ଗଞ୍ଜାମ

ଅନ୍‌ଲାଇନ ଟିସିକୁ ନେଇ ଅଡୁଆରେ ପ୍ରଧାନଶିକ୍ଷକ

ଶେରଗଡ,୨୬ା୧୧(ଡି.ଏନ୍‌.ଏ.)- ଶେରଗଡ ବ୍ଲକର ସମସ୍ତ ବିଦ୍ୟାଳୟରେ ଅନଲାଇନ ଟିସି (ଟ୍ରାନ୍ସଫର ସାର୍ଟିଫିକେଟ୍‌) ବ୍ୟବସ୍ଥା ପ୍ରଚଳନ କରାଯାଇଛି। ଯେଉଁ ଛାତ୍ରୀଛାତ୍ର ବିଦ୍ୟାଳୟ ଛାଡି ଅନ୍ୟ ଶିକ୍ଷାନୁଷ୍ଠାନକୁ ଯିବେ ସେମାନଙ୍କୁ…

5 years ago

ଭାରତ ବନ୍ଦ ଡାକରା: ରେଳ ରୋକିଲା କଂଗ୍ରେସ, ସିପିଆଇ

ଛତ୍ରପୁର,୨୬।୧୧(ଡି.ଏନ୍‌.ଏ.): କେନ୍ଦ୍ର ସରକାରଙ୍କ ଶ୍ରମିକ ଓ କୃଷକ ମାରଣ ନୀତି ବିରୋଧରେ ଗୁରୁବାର ସର୍ବଭାରତୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି। ବନ୍ଦର ପ୍ରଭାବ…

5 years ago

ଦିଗପହଣ୍ଡିରେ ଧର୍ମଘଟ ପ୍ରଭାବ: ଦୋକାନ ବଜାର ବନ୍ଦ , ପ୍ରତିବାଦ ସଭା

ଦିଗପହଣ୍ଡି,୨୬।୧୧(ଡି.ଏନ.ଏ.): କେନ୍ଦ୍ର ସରକାରଙ୍କ ଶ୍ରମିକ ଓ କୃଷକ ମାରଣ ନୀତି ବିରୋଧରେ ଗୁରୁବାର ସର୍ବଭାରତୀୟ ଶ୍ରମିକ ସଙ୍ଗଠନ ସମୂହ ପକ୍ଷରୁ ଡ଼ାକରା ଦିଆଯାଇଥିବା ଧର୍ମଘଟ ପ୍ରଭାବରେ ସମସ୍ତ…

5 years ago

ଡାହାଣୀ ସନ୍ଦେହରେ ବୃଦ୍ଧାଙ୍କୁ ନିର୍ମମ ହତ୍ୟା: ୫୨ ଦିନ ପରେ ମାଟି ତଳୁ ମୃତଦେହ ଉଦ୍ଧାର

ଦିଗପହଣ୍ଡି,୨୨।୧୧(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବଡ଼ଡୁମ୍ବୁଳା ପଞ୍ଚାୟତ ଛଣବଗଡ ଗାଁର ସାଇବାଣୀ ମଲ୍ଲିକ ନାମକ ଜଣେ ୭୦ ବର୍ଷୀୟା ଦିବ୍ୟାଙ୍ଗ ବୃଦ୍ଧାଙ୍କୁ ଡାହାଣୀ ସନ୍ଦେହରେ ନିର୍ମମ…

5 years ago

ଆନ୍ତଃଜିଲା ଲୁଟେରା ଦଳର ୪ ଗିରଫ

ଭଞ୍ଜନଗର,୨୧।୧୧(ଡି.ଏନ.ଏ)-ଗଞ୍ଜାମ ଜିଲା ବେଲଗୁଣ୍ଠା ଫାଣ୍ଡି ପୋଲିସ ଶନିବାର ଏକ ଆନ୍ତଃଜିଲା ଲୁଟେରା ଦଳର ୪ଜଣଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି। ସେମାନେ ହେଲେ ବୁଗୁଡ଼ା ଥାନା ଘୋଳପୁରର…

