡ଼ି, କଂଗ୍ରେସ ଓ ଭାଜପା ଦଳକୁ ଅଧିକ ସୁଦୃଢ଼ କରିବା ପାଇଁ…

4 years ago

ସୁମିତଙ୍କୁ ଖୋଜୁଛି ପୋଲିସ

ବ୍ରହ୍ମପୁର ଅଫିସ,୧୯ା୧୨: ନ୍ୟାୟ ପାଇଁ ତପସ୍ବିନୀ ଦାଶ ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ବ୍ରହ୍ମାନଗର ଦ୍ୱିତୀୟ ଲାଇନ୍‌ର ତାଙ୍କ ଶ୍ୱଶୁର ଘର ଆଗରେ ଧାରଣା ଜାରି ରଖିଛନ୍ତି।…

4 years ago

ଫିକା ପଡ଼ିବ ପିକ୍‌ନିକ

ଭଞ୍ଜନଗର,୧୮।୧୨(ଡି.ଏନ.ଏ): ବର୍ତ୍ତମାନ ଲୋକେ ବିଭିନ୍ନ ପର୍ଯ୍ୟଟନସ୍ଥଳୀ ବୁଲି ଭୋଜିଭାତର ମଜା ନେଉଛନ୍ତି। ହେଲେ ଆଗକୁ କରୋନା ସଂକ୍ରମଣ ବଢ଼ିବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ…

4 years ago

ଶାଶୁଘର ଆଗରେ ପୁଣି ବସିଲେ ତପସ୍ବିନୀ

ବ୍ରହ୍ମପୁର ଅଫିସ,୧୮ା୧୨: ବହୁଚର୍ଚ୍ଚିତ ଡା. ସୁମିିତ ସାହୁ- ତପସ୍ବିନୀ ଦାଶ ପାରିବାରିକ ମାମଲା ତୁଟିବା ନାଁ ଧରୁନି। ଦିନକୁ ଦିନ ଏହା ଜଟିଳ ହେବାରେ ଲାଗିଛି। ଶୁକ୍ରବାର…

4 years ago

ପୁଣି ଶାଶୁଘର ଆଗରେ ବସିଲେ ତପସ୍ବିନୀ

ବ୍ରହ୍ମପୁର ଅଫିସ,୧୭।୧୨: ବହୁଚର୍ଚ୍ଚିତ ଡା. ସୁମିିତ ସାହୁ- ତପସ୍ବିନୀ ଦାଶ ପାରିବାରିକ ମାମଲା ତୁଟିବା ନାଁ ଧରୁନି। ଦିନକୁ ଦିନ ଏହା ଜଟିଳ ହେବାରେ ଲାଗିଛି। ଶୁକ୍ରବାର…

4 years ago

ହାତ ଛାଡ଼ି ଶଙ୍ଖ ଧରିଲେ ଧର୍ମରାଜ

ଗୋପାଳପୁର,୧୭।୧୨(ଡି.ଏନ.ଏ.): କଂଗ୍ରେସର ପୂର୍ବତନ ବିଧାୟକ ପ୍ରାର୍ଥୀ ଏସ୍‌.ଧର୍ମରାଜ ରେଡ୍ଡୀ ଓ ତାଙ୍କର ସମର୍ଥକ ଶୁକ୍ରବାର ହାତ ଛାଡ଼ି ଶଙ୍ଖ ଧରିଛନ୍ତି। କାର୍ଯ୍ୟକ୍ରମରେ ଅନୁସୂଚିତ ଜାତି ଓ ଜନଜାତି…

4 years ago

ଫେରାର ହୋଇ ନ ଥିବା ଅଡିଓ ଜାରି କଲେ ସୁମିତ

ଆସିକା,୧୭ା୧୨(ଡି.ଏନ୍‌.ଏ.):ବ୍ରହ୍ମପୁର ବ୍ରହ୍ମାନଗରର ଡାକ୍ତର ସୁମିତ ସାହୁ ଓ ସ୍ତ୍ରୀ ତପସ୍ବିନୀ ଦାଶଙ୍କ ମଧ୍ୟରେ ଚାଲିଥିବା ବିବାଦ ତୁଟିବା ନାଁ ଧରୁନି । ଏହି ପାରିବାରିକ ବିବାଦ ଅଦାଲତରେ…

4 years ago

ଆରମ୍ଭ ହେଲା ଅଲିଭ ରିଡ୍‌ଲେଙ୍କ ମିଳନ

ଗଞ୍ଜାମ,୧୬।୧୨(ଡି.ଏନ.ଏ.): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ପୁରୁଣାବନ୍ଧ ଗ୍ରାମ ନିକଟ ଋଷିକୁଲ୍ୟା ମୁହାଣଠାରେ ଅଲିଭ ରିଡ୍‌ଲେ କଇଁଛଙ୍କ ମିଳନ ପର୍ବ ଆରମ୍ଭ ହୋଇଛି। ଚଳିତଥର ନଭେମ୍ବର ଦ୍ୱିତୀୟ…

4 years ago

ମା’ ଆଗରେ ଚାଲିଗଲା ଶିଶୁପୁତ୍ରର ଜୀବନ

ପୋଲସରା,୧୬ା୧୨(ଡି.ଏନ.ଏ.): ଗଞ୍ଜାମ ଜିଲା ପୋଲସରା ଥାନା ଅଧୀନ ଚିରିକିପଡ଼ା ଶାସନ ପଞ୍ଚାୟତ ବିରିପୁର ଗ୍ରାମ ପୋଖରୀରେ ବୁଡି ବୁଧବାର ଗ୍ରାମର ଅରୁଣ ବିଷୋୟୀଙ୍କ ୩ ବର୍ଷୀୟ ପୁଅ…

4 years ago