ଗଞ୍ଜାମ

ସାଇବର ଠକ ଲୁଟିନେଲେ ୯୬ ହଜାର

ବ୍ରହ୍ମପୁର ଅଫିସ,୩୧ା୧୨: ଜଣେ ମହିଳା ଫ୍ଲିପକାର୍ଟରେ ଏକ ସ୍ବେଟର୍‌ ମଗାଇଥିଲେ। ତାହା ପସନ୍ଦ ନ ହେବାରୁ ଫେରାଇବାକୁ ଚାହିଁଥିଲେ। ସାଇବର ଠକ କୌଣସି ସୂତ୍ରରୁ ଏହା ଜାଣିଯାଇଥିଲେ।…

4 years ago

ବିମାନବନ୍ଦର ପାଇଁ ନୂଆ ସ୍ଥାନ ଚିହ୍ନଟ କରିବାକୁ ପ୍ରସ୍ତାବ

ବ୍ରହ୍ମପୁର ଅଫିସ,୩୧ା୧୨: ବ୍ରହ୍ମପୁର ବିମାନ ବନ୍ଦର ପ୍ରତିଷ୍ଠା ନିମନ୍ତେ ନୂତନ ସ୍ଥାନ ଚିହ୍ନଟ କରିବା ଲାଗି ଓଡିଶା ଡେଭଲପମେଣ୍ଟ ଫୋରମ ପକ୍ଷରୁ ଶୁକ୍ରବାର ବ୍ରହ୍ମପୁର ଉପଜିଲାପାଳଙ୍କୁ ପ୍ରସ୍ତାବ…

4 years ago

ବ୍ରହ୍ମପୁର ଉପଖଣ୍ଡକୁ ଜିଲା ଘୋଷଣା ହେଉ

ବ୍ରହ୍ମପୁର ଅଫିସ,୩୧ା୧୨: ବ୍ରହ୍ମପୁର ଉପଖଣ୍ଡକୁ ଏକ ସ୍ବତନ୍ତ୍ର ଜିଲା ରୂପେ ଘୋଷଣା କରିବା ଦାବି ନେଇ ଶୁକ୍ରବାର ସହରତଳି ଅଞ୍ଚଳ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ମୁଖ୍ୟ…

4 years ago

ଶିକ୍ଷକଙ୍କୁ ଆକ୍ରମଣ କରି ଲୁଟ ଘଟଣା: ମାସକ ପରେ ବି ଲୁଟେରାଙ୍କ ମିଳୁନି ପତ୍ତା

ବ୍ରହ୍ମପୁର ଅଫିସ,୩୦ା୧୨: ବୈଦ୍ୟନାଥପୁର ଥାନା ନିକଟ କମାପଲ୍ଲି ଓଭରବ୍ରିଜରେ ନଭେମ୍ବର ୨୫ ତାରିଖରେ ଜଣେ ଶିକ୍ଷକଙ୍କୁ ଆକ୍ରମଣ କରି ଲୁଟେରା ଗ୍ୟାଙ୍ଗ ତାଙ୍କ ସୁନାଚେନ, ପକେଟରୁ ଟଙ୍କା…

4 years ago

ଗଞ୍ଜାମ ଏସ୍‌ପିଙ୍କ ପଦୋନ୍ନତି

ଛତ୍ରପୁର,୩୦ା୧୨(ଡି.ଏନ୍‌.ଏ.): ଗଞ୍ଜାମ ପୋଲିସ ଜିଲା ଏସପି ବ୍ରିଜେଶ କୁମାର ରାୟଙ୍କ ଡିଆଇଜି ଭାବେ ପଦୋନ୍ନତିି ହୋଇଛି। ୨୦୦୯ ବ୍ୟାଚର ଆଇପିଏସ ଅଫିସର ରାୟ ପ୍ରଥମେ ନବରଙ୍ଗପୁର ଜିଲାରେ…

4 years ago

ଅଟୋକୁ ପଛରୁ ଧକ୍କାଦେଲା ଟ୍ରେଲର: ୩ ଶିଶୁ ସମେତ ୮ ଆହତ

ଛତ୍ରପୁର,୩୦ା୧୨(ଡି.ଏନ୍‌.ଏ.): ଚମାଖଣ୍ଡି ଥାନା ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥରେ ଏକ ଅଟୋ ରିକ୍ସାକୁ ଟ୍ରେଲର ଧକ୍କା ଦେବା ଫଳରେ ୩ ଶିଶୁଙ୍କ ସମେତ ୮ ଜଣ…

4 years ago

ବିଏସ୍‌କେୱାଇ କାର୍ଡଧାରୀଙ୍କୁ ଟଙ୍କା ମାଗୁଛି ହସ୍‌ପିଟାଲ

ଗୋପାଳପୁର,୩୦ା୧୨(ଡି.ଏନ.ଏ.): ରାଜ୍ୟ ସରକାରଙ୍କ ପକ୍ଷରୁ ଉନ୍ନତମାନର ଚିକିତ୍ସା ପାଇଁ ବିଏସ୍‌କେୱାଇ କାର୍ଡ ପ୍ରଣୟନ କରାଯାଇଥିଲେ ମଧ୍ୟ କିଛି ଘରୋଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ମନମାନି ଯୋଗୁଁ ଏହି କାର୍ଡର…

4 years ago

ଅକ୍ସିଜେନ ପ୍ଲାଣ୍ଟ କାର୍ଯ୍ୟକ୍ଷମର ସପ୍ତାହ ପରେ ଅଚଳ

ଭଞ୍ଜନଗର,୩୦।୧୨(ଡି.ଏନ.ଏ): କରୋନାର ସମ୍ଭାବ୍ୟ ଚତୁର୍ଥ ଲହରକୁ ସାମନା କରିବାକୁ ବିଭିନ୍ନ ବିଭାଗ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏଭଳି ସ୍ଥିତିରେ ରାଜ୍ୟ ସରକାର ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର…

4 years ago

ଘରୁ ତଡ଼ିଦେଲେ ପୁଅ ବୋହୂ, ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ଛତ୍ରପୁର,୩୦ା୧୨(ଡି.ଏନ୍‌.ଏ): ଜନ୍ମ କଲା ମା’ ଏବେ ପୁଅମାନଙ୍କ ପାଇଁ ଅଲୋଡ଼ା ହୋଇପଡ଼ିଛନ୍ତି। ପରିଣତ ବୟସରେ ମା’ଙ୍କୁ ଘରୁ ତଡ଼ିଦେଇଛନ୍ତି ପୁଅ ବୋହୂ। ଶେଷରେ କିଛି ଉପାୟ ନପାଇ…

4 years ago

ପୋଷ୍ଟ ଅଫିସ ସ୍ଥାନାନ୍ତରଣ ନେଇ ଅସନ୍ତୋଷ

ବ୍ରହ୍ମପୁର ଅଫିସ୍‌,୩୦ା୧୨: ବ୍ରହ୍ମପୁର ସହରତଳି ଅଞ୍ଚଳ ତଥା ବ୍ରଜନଗରରେ ଅବସ୍ଥିତ ଆଇପିପିବିଏସ୍‌ (ଇଣ୍ଡିଆନ ପୋଷ୍ଟାଲ ପେମେଣ୍ଟ ବ୍ୟାଙ୍କ ସର୍ଭିସ) କ୍ଷମତା ଧାରଣକ୍ଷମ ପୋଷ୍ଟ ଅଫିସକୁ ଅନ୍ୟତ୍ର ସ୍ଥାନାନ୍ତର…

4 years ago