5 years ago

ଆବଶ୍ୟକ ନ ଥିଲେ ଚେନ୍‌ ପୁଲିଂ ନ କରିବାକୁ ପରାମର୍ଶ

ଛତ୍ରପୁର,୨୧ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଆର୍‌ପିଏଫ୍‌ ଆଉଟ୍‌ପୋଷ୍ଟ ପକ୍ଷରୁ ଲୋକଙ୍କୁ ସୁରକ୍ଷା ସମ୍ପର୍କରେ ସଚେତନ କରାଯାଇଛି। ଲେଭଲ କ୍ରସିଂ ନିକଟରେ ଥିବା ବୁରୁଡ଼ି ଓ କନକା ଗ୍ରାମରେ…

5 years ago

ସୁନା ଦୋକାନୀ, ଫାଇନାନ୍ସ କମ୍ପାନୀ ସହ ଛତ୍ରପୁର ପୋଲିସର ଆଲୋଚନା

ଛତ୍ରପୁର,୨୧।୧୧(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଛତ୍ରପୁର ପୋଲିସ ସୁନା ଦୋକାନ ବ୍ୟବସାୟୀ ଏବଂ ଫାଇନାନ୍ସ କମ୍ପାନୀ ଅଧିକାରୀଙ୍କ ଶନିବାର ଏକ ଆଲେଚନା ହୋଇଛି। ସୁରକ୍ଷାକୁ ନେଇ ଥାନା ପରିସରରେ…

5 years ago

ପୁରୁଷୋତ୍ତମପୁରରେ ତହସିଲଦାର ଭାବେ ଯୋଗ ଦଲେ ନିତିଶ କୁମାର ତ୍ରିପାଠୀ

ପୁରୁଷୋତ୍ତମପୁର,୨୧।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତହସିଲରେ ନୂତନ ତହସିଲଦାର ଭାବେ ନିତିଶ କୁମାର ତ୍ରିପାଠୀ ଶନିବାର କାର୍ଯ୍ୟରେ ଯୋଗଦେଇଛନ୍ତି। ପୂର୍ବରୁ ସେ କନ୍ଧମାଳ ଜିଲା ଦାରିଙ୍ଗବାଡି ତହସିଲଦାର…

5 years ago

ତହସିଲଦାରଙ୍କ ଅସଦ୍‌ ବ୍ୟବହାର ନେଇ ବଢ଼ୁଛି ଅସନ୍ତୋଷ

ଗଞ୍ଜାମ,୨୦।୧୧(ଡି.ଏନ୍‌.ଏ.): ଗଞ୍ଜାମ ସହରରେ ଥିବା ଗ୍ରାସୀମ କମ୍ପାନୀର ସହ ପରିଚାଳକ (ଉତ୍ପାଦକ ) ଆଲୋକ ଦୋରାଙ୍କୁ ଉକ୍ତ କମ୍ପାନୀ କର୍ତ୍ତୃପକ୍ଷ ଜୋର ଜବରଦସ୍ତ ଇସ୍ତଫା ଲେଖେଇ ନେଇଥିଲେ।…

5 years ago

କରୋନା ଦ୍ୱିତୀୟ ଲହର ନେଇ ବଦଳିଲା ନିଷ୍ପତ୍ତି: ବନ୍ଦ ହେବନି ଟାଟା କୋଭିଡ୍‌ ହସ୍ପିଟାଲ

ଛତ୍ରପୁର, ୨୦।୧୧(ଡି.ଏନ୍‌.ଏ.)- ଗଞ୍ଜାମ ଜ଼ିଲା ଶିତଳାପଲିଠାରେ ଥିବା ଟାଟା କୋଭିଡ ହସ୍ପିଟାଲ ଚଳିତ ମାସ ୩୦ ତାରିଖରୁ ବନ୍ଦ କରିଦେବାପାଇଁ ଗଞ୍ଜାମ ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ…

5 years ago