ଗଞ୍ଜାମ

ଏନ୍‌ଏସିକୁ ୨୧ କୋଟିର ବକେୟା ଦେବ ଟିପିଏସ୍‌ଓଡିଏଲ

ଭଞ୍ଜନଗର,୧୪ା୩(ଡି.ଏନ.ଏ): ଭଞ୍ଜନଗର ମତ୍ସ୍ୟ ଯାଅଁାଳ ଉପତ୍ାଦନ କେନ୍ଦ୍ର ରୋଡ଼ରେ ଏନ୍‌ଏସି ପକ୍ଷରୁ ହୋଇଥିବା ଅଣୁ ଜୈବସାର ପରିଚାଳନା କେନ୍ଦ୍ରର ବିଦ୍ୟୁତ୍‌ ବିଲ ବାକି ଥିବାରୁ ଗତ ସପ୍ତାହରେ…

4 years ago

ଜିଲାପରିଷଦ ସଭାପତି ନିର୍ବାଚନ: ଗଞ୍ଜାମ ଅଞ୍ଜଳି, ଗଜପତି ଜି. ତିରୁପତି, କନ୍ଧମାଳ ନନ୍ଦିନୀ

ଛତ୍ରପୁର/ପାରଳାଖେମୁଣ୍ଡି (ଡି.ଏନ୍‌.ଏ.)/ ଫୁଲବାଣୀ ଅଫିସ୍‌, ୧୪ା୩: ଗଞ୍ଜାମ ଜିଲା ପରିଷଦ ସଭାପତି ଭାବେ ଅଞ୍ଜଳି ସ୍ବାଇଁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଅଞ୍ଜଳି ଧରାକୋଟ ବ୍ଲକର ୩୧ ନମ୍ବର ଜୋନ୍‌ରୁ…

4 years ago

ବ୍ରହ୍ମପୁର ପୌର ନିର୍ବାଚନ ହେଉନି ନିରପେକ୍ଷ

ବ୍ରହ୍ମପୁର ଅଫିସ,୧୪ା୩: ବ୍ରହ୍ମପୁର ପୌର ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବାରେ ପ୍ରଶାସନ ବିଫଳ ହୋଇଛି। ଏକ ନିର୍ଦ୍ଦିଷ୍ଟ ରାଜନୈତିକ ଦଳ ଇଙ୍ଗିତରେ ସରକାରୀ କଳ ବେନିୟମ ଭାବେ…

4 years ago

୩ ପରିବାରର ୯ ବଖରା ଜଳିଗଲା

ସୋରଡ଼ା,୧୩।୩(ଡି.ଏନ୍‌.ଏ.): ସୋରଡ଼ା ବ୍ଲକ ଗେଞ୍ଜା ପଞ୍ଚାୟତ କନ୍ଧବାଖରା ଗ୍ରାମରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଗାଁର ଖଦାଳ ମାଲିକ, କେଶବ ମାଲିକ, ଭଗତ ମାଲିକଙ୍କ…

4 years ago

ନିର୍ଦ୍ୱନ୍ଦ୍ୱରେ ଜିତିଲେ ଅଞ୍ଜଳି

ଛତ୍ରପୁର,୧୩ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଋଷିକୂଲ୍ୟା ଜିଲା ପରିଷଦ ସମ୍ମିଳନୀ କକ୍ଷରେ ନବର୍ନିବାଚିତ ଜିଲା ପରିଷଦ ସଭ୍ୟା/ସଭ୍ୟଙ୍କୁ…

4 years ago

ସାମ୍ବିଧାନିକ ପ୍ରକ୍ରିୟାରେ ହେଉନି ପୌର ନିର୍ବାଚନ

ବ୍ରହ୍ମପୁର ଅଫିସ, ୧୩।୩: ବ୍ରହ୍ମପୁର ପୌର ନିର୍ବାଚନର କଂଗ୍ରେସ ମେୟର ପ୍ରାର୍ଥୀ ମଞ୍ଜୁ ରଥଙ୍କ ଭୋଟ ପ୍ରଚାର ଶନିବାର ଆରମ୍ଭ ହୋଇଛି। ସହରର ଆରାଧ୍ୟ ଦେବୀ ମା’ ବୁଢ଼ୀ…

4 years ago

ଅଜ୍ଞାତବାସରେ ୧୦ ଭାଜପା କର୍ପୋରେଟର ପ୍ରାର୍ଥୀ

ବ୍ରହ୍ମପୁର ଅଫିସ,୧୩।୩: ପୌର ନିର୍ବାଚନ ପାଇଁ ନାମାଙ୍କନ ପ୍ରତ୍ୟାହାର ଲାଗି ଚାପ ଓ ଧମକ ଯୋଗୁ ୧୦ ଭାଜପା ପ୍ରାର୍ଥୀ ଅଜ୍ଞାତବାସରେ ଅଛନ୍ତି। ଅନ୍ୟପକ୍ଷରେ ଭାଜପାର ସଂଗୀନ ଅଭିଯୋଗ…

4 years ago

ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ

ବ୍ରହ୍ମପୁର ଅଫିସ,୧୩।୩: ରାଜ୍ୟ ଆଇନସେବା ପ୍ରାଧିକରଣ ସଂଯୋଜନାରେ ଗଞ୍ଜାମ ଜିଲା ଅଦାଲତଗୁଡ଼ିକରେ ଚଳିତବର୍ଷର ପ୍ରଥମ ଜାତୀୟ ଲୋକ ଅଦାଲତ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ୧୩୧ ମୋଟରଯାନ…

4 years ago

ଅଧ୍ୟକ୍ଷ ନିର୍ବାଚନ ୧୫ ଦିନ ଘୁଞ୍ଚିଲା

ଛତ୍ରପୁର,୧୩।୩(ଡି.ଏନ.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧ୍ୟକ୍ଷ ନିର୍ବାଚନ ଶନିବାର ବାତିଲ ହୋଇଯାଇଛି ା ୬ ସମିତିସଭ୍ୟଙ୍କୁ କରୋନା ହୋଇଥିବା ଦର୍ଶାଇ ୧୫ ଦିନ ପାଇଁ ନିର୍ବାଚନକୁ…

4 years ago

ଗଞ୍ଜାମ ବ୍ଲକ ଅକ୍ତିଆର କଲା ବିଜେଡି

ଗଞ୍ଜାମ,୧୨ା୩(ଡି.ଏନ୍‌.ଏ.): ପଞ୍ଚାୟତ ସମିତି ପାଇଁ ଶନିବାର ଅଧ୍ୟକ୍ଷା ପଦବୀ ନିମନ୍ତେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଏଥିରେ ବିଜେଡି ପ୍ରାର୍ଥିନୀ ଶ୍ରୀମତୀ ଶର୍ମିଷ୍ଠା ପ୍ରଧାନ ୧୫ ଜଣ ସମିତି…

4 years ago