ଗଞ୍ଜାମ

ଯାତ୍ରାର ଶେଷଦିନ ପୂର୍ବରୁ ହୁଣ୍ଡି ଭାଙ୍ଗି ସୁନା, ଟଙ୍କା ଲୁଟିନେଲେ

ବ୍ରହ୍ମପୁର ଅଫିସ,୧୧।୫: ବ୍ରହ୍ମପୁରରେ ଚୋରି, ଲୁଟ୍‌ ଏବେ ନିତିଦିନିଆ ଘଟଣା ହୋଇଛି। ବିଶେଷ କରି ବୈଦ୍ୟନାଥପୁର ଥାନା ଅଞ୍ଚଳ ଲୁଟେରାଙ୍କ ଚରାଭୂଇଁ ପାଲଟିଛି। ଏଭଳିସ୍ଥିତିରେ ଏକ ଚୋର…

4 years ago

ବୀରଭଦ୍ର ହାଇସ୍କୁଲରୁ ଚୋରି ଘଟଣାର ପର୍ଦ୍ଦାଫାଶ

ଗଞ୍ଜାମ,୧୦।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହୁମ୍ମା ଫାଣ୍ଡି ଅନ୍ତର୍ଗତ ବୀରଭଦ୍ର ହାଇସ୍କୁଲରୁ ଚୋରି ଘଟଣାର ପର୍ଦ୍ଦାଫାଶ କରିଛି। ଉକ୍ତ ଚୋରି ଘଟଣାରେ ସମ୍ପୃକ୍ତ ଦୁଇ ଅଭିଯୁକ୍ତଙ୍କୁ ପୋଲିସ ଗିରଫ…

4 years ago

ଅତିରିକ୍ତ ତହସିଲଦାରଙ୍କୁ ମାଡ଼ ମାରିବା ପଡ଼ିଲା ମହଙ୍ଗା: ଜେଲ ଗଲେ ୨ ଅଭିଯୁକ୍ତ

ଗଞ୍ଜାମ,୧୦।୫(ଡି.ଏନ୍‌.ଏ.): ବାଲି ଚୋରା ଚାଲାଣ ଚଢ଼ାଉ ବେଳେ ବାଲି ମାଫିଆମାନେ ଅତିରିକ୍ତ ତହସିଲଦାର ଏବଂ ୩ ଆର୍‌ଆଇଙ୍କୁ ଆକ୍ରମଣ କରି ଲହୁଲୁହାଣ କରିବା ପଡ଼ିଛି ମହଙ୍ଗା। ଉକ୍ତ…

4 years ago

ସମୁଦ୍ରରେ ଆଉ ନାହାନ୍ତି ମତ୍ସ୍ୟଜୀବୀ, ଅସୁରକ୍ଷିତ ସ୍ଥାନ ଚି଼ହ୍ନଟ: ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୦।୫(ଡି.ଏନ୍‌.ଏ.): ବାତ୍ୟା ଅସାନି ଲାଗି ସମୁଦ୍ର ଅଶାନ୍ତ ହେଉଛି। ଏ ନେଇ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି। ସମୁଦ୍ରରେ କେହି ମତ୍ସ୍ୟଜୀବୀ ନ ଥିବା ଗଞ୍ଜାମ ଜିଲାପାଳ…

4 years ago

ଲୋକଙ୍କ ଲାଗି ୨ ଦିନ ସମୁଦ୍ର ବେଳାଭୂମି ମନା

ଛତ୍ରପୁର,୧୦।୫(ଡି.ଏନ୍‌.ଏ.): ବାତ୍ୟା ଅସାନି ଲାଗି ଗଞ୍ଜାମ ଜିଲାର ସମସ୍ତ ସମୁଦ୍ର ବେଳାଭୂମିକୁ ମଙ୍ଗଳବାର ଓ ବୁଧବାର ୨ ଦିନ ଲାଗି ଲୋକଙ୍କୁ ଯିବା ପାଇଁ ବାରଣ କରାଯାଇଛି।…

4 years ago

ପହଁରି ପହଁରି ସମୁଦ୍ରକୂଳକୁ ଆସିଲେ ୬୦ ମତ୍ସ୍ୟଜୀବୀ

ଛତ୍ରପୁର,୧୦।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ନିକଟ ଉପକୂଳଠାରୁ ୨୦୦ ମିଟର ଦୂର ସମୁଦ୍ରରେ ଏକ ବଡ଼ ଅଘଟଣରୁ ୬୦ ଜଣ ମତ୍ସ୍ୟଜୀବୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ମାଛ…

4 years ago

ପର୍ଯ୍ୟଟକଙ୍କୁ ଗୋପାଳପୁର ବେଳାଭୂମି ମନା

ଗଞ୍ଜାମ,୧୦।୫(ଡି.ଏନ୍‌.ଏ): ବଙ୍ଗୋପସାଗରରେ ସୃଷ୍ଟି ବାତ୍ୟା ‘ଅସାନି’ଏବେ ଉପକୂଳ ମୁହାଁ ହୋଇଛି। କେତେକ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି। ଏହାର ପ୍ରଭାବରେ ଗୋପାଳପୁର ବେଳାଭୂମି ଅଶାନ୍ତ ହେଲାଣି। ସମୁଦ୍ରରେ …

4 years ago

ଏୟାରଲିଫ୍ଟ ହେଲେ ୧୧ ମତ୍ସ୍ୟଜୀବୀ

ବ୍ରହ୍ମପୁର ଅଫିସ,୯। ୫: ଗଞ୍ଜାମ ଜିଲା ସୁନାପୁର ନିକଟ ଗଭୀର ସମୁଦ୍ରରୁ ୧୧ ମତ୍ସ୍ୟଜୀବୀଙ୍କୁ ସୁରକ୍ଷିତ ଅବସ୍ଥାରେ ଉଦ୍ଧାର କରାଯାଇଛି। କୋଷ୍ଟଗାର୍ଡର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଫସି…

4 years ago

ଗଭୀର ସମୁଦ୍ରରେ ଫସି ରହିଛନ୍ତି ୧୧ ମତ୍ସ୍ୟଜୀବୀ

ବ୍ରହ୍ମପୁର ଅଫିସ,୯। ୫: ଅଶାନ୍ତ ସମୁଦ୍ରରେ ଫସିରହିଛନ୍ତି ୧୧ ମତ୍ସ୍ୟଜୀବୀ। ଏଭଳି ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲା ସୁନାପୁର ନିକଟ ଗଭୀର ସମୁଦ୍ରରେ। ସୂଚନାଯୋଗ୍ୟ, ୧୧…

4 years ago

ମୋ ସ୍ବାମୀଙ୍କୁ ମିଥ୍ୟା ମାମଲାରେ ଫସାଇଛି ବନ ବିଭାଗ

ଭଞ୍ଜନଗର,୯ା୫(ଡି.ଏନ୍‌.ଏ.): ଉତ୍ତର ଘୁମୁସର ବନଖଣ୍ଡ ଜଗନ୍ନାଥ ପ୍ରସାଦ ରେଞ୍ଜ ଅଧୀନ ତିରିଗୋଛ ଗ୍ରାମର ଅମର ବେହେରା ଜଙ୍ଗଲରେ ନିଆଁ ଲଗାଇବା ଅଭିଯୋଗରେ ଗତ ୨୭ ତାରିଖରେ ଗିରଫ…

4 years ago