ରାୟଗଡ଼ା ଅଫିସ/ବିଞ୍ଝାରପୁର/ କବିସୂର୍ଯ୍ୟନଗର/ ପଦ୍ମପୁର/ତେଲକୋଇ/ ବାଙ୍ଗିରିପୋଷି(ଡି.ଏନ.ଏ.)/ ନାଉଗଁା(ସ୍ବ.ପ୍ର.),୧୫।୧୧: ଚଳିତବର୍ଷର ଅସ୍ବାଭାବିକ ବର୍ଷାରେ କ୍ଷତିଗ୍ରସ୍ତ ହୋଇ ଯାହା ବି ଧାନ ଓ ଅଣଧାନ ଫସଲ ବଞ୍ଚତ୍ଥିଲା ତାହା ଗତ…
ଛତ୍ରପୁର,୧୪।୧୧(ଡି.ଏନ୍.ଏ): ଗଞ୍ଜାମ ଜିଲା ହରିଡାଖଣ୍ଡି-ବେଲପଡ଼ା ରାସ୍ତାର ଉନ୍ନତୀକରଣ ଓ ପ୍ରଶସ୍ତୀକରଣ କରାଯିବ। ଏଥିଲାଗି ୬୦ଟି ଗଛ କଟାଯିବାକୁ ନିଷ୍ପତ୍ତି ହୋଇଛି। ତେବେ ଏତେ ସଂଖ୍ୟକ ଗଛ କଟାଯିବାକୁ…
ବ୍ରହ୍ମପୁର ଅଫିସ,୧୪ା୧୧: ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଅନନ୍ତେଇ ପଞ୍ଚାୟତର ପୂର୍ବତନ ସରପଞ୍ଚ ପ୍ରଦୀପ ବିଷୋୟୀ ହତ୍ୟା ମାମଲାରେ ବ୍ରହ୍ମପୁର ବଡ଼ବଜାର ପୋଲିସ ୫ ଅଭିଯୁକ୍ତଙ୍କୁ ଗିରଫ…
ଗଞ୍ଜାମ,୧୪।୧୧(ଡି.ଏନ୍.ଏ.): ଉପର ମୁଣ୍ଡରେ ଲଘୁଚାପ ଲଗାଣ ବର୍ଷା ଫଳରେ ଗଞ୍ଜାମ ସହର ନିକଟ ଋଷିକୂଲ୍ୟା ନଦୀରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ସମୁଦ୍ରରେ ମଧ୍ୟ ଉଚ୍ଚ ଲହଡି…
ପାତ୍ରପୁର, ୧୪ା୧୧(ଡି.ଏନ୍.ଏ.): ଓଡ଼ିଶା ମାନଚିତ୍ରରେ ଗାଁ ରହିଛି ହେଲେ ପ୍ରଶାସନିକ ଅବହେଳାରୁ ଏହି ଗାଁଗୁଡ଼ିକୁ ବିକାଶ ପହଞ୍ଚତ୍ ପାରିନାହିଁ। ପଡ଼ୋଶୀ ଆନ୍ଧ୍ରପ୍ରଦେଶ ଏହାର ସୁଯୋଗ ନେଇ କୋଟିଆ…
ବ୍ରହ୍ମପୁର ଅଫିସ,୧୪ା୧୧: ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍କେସିଜି) ମେଡିକାଲ କଲେଜ ଓ ହସ୍ପିଟାଲର ଟିବି ଆଣ୍ଡ ଚେଷ୍ଟ ବିଭାଗରେ ଖୁବ୍ଶୀଘ୍ର ପିଜି ପାଠ୍ୟକ୍ରମ ଆରମ୍ଭ ହେବ। ଏନେଇ…
ହିଞ୍ଜିଳିକାଟୁ,୧୩ା୧୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ପୁଟିଆପଦର ଗ୍ରାମରେ ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ( ଏମ୍ଜିଏନ୍ଆର୍ଇଜିଏ)ରେ ପ୍ରାୟ ୧୦ ଲକ୍ଷ ଟଙ୍କା ବ୍ୟୟ…
ଗଞ୍ଜାମ,୧୩।୧୧(ଡି.ଏନ୍.ଏ.): ଗତ ଦୁଇଦିନ ଧରି ଲଗାଣ ବର୍ଷା ଯୋଗୁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି ସହର ବାସୀ l ଏଥି ସହିତ ଦିନ ଓ…
ଚିକିଟି,୧୨।୧୧(ଡି.ଏନ.ଏ.): କେ.ନୂଆଗାଁ ଥାନା ସୁନ୍ଦରଡ଼ା ଗ୍ରାମ ସ୍ଥିତ ସୁନ୍ଦେରଶ୍ୱର ମନ୍ଦିରରୁ ଦୁର୍ବୃତ୍ତମାନେ ମନ୍ଦିର ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି। ଶୁକ୍ରବାର ସକାଳେ ମନ୍ଦିର ପୂଜାରୀ…
ଗଞ୍ଜାମ,୧୨।୧୧(ଡି.ଏନ୍.ଏ.): ଲଗାଣ ବର୍ଷାରେ ଗଞ୍ଜାମ ସହର ବେହାଲ ହୋଇ ପଡିଛି । ଏହି ବର୍ଷା ଜଳ ନିଷ୍କାସନ ହୋଇ ନ ପାରି ସହରର ବିଭିନ୍ନ ସ୍ଥାନରେ କୃତ୍ରିମ…