ଗଞ୍ଜାମ

କରୋନା ଟିକା ନେଲେ ୫୦୨ ବରିଷ୍ଠ ନାଗରିକ

ବୁଗୁଡ଼ା,୭।୩ : ବରିଷ୍ଠ ନାଗରିକ ଓ ୪୫ ରୁ ୫୯ ବର୍ଷ ବୟସ ମଧ୍ୟରେ ଗୁରୁତର ରୋଗୀଙ୍କ ପାଇଁ ମାର୍ଚ୍ଚ ୧ ତାରିଖରୁ ଚାଲିଥିବା ଟିକାକରଣ କାର୍ଯ୍ୟକ୍ରମ…

5 years ago

ଖୋଲିଲା ତାମ୍ପରା ଲେକ୍‌ ଭ୍ୟୁ ଫ୍ରଣ୍ଟ୍‌

ଛତ୍ରପୁର,୭।୩(ଡି.ଏନ.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ହୁମୁରୀ ତାମ୍ପରା ପର୍ଯ୍ୟଟନ କ୍ଷେତ୍ରକୁ ନୂତନ ରୂପ ମିଳିଛି। ତାମ୍ପରା ଲେକ୍‌ ଭିୟୁ ଫ୍ରଣ୍ଟ୍‌ ପର୍ଯ୍ୟଟକଙ୍କ ପାଇଁ ଟ୍ରାଏଲ ବେସିସ୍‌ରେ…

5 years ago

ଘରେ ପଶି ମହିଳାଙ୍କୁ ଅସଦାଚରଣ ଅଭିଯୋଗ, ଅଭିଯୁକ୍ତ ଅଟକ

ଦିଗପହଣ୍ଡି,୬।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଘରେ ପଶି ଜଣେ ମହିଳାଙ୍କୁ ଅସଦାଚରଣ କରିବା ସହ ଅଭିଯୁକ୍ତମାନେ ସଂଘବଦ୍ଧ ଆକ୍ରମଣ କରିଥିବା ଅଭିଯୋଗ…

5 years ago

ଧାନ କିଣା ନ ଯିବା ନେଇ ରାସ୍ତାରୋକୋ, ପାନୀୟ ଜଳ ପ୍ରକଳ୍ପ ବନ୍ଦ କଲେ ଚାଷୀ

ଛତ୍ରପୁର,୬।୩(ଡି.ଏନ୍‌.ଏ.): ଧାନ କିଣା ଯାଉ ନ ଥିବା ପ୍ରତିବାଦ କରି ଛତ୍ରପୁର ବ୍ଲକ ପୋଟଲାମପୁର ପଞ୍ଚାୟତର ଶହ ଶହ ଚାଷୀ ଶନିବାର ବ୍ରହ୍ମପୁର, ଛତ୍ରପୁର, ଗୋଲାବନ୍ଧକୁ ଯାଉଥିବା…

5 years ago

ଚିଟ ଫଣ୍ଡ ଠକେଇ ମାମଲା: ପ୍ରଦୀପଙ୍କ ପରେ ଶ୍ରୀକୃଷ୍ଣ ପାଢ଼ୀଙ୍କ ଜାମିନ ଆବେଦନ ଖାରଜ

ଛତ୍ରପୁର,୫।୩(ଡି.ଏନ୍‌.ଏ.): ଚିଟ ଫଣ୍ଡ ଠକେଇ ମାମଲା ସହ ଅଭିଯୁକ୍ତ ଶ୍ରୀକୃଷ୍ଣ ପାଢ଼ୀଙ୍କ ଦ୍ୱାରା ୨୩ ଫେବୃୟାରୀରେ ଦାଖଲ ହୋଇଥିବା ଜାମିନ ଆବେଦନକୁ ଏସଡିଜେଏମ ସନ୍ତୋଷ କୁମାର ପାଣିଗ୍ରାହୀ…

5 years ago

ପଞ୍ଚାୟତିରାଜ ଦିବସ ପାଳିତ

ଗଞ୍ଜାମ,୫।୩(ଡି.ଏନ.ଏ): ସାରା ରାଜ୍ୟ ପଞ୍ଚାୟତିରାଜ ଦିବସ ପାଳନ କରାଯାଉଛି। ଗଞ୍ଜାମ ବିଜେଡି ପକ୍ଷରୁ ମଧ୍ୟ ତାହା ପାଳନ କରା ଯାଇଥିଲା l ଏହି ଅବସରରେ ବିଜୁ ପଟ୍ଟନାୟକ…

5 years ago

ବାର୍‌ହା ଆକ୍ରମଣରେ ୭ ଗୁରୁତର

ହିିଞ୍ଜିଳିକାଟୁ,୪ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ତଥା ବ୍ରହ୍ମପୁର ସଦର ଥାନା ଏ ଚନ୍ଦ୍ରମଣିପୁର ଗ୍ରାମରେ ଗୁରୁବାର ପୂର୍ବାହ୍ନରେ ବାର୍‌ହା ଆକ୍ରମଣରେ ୭ଜଣ ଗୁରୁତର ହୋଇଛନ୍ତି। ସେମାନେ…

5 years ago

କରୋନା ବେଳେ ବିଏମ୍‌ସି ଖର୍ଚ୍ଚରେ ଜାଲିଆତି

ବ୍ରହ୍ମପୁର ଅଫିସ,୪।୩: କୋଭିଡ୍‌-୧୯ ମହାମାରୀ ବେଳେ ବ୍ରହ୍ମପୁର ସହରରେ ଲକ୍‌ଡାଉନ୍‌, ଶଟଡାଉନ୍‌ ଓ ରାତ୍ରିକାଳୀନ କର୍ଫ୍ୟୁ ହୋଇଥିଲା। ସେହି ସମୟରେ କଣ୍ଟେନମେଣ୍ଟ ଜୋନ୍‌ ପାଇଁ ବ୍ୟାରିକେଡ୍‌ କରାଯିବା…

5 years ago

ବଧୂ ହତ୍ୟା ମାମଲା: ଶାଶୁଙ୍କୁ ୭ ବର୍ଷ କାରାଦଣ୍ଡ

ଆସିକା,୪।୩: ଗଞ୍ଜାମ ଜିଲା ଆସିକା ଥାନା ଅଧୀନ ଜୟପୁର ଗ୍ରାମରେ ଘଟିଥିବା ଯୌତୁକଜନିତ ବଧୂହତ୍ୟା ମାମଲାର ବିଚାର କରି ବୁଧବାର ଆସିକା ଅତିରିକ୍ତ ଦୌରାଜଜ ରାଜଲକ୍ଷ୍ମୀ ପଟ୍ଟନାୟକ…

5 years ago

ଟିକା ନେଲେ ବରିଷ୍ଠ ନାଗରିକ, କାହାଠାରେ ଦେଖାଯାଇନି ପାର୍ଶ୍ୱ ପ୍ରତିକ୍ରିୟା

ହିଞ୍ଜିଳିକାଟୁ,୩।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁରେ ବରିଷ୍ଠ ନାଗରିକଙ୍କୁ ବୁଧବାରଠାରୁ ଆର୍‌ଏମ୍‌ସି ପରିସର ନୂତନ ଉପଖଣ୍ଡ ଚିକିତ୍ସାଳୟରେ କରୋନା ଟିକାକରଣ ଆରମ୍ଭ ହୋଇଛି। ପୌରାଞ୍ଚଳକୁ ୪ଟି ଭାଗରେ ବିଭକ୍ତ…

5 years ago